ବଲାଙ୍ଗୀର

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବୃଦ୍ଧା ହେଲେ ତୁଲସୀନଗର ପଡ଼ାର ତିଲୋତ୍ତମା ସେଠ (୬୫)।…

କାର୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ସରକାରୀ ଶିକ୍ଷକ

ଟିଟିଲାଗଡ଼,୨୬।୬: ୨୬ ନମ୍ବର ଜାତୀୟ ରାଜପଥ ବରଗାଁ ଛକରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଛନ୍ତି ୨ଜଣ ସରକାରୀ ଶିକ୍ଷକ। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମିଳିଥିବା ସୂଚନା ମୁତାବକ, ଏକ କାର୍‌ରେ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ ଦୋକାନ ଜଳି ଯାଇଥିବା ବେଳେ ତିନୋଟି ଦୋକାନ ସମ୍ପୂର୍ଣ ଭାବେ ପାଉଁଶ ହୋଇଯାଇଛି…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର ନୂଆ ଧାରା ସୃଷ୍ଟିକରିଛି। ଦାଦନ ପ୍ରବଣ ଖପ୍ରାଖୋଲ ବ୍ଲକ୍‌ ଅନ୍ତର୍ଗତ ପୋଢ଼ମୁଣ୍ଡ ଗଁାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ମିଳିଥିବା ସୂଚନା ଅନୁଯାୟୀ,…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର ପ୍ରାୟ ସାତ ହଜାରରୁ ଅଧିକ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିଥିଲେ ଏବଂ ବର୍ତ୍ତମାନ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। ବଲାଙ୍ଗୀର ଜିଲା ପ୍ରଶାସନ ଏବଂ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି ଯାଇଥିଲେ ମଧ୍ୟ କାମ ସନ୍ତୋଷଜନକ ହୋଇ ପାରିନାହିଁ। ବର୍ଷା ହେଲେ କଟାରେ ପାଣି…

ଡିଜେ ଗାଡିର ସାଉଣ୍ଡରେ ମହିଳା ମୃତ: ଶବ ରଖି ରାସ୍ତା ଅବରୋଧ କଲେ ପରିବାର ଲୋକେ

ପାଟଣାଗଡ଼ ୨୦।୬ (ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଏନଏସି ବ୍ରାହ୍ମପୁରା ସ୍ଥିତ ସଅଁରା ପଡ଼ାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଡିଜେଗାଡି ସାଉଣ୍ଡରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର ଜିଲା ସରପଞ୍ଚ ମହାସଂଘ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ୪ ଦଫା ଦାବିପତ୍ର…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା କରାଯାଇଛି। ଏହି ଘୋଷଣା କାର୍ଯ୍ୟକ୍ରମରେ ଜିଲା ଭାଜପା ସଭାପତି ଶ୍ରୀବତ୍ସ ବେହେରା, ବଲାଙ୍ଗୀର…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି । ଶିଶୁଙ୍କ ମୃତ୍ୟୁ ହେବା ପରେ କିଛି ସମୟ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?