ବଲାଙ୍ଗୀର

ଫାଟ ମରାମତି, ମୋରମ ପକାଇ ଲୁଚାଇବା ଉଦ୍ୟମ

ଲୋଇସିଂହା, ୧୧।୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ଫାଟ ସୃଷ୍ଟି ହୋଇଛି। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ କୋଠାର ଏପରି ଦୂରାବସ୍ଥାକୁ ଦେଖିଲା ପରେ…

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ସିନ୍‌ ରିକ୍ରିଏସନ୍‌ କଲା ପୋଲିସ

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସଦର ଥାନା ପୋଲିସ ସିଦ୍ଧାନ୍ତ ବଗର୍ତ୍ତୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ୫ ଜଣଙ୍କୁ ପୋଲିସ ଗିରଫ କରି ସିନ୍‌ ରିକ୍ରିଏସନ୍‌ କରାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ସାଲେପାଲି ଗ୍ରାମର…

୩ମନ୍ତ୍ରୀଙ୍କୁ ଯୁବ କଂଗ୍ରେସର କଳାପତାକା ପ୍ରଦର୍ଶନ

ବଲାଙ୍ଗୀର, ୧୦।୯ (ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ଗସ୍ତରେ ଥିବା ତିନିଜଣ ମନ୍ତ୍ରୀଙ୍କୁ ଶନିବାର ଯୁବ କଂଗ୍ରେସ କର୍ମୀମାନେ କଳାପତାକା ଦେଖାଇ ବିରୋଧ କରିଥିଲେ। ମନ୍ତ୍ରୀଙ୍କ ପଟୁଆର ଯାଉଥିବାବେଳେ ସେମାନେ କଳାପତାକା ଦେଖାଇ ନାରାବାଜି କରିଥିଲେ। ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…

ହସ୍ପିଟାଲ ଲାଟ୍ରିନ୍‌ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବଲାଙ୍ଗୀର, ୧୦ା୯ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ମହିଳା ମେଡିସିନ୍‌ ୱାର୍ଡ ଲାଟ୍ରିନ୍‌ରେ ପଡିଥିବା ଏକ ନବଜାତ ଶିଶୁକନ୍ୟାକୁ ହସ୍ପିଟାଲ କର୍ତ୍ତୃପକ୍ଷ ଉଦ୍ଧାର କରିଥିଲେ।…

କଣ୍ଟାବାଞ୍ଜି ଜିଲା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ

କଣ୍ଟାବାଞ୍ଜି,୫।୯(ଗୁରୁଦୟାଲ ହଂସ): କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ସ୍ବତନ୍ତ୍ର ରାଜସ୍ବ ଜିଲା ମାନ୍ୟତା ଦାବିନେଇ ଜିଲା ସଂଘର୍ଷ ସମିତି ପକ୍ଷରୁ ମଙ୍ଗଳବାର କଣ୍ଟାବାଞ୍ଜି ସହର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜିି ସହରର ସମସ୍ତ ଦୋକାନ, ବଜାର, ବ୍ୟାଙ୍କ, ସରକାରୀ…

ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା

ପାଟଣାଗଡ଼: ୩୧ା୮(ପ୍ରହଲ୍ଲାଦ ପାଢ଼ି): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସି ଅଧୀନ ଟିକପାଲିର ହୀରାସାଗର ଖଣିରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ଜିତେନ୍ଦ୍ର ଧୂବଳ। ଜଣେ ଯୁବକ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଖବର ପାଇ ପାଟଣାଗଡ…

ନାମୀ ବ୍ରାଣ୍ଡ୍‌ରେ ନକଲି ପୋଷାକ

ବଲାଙ୍ଗୀର ଅଫିସ,୩୧ା୮(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ବୁଧବାର ସହରର ଲଖାନୀ ନ୍ୟୁ ଗାର୍ମେଣ୍ଟସ୍‌ରେ ଚଢ଼ାଉକରି ପ୍ରାୟ ୪୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ନକଲି ବ୍ରାଣ୍ଡେଡ୍‌ ରେଡିମେଡ୍‌ ଲୁଗାପଟା ଜବତ କରିଛି। ଏଥିସହ ଦୋକାନ ମାଲିକ ରାଜେଶ କୁମାର ଲଖାନୀ (୫୩)ଙ୍କୁ…

୨ ନକଲି ଅଧ୍ୟାପକ ବହିଷ୍କୃତ: ଫେରାଇବେ ନେଇଥିବା ସବୁ ଦରମା

ବଲାଙ୍ଗୀର,୨୬।୮: ୪ ନକଲି ଶିକ୍ଷକଙ୍କୁ ପୂର୍ବରୁ ବହିଷ୍କୃତ କରିଥିବା ରାଜ୍ୟ ସରକାର ବର୍ତ୍ତମାନ ଦୁଇ ଜଣ ଅଧ୍ୟାପକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି । ସେମାନେ ହେଲେ ବଲାଙ୍ଗୀର ଯୋଗୀମୁଣ୍ଡା ଉଚ୍ଚ ମାଧ୍ୟମିକ ସ୍କୁଲ ଓ ରାଜେନ୍ଦ୍ର ମେହର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର…

ହଷ୍ଟେଲ ଖାଦ୍ୟଖାଇ ୪୭ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣାଗଡ଼, ୨୧ା୮(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର ଜିଲା ପାଟଣାଗଡ ସହର ଉପକଣ୍ଠ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ୪୭ଜଣ ଛାତ୍ରୀଛାତ୍ର ସୋମବାର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କୁ ପାଟଣାଗଡ ଉପଖଣ୍ଡସ୍ତରୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ…

ସ୍ତ୍ରୀଙ୍କୁ ବଳି ଦେଲେ ସ୍ବାମୀ, ଶ୍ମଶାନରୁ ମୃତଦେହ ଜବତ କଲା ପୋଲିସ

ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଚମାରପଡ଼ାର ଜଣେ ତନ୍ତ୍ର ସାଧକ ମକାରୁ ମେହେର (୪୦) ତାଙ୍କ ସ୍ତ୍ରୀ ଜାନକୀ (୩୫)ଙ୍କୁ ବଳି ଦେଇଥିବା ଅଭିଯୋଗ ହୋଇଛି। ମୃତଦେହ ପଚି ବନ୍ଧ ଘରୁ ଦୁର୍ଗନ୍ଧ ବାହାରିବା ପରେ ସ୍ଥାନୀୟ ଲୋକେ ଏହା…

କାର୍ଯ୍ୟକ୍ଷମ ହୋଇନି, କାନ୍ଥରେ ଫାଟ

ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ବିରାଟ ଫାଟ ସୃଷ୍ଟି ହୋଇଛି ା ନବନିର୍ମିତ କୋଠାର ଏପରି ଦୂରାବସ୍ଥା ଦେଖିଲେ ଏହାର ସ୍ଥାୟିତ୍ୱକୁ ନେଇ…

୪ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ବଲାଙ୍ଗୀର, ୧୯ା୮(ବୀରେନ୍ଦ୍ର କୁମାର ଝାଙ୍କର): ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ବଲାଙ୍ଗୀର ଶିକ୍ଷା ବିଭାଗ ପକ୍ଷରୁ ଉପରୋକ୍ତ ୪ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?