ବଲାଙ୍ଗୀର

ଟ୍ରାକ୍ଟରରେ କରୁଥିଲେ ହଳ, ପଡ଼ିଗଲେ କୂଅରେ

ଟିଟିଲାଗଡ଼,୮ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅଧୀନ ଦେସିଲଠାରେ ସୋମବାର ଏକ ଅଘଟଣ ଘଟିଛି। ଜମିରେ ହଳ କରୁଥିବା ବେଳେ ଏକ ଟ୍ରାକ୍ଟର ପରିତ୍ୟକ୍ତ ଅବସ୍ଥାରେ ଥିବା ଏକ କୂଅରେ ଗଳି ପଡିଥିଲା। ଫଳରେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭରଙ୍କ…

କାମରେ ଲାଗୁନି ଶୌଚାଳୟ

ଲାଠୋର, ୭ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଳ ଷ୍ଟେଶନରେ ଥିବା ଶୌଚାଳୟ(ଟଏଲେଟ) ବ୍ୟବହାର ଉପଯୋଗୀ ହୋଇ ରହିନାହିଁ। ଏଥିଯୋଗୁଁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଷ୍ଟେଶନ ପରିସରରେ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ଼(ଏମସିଏଲ) ପ୍ରଦତ୍ତ ଗୋଟିଏ…

ପାଟଣାଗଡ଼ ଜୁଏଲେରି ଦୋକାନରୁ ଡକାୟତି

ବଲାଙ୍ଗୀର ଅଫିସ,୬ା୮: ପାଟଣାଗଡ ମେନରୋଡଠାରେ ଥିବା ଅମୃତ କଳସ ଜୁଏଲେରି ଦୋକାନରୁ ଶୂୁକ୍ରବାର ଅପରାହ୍ଣରେ ଏକ ବଡଧରଣର ଡକାୟତି ହୋଇଛି। ୬ ଜଣ ଡକାୟତ ଦୋକାନ ଭିତରକୁ ପଶି ଦୋକାନ ମାଲିକ ଏବଂ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଦେଢ଼ କିଲୋରୁ ଊର୍ଦ୍ଧ୍ୱ…

ବିଡିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୪ା୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ସହରକୁ ଗତ ୩ଦିନ ହେଲା ପାନୀୟ ଜଳଯୋଗାଣ ବନ୍ଦ ରହିଛି। ଲକ୍ଷାଧିକ ବିଦ୍ୟୁତ୍‌ ବିଲ୍‌ ବକେୟା ଥିବାରୁ ଏହା ପୂର୍ବରୁ ଗୋଟାଏ ମାସ ଧରି ମଧ୍ୟ ବନ୍ଦ ରହିଥିଲା। ଏହାର ପ୍ରତିବାଦରେ ବିଡିଓ ବିଜୟ କୁମାର…

୮ ଶ୍ରେଣୀକୁ ଦୁଇ ଶିକ୍ଷକ

ଲାଠୋର,୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ରହିଛି ା ଆଠଟି ଶ୍ରେଣୀ ପାଇଁ ଦୁଇଜଣ ଶିକ୍ଷକ ଅଛନ୍ତି ା ଏହାସତ୍ତ୍ୱେ ସେଠାରେ କାର୍ଯ୍ୟରତ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ସାଧନ କେନ୍ଦ୍ର ସଂଯୋଜକ…

ସିସିଟିଭି ଖୋଲି ନେଇ ପଶିଲେ ବ୍ୟାଙ୍କରେ

ଲୋଇସିଂହା,୧।୮(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ଲୋସିଂହା ଥାନା ଆଗଲପୁର ବ୍ଲକ ରାମପୁରସ୍ଥିତ ଆଇଡିବିଆଇ ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଛି। ବ୍ୟାଙ୍କ କର୍ମଚରୀ ସୋମବାର ବ୍ୟାଙ୍କକୁ ଆସି ବିଦ୍ୟୁତ୍‌ ସରବରାହ କଟିଯାଇଥିବା ଏବଂ ଅଫିସ ଝରକା ଗ୍ରିଲ୍‌ କଟା ହୋଇଥିବା ଦେଖିବାକୁ ପାଇଥିଲେ। ପରେ ସେମାନେ…

ଭୋଟର ତାଲିକା ସଂଶୋଧନ ନେଇ ପଞ୍ଜୀକରଣ

ବଲାଙ୍ଗୀର ଅଫିସ,୧ା୮: ସୋମବାରଠାରୁ ଭୋଟର ତାଲିକାରେ ସଂଶୋଧିତ ରୂପାନ୍ତରିତ ପଞ୍ଜୀକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏ ସମ୍ପର୍କରେ ଏଡିଏମ ତଥା ଅତିରିକ୍ତ ଜିଲା ନର୍ବାଚନ ଅଧିକାରୀ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଆଇସି ଫାଲଗୁନୀ ଶବର, ଜିଲା ସୂଚନା ଓ ଲୋକସମ୍ପର୍କ…

ଫସଲ ବୀମା ସହାୟତା ଦାବିରେ ଚାଷୀଙ୍କ ରାଜପଥ ଅବରୋଧ

ଲୋଇସିଂହା,୨୬।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଧୀନ ଝରଣୀପାଲି, ବଡ଼ଟିକା, ନଅଗାଁ(ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା, ନୁନିଆପାଲି ଆଦି ପଞ୍ଚାୟତର ଚାଷୀ ୨୦୨୧-୨୨ ଖରିଫ ଫସଲ ବୀମା ସହାୟତାରୁ ବଞ୍ଚିତ ହୋଇଛନ୍ତି। ଏନେଇ ଚାଷୀ ସ୍ଥାନୀୟ ଜିଲା ପ୍ରଶାସନ, ବିଧାୟକ ଏବଂ…

ଚଳନ୍ତା ଟ୍ରେନ୍‌ ଆଗରେ ଡେଇଁପଡ଼ି ବୃଦ୍ଧଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୩।୭: ବଲାଙ୍ଗୀର ରେଳ ଷ୍ଟେସନ ନିକଟ ଖୁଜେନପାଲି ନାଳା ପୋଲ ନିକଟରେ ଶନିବାର ଜଣେ ବ୍ୟକ୍ତି ଟ୍ରେନ ସମ୍ମୁଖକୁ ଡେଇଁପଡ଼ିଛନ୍ତି। ଟ୍ରେନ୍‌ ସମ୍ମୁଖରେ ଡେଇଁପଡ଼ିବାରୁ ଚଳନ୍ତା ଟ୍ରେନରେ ପିଟି ହୋଇ ତାଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତିଙ୍କ ବୟସ…

ଜେଲ ଫେରିଲେ ଗୋବିନ୍ଦ ସାହୁ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୩।୭(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ୧୪ ଦିନିଆ ଜାମିନ ଅବଧି ସାରି ଶୁକ୍ରବାର କଣ୍ଟାବାଞ୍ଜି ଉପକାରାଗାରକୁ ଫେରିଛନ୍ତି। ଅଭିଯୁକ୍ତ ସାହୁ ନିଜ ସ୍ତ୍ରୀ ଏବଂ ପୁଅ ଅସୁସ୍ଥ ଥିତ୍ବା ଦର୍ଶାଇ ସେମାନଙ୍କ…

ଇନ୍ସପେକ୍ଟର ସ୍ନିଗ୍ଧାରାଣୀଙ୍କ ନାଁରେ ମାମଲା,ଡ୍ରାଇଭରଙ୍କୁ ଜାମିନ

ବଲାଙ୍ଗୀର ଅଫିସ,୧୬।୭: କାର୍‌ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ବିବାଦରେ ଥିବା ପୋଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ ନାଁରେ ସୋନପୁର ପୁଲିସ ମାମଲା ରୁଜୁ କରିଛି। ଜଣେ ଅଭିଯୁକ୍ତକୁ ଅପରାଧରେ ସହଯୋଗ କରିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ…

ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୯ା୭: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ ଶୁକ୍ରବାର ୧୪ ଦିନର ଅନ୍ତରୀଣ ଜାମିନ ମିଳିଥିଲା। ଆଜି ସେ ଜେଲରୁ ମୁକୁଳିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri