ଛିଣ୍ଡିଯାଇଛି ଖାଦ୍ୟନଳୀ, ଯନ୍ତ୍ରଣାରେ ଛଟପଟ
ଖପ୍ରାଖୋଲ,୨୩ା୬(ଅଭୟ ତ୍ରିପାଠୀ): ମନରେ ଅସୁମାରୀ ଆଶା, ଆଖିରେ ଆଖିଏ ସ୍ବପ୍ନ। ପୁଅ ବଡ ହେବ, ଭଲ ମଣିଷ ହେବ ଆଉ ଗରିବ ପରିବାରର ଦୁଃଖ ଯିବ। ହେଲେ କିଏ ଜାଣିଥିଲା ସାଇକେଲ ଚଳାଉ ଚଳାଉ ପଡ଼ି ଯିବା ଏତେବଡ ଅଘଟଣାକୁ ଡାକି…
ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ
ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି କୋର୍ଟ…
ନିଜସ୍ବ କୋଠା ନାହିଁ, ଗ୍ରାହକ ହଇରାଣ
ଲାଠୋର, ୧୯ା୬(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସେଣ୍ଟ୍ରାଲ ବ୍ୟାଙ୍କରେ ଗ୍ରାହକଙ୍କୁ ଉପଯୁକ୍ତ ସେବା ଉପଲବ୍ଧ ହେଉନାହିଁ। ଏଥିପାଇଁ ଗ୍ରାହକମାନେ ଦାବି କରି ଆସୁଥିଲେ ମଧ୍ୟ ବ୍ୟାଙ୍କ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି l ଲାଠୋର ଗ୍ରାମରେ…
ରେଳଧାରଣା କଡ଼ରେ ପଡ଼ିଛି ମୃତଦେହ
ବଲାଙ୍ଗୀର,୧୮ା୬(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ବ୍ରିଜ୍ ରେଳ ଧାରଣା କଡ଼ରେ ରବିବାର ଜଣେ ଅପରିଚିତ ବ୍ୟକ୍ତିଙ୍କ ମୃତଦେହକୁ ରେଳବାଇ ପୋଲିସ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ପଠାଇଛି। ଯୁବକଙ୍କ ମୃତ୍ୟୁର…
୭୬ ବର୍ଷ ହେଲା ଭଡ଼ାଘରେ ଚାଲିଛି ଉପଡାକଘର
ଲାଠୋର,୧୭ା୬(ଭୁବନେଶ୍ବର ବାରିକ) ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ରୋଡ଼ରେ ରହିଥିବା ଉପଡାକଘର ୭୬ବର୍ଷ ହେଲା ଭଡ଼ା ଘରେ ଚାଲିଛି। ଏଥିପ୍ରତି ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷଙ୍କ ଦୃଷ୍ଟି ପଡୁନାହିଁ। ଫଳରେ ଆଜି ଏଠି ତ କାଲି ପୁଣି ଅନ୍ୟ କେଉଁଠି ଡାକଘର…
ସଫଳ ହେଉନି ଅସ୍ତ୍ରୋପଚାର, ବଢୁଛି ଚିନ୍ତା
ଲୋଇସିଂହା,୧୬।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡା ଗ୍ରାମର ଦୀନବନ୍ଧୁ ଥନାପତି (୫୫)। ଦୂରାରୋଗ୍ୟରେ ପୀଡିତ ହୋଇ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଅୟୁର୍ବିଜ୍ଞାନ ପ୍ରତିଷ୍ଠାନ(ଏମ୍ସ)ରେ ଚିକିତ୍ସିତ ହେଉଛନ୍ତି। ପ୍ରଥମ ଦୁଇଦଫା ଅସ୍ତ୍ରୋପଚାର ସଫଳ ହେଲାନାହିଁ। ଏବେ ତୃତୀୟ ଥର…
କାର୍କୁ ଧକ୍କାଦେଲା ଆମ୍ବୁଲାନ୍ସ, ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ-ଝିଅ ଗୁରୁତର
ପାଟଣାଗଡ଼,୧୬ା୬(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ମୟାବର୍ହା ଛକ ନିକଟରେ ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଏକ କାର୍କୁ ପଛପଟରୁ ଦ୍ରୁତଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଧକ୍କା ଦେଇଥିଲା। ଫଳରେ କାର୍…
ରାସ୍ତାରେ ପାର୍କିଂରୁ ବଢୁଛି ଦୁର୍ଘଟଣା
ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ବଲାଙ୍ଗୀର ସହର ଉପକଣ୍ଠ ବୀରମୁଣ୍ଡା ଛକ ନିକଟରେ ମଙ୍ଗଳବାର ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣା ପରେ ପୁଣି ଥରେ ବଲାଙ୍ଗୀର ବାଇପାସ୍ ନିର୍ମାଣ…
ଏ ପାନ୍ବାଲା ବାବୁ…କଣ୍ଠଶିଳ୍ପୀଙ୍କ ପରଲୋକ
ବଲାଙ୍ଗୀର,୧୬ା୬(ବୀରେନ୍ଦ୍ର ଝାଙ୍କର): ନବେ ଦଶକରେ ପ୍ରସିଦ୍ଧି ଲାଭ କରିଥିବା ଲୋକପ୍ରିୟ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍ବାଲା ବାବୁର ଗାୟକ ତଥା ଲେଖକ, ସଙ୍ଗୀତଜ୍ଞ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଅନିଲ ହରିପାଲ(୫୮)ଙ୍କ ଗୁରୁବାର ପରଲୋକ ଘଟିଛି। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବୁଧବାର…
ରାତି ପାହିଲେ ପାଣି ଚିନ୍ତା
ଖପ୍ରାଖୋଲ,୧୪ା୬(ଅଭୟ ତ୍ରିପାଠୀ): ପ୍ରବଳ ଗରମ ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଜଳାଶୟ ପାଣି କମିବାରେ ଲାଗିଛି। ଗଭୀର ନାଳକୂଅ ହେଉ କି ନଳକୂଅରୁ ବାହାରୁନି ଆବଶ୍ୟକ ପାଣି। ଏଥିଯୋଗୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ଗୁଣ୍ଡୁରୁପାଲି ଗାଁର ୮ଶହରୁ ଊର୍ଦ୍ଧ୍ୱ…
କାମ କରି ମିଳିନି ମଜୁରି
କଣ୍ଟାବାଞ୍ଜି, ୧୪ା୬(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କମେଇମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରହେନଭଟା ଗାଁର ଗଭରାମୁଣ୍ଡା ବନ୍ଧର ମାଟି ଉନ୍ନତୀକରଣ ଏମ୍ଜିଏନଆରଜିଏସ ଯୋଜନାରେ କରାଯାଇଛି। ୨୦୨୨ ଡିସେମ୍ବର ମାସରେ କାମ ଆରମ୍ଭ କରାଯାଇଥିଲା। କାମସ୍ଥାନରେ କୌଣସି ସୂଚନା ଫଳକ ଲଗାଯାଇନାହିଁ।…
ଇନ୍ଡୋର ଷ୍ଟାଡିୟମର ଉଦ୍ଘାଟନ କଲେ ଧର୍ମେନ୍ଦ୍ର
ବଲାଙ୍ଗୀର ଅଫିସ,୧୧ା୬: ଗେଲ୍ ଇଣ୍ଡିଆ ଲିମିଟେଡ୍ ସିଏସ୍ଆର ଅନୁଦାନରେ ନିର୍ମିତ ବଲାଙ୍ଗୀର ପୃଥୀରାଜ ହାଇସ୍କୁଲ ଇନ୍ଡୋର ଷ୍ଟାଡିୟମକୁ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ଘାଟନ କରିଛନ୍ତି। ରବିବାର ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ଉଦ୍ଘାଟନୀ…

