ସୁଲଭ ଶୌଚାଳୟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ସେ ଶୌଚ ହେବା ପାଇଁ ଯାଇଥିବା ବେଳେ...
ଆଜି ବଲାଙ୍ଗୀର ବନ୍ଦ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର...
ରିମାଣ୍ଡରେ ଯିବେ ଗୋବିନ୍ଦ: ଡିଆଇଜି
ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି। ଯୋଜନାବଦ୍ଧ ଭାବେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିବା ଡିଆଇଜି ଡା. ଦୀପକ କୁମାର ବୁଧବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।...
ମମିତା ମୃତ୍ୟୁ ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କୋର୍ଟ ଚାଲାଣ
ବଲାଙ୍ଗୀର ଅଫିସ,୨୦ା୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ତାଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଏସ୍ପି ଅଫିସରୁ ବଙ୍ଗୋମୁଣ୍ଡା ଜେଏମ୍ଏଫ୍ସିଙ୍କ କୋର୍ଟକୁ ନିଆଯାଇଛି। ମଙ୍ଗଳବାର କଳାହାଣ୍ଡି...
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କଲା ଭାଜପା ମହିଳା ମୋର୍ଚ୍ଚା
ବଲାଙ୍ଗୀର ଅଫିସ, ୨୦।୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଭାଜପା ମହିଳା ମୋର୍ଚ୍ଚା ଓ ଏଆଇଡିଏସଓ ପକ୍ଷରୁ ବୁଧବାର ବଲାଙ୍ଗୀର ଏସ୍ପି ଅଫିସ ଘେରାଉ କରାଯାଇଛି। ଏଥିରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି...
ମମିତା ମୃତ୍ୟୁ ମାମଲା: କେଉଁଠି କେମିତି ହତ୍ୟା କରିଥିଲେ ସବୁ ମାନିଲେ ଗୋବିନ୍ଦ
ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି । ଗିରଫ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଅପହରଣ କରିଥିବା କାର୍ ଭିତରେ ମମିତାଙ୍କୁ ବୋର୍ଡା...
ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ
ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ...
ମିଳିଥିବା ଅସ୍ଥିର କରାଯିବ ଫରେନସିକ ଯାଞ୍ଚ
ବଲାଙ୍ଗୀର ଅଫିସ,୧୯।୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡଧରଣର ଖୁଲାସା ହୋଇଛି । କଳାହାଣ୍ଡି ଜିଲା ମହାଲିଙ୍ଗ ଗ୍ରାମ ନିର୍ମାଣାଧୀନ ମିନି ଷ୍ଟାଡିୟମ ପଡିଆ ଖୋଳା ଯିବା ପରେ ମଙ୍ଗଳବାର ସେଠାରୁ କିଛି ଖଣ୍ଡ ହାଡ଼,...
ଗୋବିନ୍ଦ ସାହୁଙ୍କ ବିଷୟରେ ସୂଚନା ଦେଲେ ମିଳିବ ୧ ଲକ୍ଷ ଟଙ୍କା
ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ଅଭିଯୁକ୍ତ ଥିବା ଗୋବିନ୍ଦ ସାହୁ ରବିବାର ରାତିରେ ଟିଟିଲାଗଡ଼ ପୋଲିସ ବାରାକରୁ ଫେରାର ହୋଇଯାଇଥିଲେ। ତାଙ୍କ ବିଷୟରେ ସୂଚନା ଦେଲେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଦିଆଯିବ ବୋଲି...
ସ୍କୁଲ ଅଧ୍ୟକ୍ଷା ନିଖୋଜ: ସନ୍ଦେହରେ ମନ୍ତ୍ରୀ
ବଲାଙ୍ଗୀର ଅଫିସ/ଟିଟିଲାଗଡ ୧୯। ୧୦ (ଡି.ଏନ.ଏ.): କଳାହାଣ୍ଡି ଜିଲା କେଗଁା ଥାନା ଅନ୍ତର୍ଗତ ମହାଲିଙ୍ଗର ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ୧୧ ଦିନ ବିତିଯାଇଥିଲେ ବି ତାଙ୍କର ପତ୍ତା ମିଳିନାହିଁ। ଏଭଳି ସ୍ଥଳେ ନିଖୋଜ...
ଗୃହରକ୍ଷୀଙ୍କ ବର୍ଦ୍ଧିତ ଦରମା ଲାଗୁ ଦାବି
ବଲାଙ୍ଗୀର ଅଫିସ,୧୮ା୧୦: ଜିଲା କେଶରୀୟା ହିନ୍ଦୁ ବାହିନୀ ପକ୍ଷରୁ ରାଜ୍ୟ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ହୋଇଥିବା ଗୃହରକ୍ଷୀମାନଙ୍କ ବର୍ଦ୍ଧିତ ଦରମା (ଦୈନିକ ଭତ୍ତା ୫୩୩/ ଟଙ୍କା) ତୁରନ୍ତ ଲାଗୁ ନେଇ ଦାବି ହୋଇଛି ।...
ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଅନିୟମିତତା: ଜିଲା ଯୋଗାଣ ଅଫିସ ଘେରାଉ
ବଲାଙ୍ଗୀର ଅଫିସ,୧୮ା୧୦: ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଦୁର୍ନୀତି ପ୍ରତିବାଦରେ ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ସୋମବାର ଜିଲା ଯୋଗାଣ ଅଧିକାରୀଙ୍କ ଅଫିସ ଘେରାଉ ହୋଇଛି। ପିଡିଏସ ଚାଉଳ ବଣ୍ଟନରେ ଅନିୟମିତତା,ବଲାଙ୍ଗୀର ସହର ୨୧ଟି ଓ୍ବାର୍ଡରେ ରହୁଥିବା ଗରିବ...
Archives


