ବଲାଙ୍ଗୀର

ମ୍ୟୁନିସିପାଲଟି ମହିଳା କର୍ମଚାରୀଙ୍କୁ ହତ୍ୟା କରି ଫିଙ୍ଗିଦେଲ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ମ୍ୟୁନିସିପାଲଟି ମହିଳା କର୍ମଚାରୀ ଅଷ୍ଟମୀ ବକୁଳ(୩୦)ଙ୍କ ବୀଭତ୍ସ ମୃତଦେହ ରବିବାର ବିଜାଖମନ ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଛି। ଅଷ୍ଟମୀଙ୍କ ଦେହରେ କ୍ଷତଚିହ୍ନ ରହିଥିବାରୁ ତାଙ୍କୁ କେହି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା…

ନୂଆ ଜୀବନ ପାଇଲେ କମଳ

ବଲାଙ୍ଗୀର ଅଫିସ,୨୫।୯:  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଘୁନସର ପଞ୍ଚାୟତ ସାନବାଞ୍ଜିପାଲି ଗ୍ରାମର ପ୍ରଥମ ମାଟ୍ରିକ୍ୟୁଲେଟ୍‌ ଓ ଗ୍ରାଜୁଏଟ୍‌ ମେଧାବୀ ଆଦିବାସୀ ଯୁବକ କମଳ ବରିହା (୩୦)ଙ୍କ ସଫଳ ଅସ୍ତ୍ରୋପଚାର ପରେ ଘରକୁ ଫେରିଛନ୍ତି। ଏହା ପରେ ଏହି ଗରିବ ଆଦିବାସୀ…

ପାଳରେ ଜୀବନ ଆଙ୍କୁଥିବା ମଣିଷ

ଲୋଇସିଂହା,୨୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଡେଲିମାର୍କେଟର ଅବସରପ୍ରାପ୍ତ ଶିକ୍ଷକ ଗୌରୀଶଙ୍କର ବେଜ(୬୫)। ସୁବର୍ଣ୍ଣପୁର ଜିଲା ନାରାୟଣପୁରର ମୂଳ ବାସିନ୍ଦା ଗୌରୀଶଙ୍କର ୨୦୧୪ମସିହାରେ ଅବସର ଗ୍ରହଣ ପରେ ମଧ୍ୟ ସେ ଚଳଚଞ୍ଚଳ ରହିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ଆଙ୍କି ପ୍ରଶାଂସା ସାଉଁଟୁଛନ୍ତି। ଦେବାଦେବୀ,…

ସିଡିପିଓଙ୍କୁ ଘେରିଲେ ମହିଳା

ଲୋଇସିଂହା,୨୪।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର-୧ ଦୀର୍ଘ ମାସ ହେଲା ବନ୍ଦ ରହିଛି। ଉକ୍ତ କେନ୍ଦ୍ର ଖୋଲିବା ଦିଗରେ ପ୍ରଶାସନ ଆନ୍ତରିକତା ଦେଖାଉନାହିଁ। ଫଳରେ କେନ୍ଦ୍ର ଅଧୀନରେ ଥିବା ଶିଶୁଙ୍କ ପ୍ରାକ୍‌ଶିକ୍ଷା ଏବଂ ଗ୍ରାମର ଗର୍ଭବତୀ…

ଭାଙ୍ଗି ପଡ଼ିଲା ପୁରୁଣା ସ୍କୁଲଘର

ଖପ୍ରାଖୋଲ,୨୪ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୁରୁଣା ଘର ଶୁକ୍ରବାର ଭାଙ୍ଗି ପଡିଛି। ବିଦ୍ୟାଳୟ ପରିସରରେ ଏହି ପୁରୁଣା ଶ୍ରେଣୀଗୃହଟି ଅବ୍ୟବହୃତ ଅବସ୍ଥାରେ ଥିଲା। ମଧ୍ୟାହ୍ନରେ ଶ୍ରେଣୀଗୃହରେ ପଢା ଚାଲିଥିବା ବେଳେ ଭାଙ୍ଗି ପଡିବା ଶୁଣି…

ସ୍ମାର୍ଟ କ୍ଲାସରେ ସାଉଣ୍ଡ ଶୁଣିପାରୁନାହାନ୍ତି ଛାତ୍ରୀଛାତ୍ର

ଲାଠୋର,୨୩ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର,ମାଲପଡ଼ା ଏବଂ ବେନ୍ଦେର ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ସ୍ମାର୍ଟ କ୍ଲାସ ରୁମରେ ସାଉଣ୍ଡ ସିଷ୍ଟମର ସୁବିଧା ଏଯାବତ୍‌ କରାଯାଇନାହିଁ। ଫଳରେ ଶିକ୍ଷା ଗ୍ରହଣ କଲା ବେଳେ ନା ନା ସମସ୍ୟାର ସମ୍ମୁଖୀନ ହେବାକୁ…

ବୈମାତୃକ ମନୋଭାବରୁ ରାଜ୍ୟ ଭାଗ ହେବ: ନରସିଂହ

ବଲାଙ୍ଗୀର ଅଫିସ,୨୧ା୯: ପଶ୍ଚିମ ଓଡିଶା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଓ ଅବହେଳା କାରଣରୁ ସ୍ବତନ୍ତ୍ର କୋଶଳ ରାଜ୍ୟ ଦାବି ଜୋରଦାର ହେଉଛି। ବ୍ୟକ୍ତିଗତ ଭାବେ ସ୍ବତନ୍ତ୍ର ରାଜ୍ୟ ଗଠନ ଦାବି ପ୍ରତି ତାଙ୍କ ସମର୍ଥନ ନାହିଁ। ତେବେ ବର୍ତ୍ତମାନ…

ଯୁବକଙ୍କ ଅପହରଣ ନେଇ ଥାନାରେ ଅଭିଯୋଗ

ବଲାଙ୍ଗୀର ଅଫିସ/ ଲାଠୋର, ୧୯ା୯ (ଡି.ଏନ୍‌.ଏ.): ଜଣେ ଯୁବକଙ୍କୁ ଘରୁ ଅପହରଣ କରାଯାଇଥିବା ନେଇ ବଲାଙ୍ଗୀର ଜିଲା ଲାଠୋର ଥାନାରେ ଲିଖିତ ଅଭିଯୋଗ ହେବାପରେ ଜିଲାବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାରେ ଅଭିଯୋଗକାରିଣୀ ୩ଜଣଙ୍କ ନଁାରେ ଏବଂ ଜଣେ ଅଜଣା…

ସାପ୍ତାହିକ ହାଟରେ ଲାଗିଲା ମାଓବାଦୀ ପୋଷ୍ଟର

ଲାଠୋର, ୧୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ଘୁନସର ଏବଂ ପୁଟକେଲଚୁଆଁ ମଧ୍ୟସ୍ଥଳରେ ଥିବା ସାପ୍ତାହିକ ହାଟ ପେଣ୍ଡାଲରେ ମାଓବାଦୀମାନେ ୩ଟି ବ୍ୟାନର ଲଗାଇ ଉପସ୍ଥିତି ଜାହିର କରିଛନ୍ତି। ସୋମବାର ସକାଳେ ଏହା ଜଣା ପଡିବା ପରେ ଲାଠୋର ପୋଲିସ…

ପୋଖରୀ ହିଡ଼ ଖୋଳିବା ବେଳେ ଧସିଲା ମାଟି: ଚାଲିଗଲା ୨ ଚାଷୀଙ୍କ ଜୀବନ

ଟିଟିଲାଗଡ଼,୧୮ା୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅଦାବାହାଲ ପଞ୍ଚାୟତ ଅଧୀନ ଡୁଙ୍ଗରିଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ପାଣି ମଡାଇବା ପାଇଁ ପୋଖରୀ ହିଡ଼ ଖୋଳିବା ବେଳେ ମାଟି ଧସିବାରୁ ତଳେ ଚାପି ହୋଇ ୨…

ମିଛ କହି ଅଡୁଆରେ ପୋଲିସ

ବଲାଙ୍ଗୀର ଅଫିସ, ୧୮।୯: କଣ୍ଟାବାଞ୍ଜି ସହରର ଅନ୍ନପୂର୍ଣ୍ଣା ଲଜ୍‌ରେ ଗୁରୁବାର ପୋଲିସ ଚଢ଼ାଉ କରି ୫୮ ଲକ୍ଷ ଟଙ୍କା ଜବତ ସହ ୭ ଜଣ ରାଜ୍ୟ ବାହାର ବ୍ୟକ୍ତିଙ୍କୁ ଗିରଫ କରିବା ଘଟଣା ବଲାଙ୍ଗୀର ପୋଲିସକୁ ପ୍ରଶଂସା ଆଣିଦେବା ପରିବର୍ତ୍ତେ ଅଡୁଆରେ…

ସିଏସ୍‌ଓଙ୍କ ଗିରଫ ଦାବିରେ ତେଜିଲା ଆନ୍ଦୋଳନ: ପୋଲିସ ସହ ଧସ୍ତାଧସ୍ତି

ବଲାଙ୍ଗୀର ଅଫିସ, ୧୬।୯: ବଲାଙ୍ଗୀର ମ୍ୟୁନିସିପାଲିଟି ଅଫିସରେ କାର୍ଯ୍ୟରତା ଜଣେ ଆଦିବାସୀ ମହିଳା ଏସ୍‌ଇଏସ୍‌ଓଙ୍କୁ ଜିଲା ମୁଖ୍ୟ ସିଏସ୍‌ଓ ଦୁର୍ବ୍ୟବହାର ଓ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri