ବଲାଙ୍ଗୀର

ଚାଉଳ ବୋଝେଇ ଟ୍ରକକୁ ଧରିଲା ପୋଲିସ

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟାରୁ ଏକ ଚାଉଳ ବୋଝେଇ ଟ୍ରକକୁ(ନଂ. ଓଡି୧୫ସି-୪୦୬୨) ଲୋଇସିଂହା ପୋଲିସ ଶୁକ୍ରବାର ଜବତ କରିଛି। ହରଭଙ୍ଗା ଅଞ୍ଚଳରୁ ପଦ୍ମପୁର ଅଞ୍ଚଳକୁ ଯାଉଥିବା ଉକ୍ତ ଟ୍ରକରେ ୩୮୦ ପ୍ୟାକେଟ ଚାଉଳ ଥିବା ପୋଲିସ…

ଚାକିରି ପ୍ରଲୋଭନରେ ଅର୍ଥ ଶୋଷଣ

ବଲାଙ୍ଗୀର,୧୪ା୮(ବୀରେନ୍ଦ୍ର କୁମାର ଝାଙ୍କର): ଚାକିରି ପ୍ରଲୋଭନ ଦେଖାଇ ଭୁବନେଶ୍ୱରର ଜଣେ ଯୁବତୀଙ୍କଠାରୁ ଅର୍ଥ ଶୋଷଣ ସହ ମାନସିକ ନିର୍ଯାତନା ଦିଆଯାଇଥିବା ନେଇ ରବିବାର ସ୍ଥାନୀୟ ଟାଉନ୍‌ ଥାନାରେ ଅଭିଯୋଗ ହୋଇଥିଲା। ଭୁବନେଶ୍ୱରର ଜଣେ ଯୁବତୀ ବଲାଙ୍ଗୀର ଟାଉନ୍‌ ଥାନାରେ ଅଭିଯୋଗ କରିଥିଲେ।…

ଉଦ୍ଧାର ଶିଶୁପୁତ୍ର ପାଇଲା ନୂଆ ପରିଚୟ

ବଲାଙ୍ଗୀର/ଟିଟିଲାଗଡ଼, ୧୧ା୮ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ଅର୍ଥଲୋଭରେ ଟିଟିଲାଗଡର ଏକ ଦମ୍ପତି ନିଜ ଜନ୍ମକଲା ଏକ ମାସର ଶିଶୁପୁତ୍ରକୁ ପ୍ରାୟ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି କରିବା ଏବଂ ଏହି ଶିଶୁବିକ୍ରି ଘଟଣାରେ ପିତା ସମେତ ୩ ଜଣ ଅଭିଯୁକ୍ତ…

୪ ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କରି ସ୍କୁଲ ସଭାପତି ଗିରଫ

ବଲାଙ୍ଗୀର/କଣ୍ଟାବାଞ୍ଜି, ୧୦ା୮(ବୀରେନ୍ଦ୍ର କୁମାର ଝାଙ୍କର/ଗୁରଦୟାଲ ହଂସ)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଧୀନ ବୁରୋମାଲ ସରକାରୀ ଉନ୍ନୀତ ହାଇସ୍କୁଲ ପାଇଖାନା ଭିତରେ ଦଶମ ଶ୍ରେଣୀର ୪ ଛାତ୍ରୀଙ୍କୁ ମଙ୍ଗଳବାର ଅଧଘଣ୍ଟା କାଳ ବନ୍ଦ କରାଯାଇଥିଲା। ଏହି ଘଟଣାର ଅଭିଯୁକ୍ତ ହାଇସ୍କୁଲ ପରିଚାଳନା କମିଟି…

ମହିଳାଙ୍କ ହାତରେ ଓଡ଼ିଶା ପ୍ରଗତିର ଭବିଷ୍ୟତ

ବଲାଙ୍ଗୀର, ୮ା୮ (ବୀରେନ୍ଦ୍ର କୁମାର ଝାଙ୍କର): ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଦୁଇଦିନିଆ ବଲାଙ୍ଗୀର ଜିଲା ଗସ୍ତ କାର୍ଯ୍ୟକ୍ରମ ସୋମବାର ଶେଷ ହୋଇଛି। ସକାଳେ ବଲାଙ୍ଗୀର ସହରର ସମଲେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ, ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ପରିଦର୍ଶନ ସହ ରାଜେନ୍ଦ୍ର…

୨ଲକ୍ଷ ଟଙ୍କାରେ ଶିଶୁ ବିକ୍ରି: ଶିଶୁର ବାପା, ମଧ୍ୟସ୍ଥଙ୍କ ସମେତ ୩ଗିରଫ

ଟିଟିଲାଗଡ, ୬ା୮(ଶରତ ମିଶ୍ର)ଟିଟିଲାଗଡ ସହରର ଜନୈକ ଦମ୍ପତି ନିଜ ଚତୁର୍ଥ ପୁତ୍ର ସନ୍ତାନକୁ ବିକି କରି ଦେଇଥିବା ଜଣାପଡିବା ନେଇ ଆଲୋଚନାର ବିଷୟ ହୋଇଛି। ଖବର ପାଇବା ପରେ ଟିଟିଲାଗଡ଼ ଥାନା ପୋଲିସ ଏକ ମାମଲା(୨୨୪/୨୩) ରୁଜୁ କରି ତନାଘନା ଚଳାଇଛି।…

ଡ୍ୟାମ୍‌ ପାଣିରେ ବୁଡ଼ିଲା ୮ ବିସ୍ଥାପିତ ଗାଁ

ଲୋଇସିଂହା,୪।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲାରେ ଗତ ତିନିଦିନ ହେଲା ଲଘୁଚାପ ଜନିତ ବର୍ଷା ତାଣ୍ଡବ ରଚିଛି। ଲୋଇସିଂହା ବ୍ଲକରେ ଗତ ତିନିଦିନରେ ୧୬୩ ମିମି ବର୍ଷା ହୋଇଛି। ଗୁରୁବାର ପୂର୍ବାହ୍ନରୁ ବର୍ଷା ଥମିଛି। ହେଲେ ଉପରମୁଣ୍ଡାରେ ଅତ୍ୟଧିକ ବର୍ଷା ଯୋଗୁ ଲୋୟର…

ବିସ୍ଥାପିତଙ୍କ ଦୁଃଖ ଦ୍ୱିଗୁଣିତ କଲା ଲଗାଣବର୍ଷା

ବଲାଙ୍ଗୀର,୩ା୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ଯୋଗୁଁ କିଛିଦିନ ତଳେ ବିସ୍ଥାପିତ ହୋଇଥିବା ଗଡଶଙ୍କର ଡୁଙ୍ଗୁରିପାଲି ଗ୍ରାମର ପ୍ରାୟ ୨ଶହରୁ ଉର୍ଦ୍ଧ୍ୱ ପରିବାର ଏବେ ଝାଙ୍କରପାଲି ଥଇଥାନ କଲୋନୀର ଅସ୍ଥାୟୀ ଘରେ ରହୁଛନ୍ତି। ଅସ୍ଥାୟୀ ଘର ନିମ୍ନମାନର ହୋଇଥିତ୍ବାରୁ ଲୋକେ…

ମନ୍ଦିର, ଘର ଭିତରେ ଲହଡ଼ି ମାରିଲା ଡ୍ରେନ୍‌ପାଣି

ବଲାଙ୍ଗୀର,୩ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଏକ ପୁରୁଣା ଏବଂ ଯୋଜନବଦ୍ଧ ସହର ଭାବେ ସାରା ଓଡିଶାରେ ପରିଚିତ। ଏଠାକାର ବାଗଡି ଘର ଭଳି ବର୍ଗାକାର ରାସ୍ତା, ଜଳ ପରିଚାଳନା ଦିନେ ଜାତୀୟସ୍ତରରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ଗୋଟିଏ ବର୍ଷ ହେଲେ…

ଭାଙ୍ଗିଲା ଘର, ଉଜୁଡ଼ିଲା ଫସଲ

ଦେଓଗାଁ,୩ା୮(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ଗତ ଦୁଇଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକର ବ୍ୟାପକ ଅଞ୍ଚଳ ପାଣିଘେରରେ ରହିଛି। ବିଭିନ୍ନ ଗାଁରେ ଗଛ ଉପୁଡି ପଡିବା ସହ ଲୋକଙ୍କ ଘର ଭାଙ୍ଗିଯାଇଛି। ଧାନ ଓ…

ବସ୍ତିକୁ ମାଡ଼ିଲା ବର୍ଷାପାଣି

ଲୋଇସିଂହା,୩।୮(ସୁଶାନ୍ତ ବାରିକ): ଲଘୁଚାପ ଜନିତ ଲଗାଣ ବର୍ଷା ପରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା ପଞ୍ଚାୟତ ବିରକେଲ ଗ୍ରାମରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଗ୍ରାମର ମହାଲିଙ୍ଗ ଜଳାଶୟକୁ ଉଦବୃତ୍ତ ବର୍ଷା ଜଳକୁ କେତେକ ଗ୍ରାମବାସୀ ପ୍ରବେଶ କରି ନ…

ପାଣି ଘେରରେ ଝାଙ୍କରପାଲି ଆରଆର ବିସ୍ଥାପିତ କଲୋନୀ

ଲୋସିଂହା ୨।୮(ସୁଶାନ୍ତ ବାରିକ):ଲୋୟର ସୁକତେଲ ଡ଼୍ୟାମ ଯୋଗୁ ଲୋଇସିଂହା ବ୍ଲକ ଅନ୍ତର୍ଗତ ବିସ୍ଥାପିତ ଡୁଙ୍ଗରୀପାଲି ଗ୍ରାମବାସୀଙ୍କୁ ସ୍ଥାନାନ୍ତରଣ କରାଯାଇଛି। ଜିଲା ପ୍ରଶାସନ ତରଫରୁ ବିସ୍ଥାପିତ ଗ୍ରାମବାସୀଙ୍କୁ ନିକଟସ୍ଥ ଝାଙ୍କରପାଲି ଆରଆର କଲୋନୀ ଅସ୍ଥାୟୀ କ୍ୟାମ୍ପରେ ଥଇଥାନ କରାଯାଇଛି। ଅସ୍ଥାୟୀ କ୍ୟାମ୍ପରେ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?