ବଲାଙ୍ଗୀର

‘ଗୋବିନ୍ଦଙ୍କ ପକେଟରୁ ମିଳିଛି ମାଟିଆ ରଙ୍ଗର ଲଫାପା’

ବଲାଙ୍ଗୀର ଅଫିସ, ୨୨ା୧୨: କଣ୍ଟାବାଞ୍ଜି ସବ୍‌ଜେଲରେ ମଙ୍ଗଳବାର ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ପକେଟରୁ ଏକ ମାଟିଆ ରଙ୍ଗର ଲଫାପା ମିଳିଛି। ସେଥିରେ ଦୁଇପୃଷ୍ଟାର ଲେଖା ରହିଛି। ଏକଥା ପୋଲିସ କହିଥିବା ଗୋବିନ୍ଦଙ୍କ…

ଗୋବିନ୍ଦ ସାହୁ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ବଲାଙ୍ଗୀର ଅଫିସ,୨୧।୧୨: ମମତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଥିବା ଘଟଣାକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ଗୋବିନ୍ଦଙ୍କ ପରିବାର ଲୋକେ। ମୃତ ଗୋବିନ୍ଦ ସାହୁଙ୍କ କକା ଶ୍ବଶୁର ମହେନ୍ଦ୍ର ସାହୁ ଓ ଶଳା ଟୁନା…

କଡ଼ା ସୁରକ୍ଷାରେ ଗୋବିନ୍ଦ ସାହୁଙ୍କ ମୃତଦେହ ବ୍ୟବଚ୍ଛେଦ

ବଲାଙ୍ଗୀର ଅଫିସ,୨୧।୧୨: ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ହଇଚଇ ସୃଷ୍ଟି କରିଛି। ତେବେ ଗୋବିନ୍ଦ ସାହୁଙ୍କ ମୃତଦେହକୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…

ମୃତ୍ୟୁ ସମୟ, ପୋଲିସ ତଥ୍ୟରେ ତାଳମେଳ ନାହିଁ

ବୀରେନ୍ଦ୍ର ଝାଙ୍କର ବଲାଙ୍ଗୀର ଅଫିସ, ୨୧ା୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ କଣ୍ଟାବାଞ୍ଜି ଉପକାରାଗାରରେ ସନ୍ଦେହଜନକ ମୃତ୍ୟୁକୁ ନେଇ ପୋଲିସ ପକ୍ଷରୁ ଦିଆଯାଇଥିବା ତଥ୍ୟରେ ତାଳମେଳ ରହୁନାହିଁ। ମଙ୍ଗଳବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମମିତା…

କଣ୍ଟାବାଞ୍ଚି ସବ୍‌ଜେଲ୍‌ ଓ୍ବାର୍ଡର ଅକ୍ଷୟ ମହାନ୍ତି ନିଲମ୍ବିତ

ବଲାଙ୍ଗୀର ଅଫିସ,୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ଏହାପରେ ଜେଲ୍‌ ଡିଆଇଜି ଅନୁସୟା ଜେନା ମଙ୍ଗଳବାର କଣ୍ଟାବାଞ୍ଜି ସବ୍‌ଜେଲରେ ପହଞ୍ଚି ଛାନଭିନ ଆରମ୍ଭ…

ମମିତା ମେହେର ଘଟଣା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

ବଲାଙ୍ଗିର ଅଫିସ/ଭବାନୀପାଟଣା(ସ୍ବ.ପ୍ର.),୨୦।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ବଲାଙ୍ଗୀର ଜିଲା ଅନ୍ତର୍ଗତ କଣ୍ଟାବାଞ୍ଜି ଜେଲ୍‌ ଶୌଚାଳୟରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍‌ କର୍ତ୍ତୃପକ୍ଷ…

ଅଭିଯୁକ୍ତଙ୍କୁ କୋର୍ଟରେ ହାଜର ବେଳେ ଉତ୍ତେଜନା

ସଇଁତଳା, ୨୦ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଜେଏମ୍‌ଏଫସି କୋର୍ଟରେ ସୋମବାର ଜଣେ ଅଭିଯୁକ୍ତଙ୍କୁ ପୋଲିସ ହାଜର କରିବା ସମୟରେ ତୁମଳକାଣ୍ଡ ଘଟିଛି। ଜିଲା ଯୁବ କନ୍ଧ ସମାଜର କେତେଜଣ କର୍ମକର୍ତ୍ତା ସ୍ଥାନୀୟ କୋର୍ଟ ସମ୍ମୁଖରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ନାରାବାଜି…

ସ୍ବାସ୍ଥ୍ୟାବସ୍ଥା ପଚାରିଲେ, ସାହସକୁ ଜିଲାପାଳଙ୍କ ପ୍ରଶଂସା

ବଲାଙ୍ଗୀର ଅଫିସ, ୨୦ା୧୨: ବଲାଙ୍ଗୀର ଜିଲା ଆଗଲପୁର ପଞ୍ଚାୟତ ହାଇସ୍କୁଲ କ୍ରୀଡା ପ୍ରତିଯୋଗିତା ଚାଲିଥିବାବେଳେ ଏକ ଜାଭେଲିନ୍‌ ଗଳିଯିବା ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଛାତ୍ର ସଦାନନ୍ଦ ମେହେରଙ୍କ ସ୍ବାସ୍ଥାବସ୍ଥା ଜିଲାପାଳ ଚଞ୍ଚଳ ରାଣା ପଚାରି ବୁଝିଥିଲେ। ଜିଲାପାଳ ରାଣା…

୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ତଥା ଅଭିଯୋଗଗୁଡ଼ିକ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ସରକାର ପ୍ରତି ପଞ୍ଚାୟତସ୍ତରରେ ଯୁଗ୍ମଜନଶିବିର କରିବାକୁ କଡାନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତଠୁଁ ବ୍ଲକସ୍ତରରେ ମଧ୍ୟ ଜନଶୁଣାଣି ଶିବିର ଆୟୋଜନ କରାଯାଇଛି। ତେବେ ନାମକୁ ମାତ୍ର ଜନଶୁଣାଣି…

୨୫ରୁ ଶୁଲିଆ ମହୋତ୍ସବ, ୨୭ରେ ଯାତ୍ରା

ଦେଓଗଁା(ଡି.ଏନ.ଏ.)/ବଲାଙ୍ଗୀର ଅଫିସ,୧୯ା୧୨:ଡିସେମ୍ବର ୨୫ରୁ ଶୁଲିଆ ମହୋତ୍ସବ ଆରମ୍ଭ ହେବ। ୨୭ ତାରିଖ ପାରମ୍ପରିକ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ରବିବାର ଶୁଲିଆ ମହେତ୍ସବ କମିଟି ପକ୍ଷରୁ ଚୁଡାନ୍ତ ପ୍ରସ୍ତୁତି ବୈଠକ ଖଇରଗୁଡାଠାରେ ଅନୁଷ୍ଠିତ ହୋଇଛି। ଡିସେମ୍ବର ୨୫ରୁ ୨୭ ପର୍ଯ୍ୟନ୍ତ ତିନିଦିନ…

ଶ୍ରମିକ ବଦଳରେ ମେଶିନରେ ହେଉଛି କାମ

ଗୋଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ଶ୍ରମିକମାନେ କାମଧନ୍ଦା ନ ପାଇ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅଧୀନ ନିର୍ମାଣ କାର୍ଯ୍ୟରେ ଶ୍ରମିକମାନଙ୍କୁ ନିୟୋଜିତ କରା ନ ଯାଇ ମେଶିନ ସାହାଯ୍ୟରେ କାର୍ଯ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଫଳରେ ଶ୍ରମିକମାନେ କାମଧନ୍ଦା ପାଇବାରୁ ବଞ୍ଚତ୍ତ…

ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ

ପାଟଣାଗଡ଼,୧୮ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପାଟଣାଗଡ ବଡପଡାର ରାଜା ମାଝି ଏବଂ ସହଯୋଗ କରିଥିବା ବିକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri