ଲୋୟର ସୁକ୍ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ
ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍ତେଲ ଡ୍ୟାମ୍ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା ଫଳରେ ବିସ୍ଥାପିତ ହୋଇ ନଥିବା କୁମିଆପାଲି ଗଁାର ୮୬ ପରିବାର ଉପରେ ସମସ୍ତଙ୍କ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ (୪୫) ବୋଲି ଜଣାପଡିଛି। ଖବର ଅନୁସାରେ, ଘରଟି ବନ୍ଦ ଥିଲା। ଘର ଭିତରୁ…
ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ
କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ ଆହତ ହୋଇଛନ୍ତି। ଆହତ ଶିଶୁଙ୍କୁ କଣ୍ଟାବାଞ୍ଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରିବାର ଲୋକେ…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍ ପାଣି ପଶି ଯାଇଛି। ଏହାସହ ସହରର ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଆଜି ଚିଠା ଭୋଟର ତାଲିକା (Draft Electoral Roll) ଆନୁଷ୍ଠାନିକ ଭାବେ ପ୍ରକାଶ…
୯ ଘଣ୍ଟା ଧରି ପାଣିରେ ଫସିଛି କାର୍, ଭିତରେ ୪ ଜଣ ଥାଇ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍ ଯାଉଥିବାବେଳେ ପାଣି ଭିତରେ ଫସି ଯାଇଥିଲା। କାର୍ ଭିତରେ ବସିଥିବା ୪ଜଣ ଅଳ୍ପକେ ବର୍ତ୍ତି ଯାଇଥିଲେ।…
ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ ବର୍ଷା ଯୋଗୁ କାନ୍ଥପଡ଼ି ସ୍ବାମୀଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଏପରି…
ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…
ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା ହୋଇଥିଲେ ବୋଲି ବୃଦ୍ଧଙ୍କ ମୃତ୍ୟୁ ହେବାପରେ ଶବକୁ କେହି ଛୁଇଲେନି। ୧୦ ଘଣ୍ଟା…
ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା
ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା। ହେଲେ ଦୁଇ ଦିନ ନ ପୂରୁଣୁ ସେହି ସ୍ଥାନ ପୁଣି ପୂର୍ବ ଅବସ୍ଥାକୁ…
ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍ଚାକ୍ ସିଲାଟ୍ ଚାମ୍ପିୟନଶିପ୍ରେ…
ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍ଚାକ୍ ସିଲାଟ୍ ଚମ୍ପିୟନଶିପ୍ ୨୦୨୬ରେ ବଲାଙ୍ଗୀର ଜିଲାର ଉଦୟମାନ ଖେଳାଳି ଖୁସିରାମ ସେଠ ସବ୍-ଜୁନିୟର ଟୁଙ୍ଗାଲ…
୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍
ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ ବଲାଙ୍ଗୀର ଜିଲାରେ କାର୍ଯ୍ୟରତ ଡାକ୍ତରମାନେ ଯୋଗଦେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହୋଇଥିଲେ।…
କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…
ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା ଆଜି ସକାଳେ ଛାତରୁ ପଡ଼ି ମୃତ୍ୟୁ ବରଣ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ…

