ବଲାଙ୍ଗୀର

ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ ଉଠିଲା

ମୁରିବାହାଲ, ୨୩ା୫(ଡି.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ପଞ୍ଚାୟତ ସମିତିର ତ୍ରୈମାସିକ ବୈଠକ ସୋମବାର ବ୍ଲକ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ପ୍ରାରମ୍ଭରେ ଗ୍ରାମ ପଞ୍ଚାୟତ ଅଧିକାରୀ ଏନ.ଯେ.ଥିଓଫିଲ ପୃର୍ବ ବିବରଣୀ…

ଉଦ୍‌ଘାଟନ ହୋଇଛି, କାମରେ ଲାଗୁନି

କଣ୍ଟାବାଞ୍ଜି, ୨୨ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏନଏସିରେ ସର୍ବସାଧାରଣଙ୍କ ପାଇଁ ନିର୍ମିତ ଶୌଚାଳୟ ୨୦୨୧ନଭେମ୍ବର ୧୮ତାରିଖରେ ଉଦ୍‌ଘାଟିତ ହୋଇଥିଲା। ୧୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଶୌଚାଳୟ ଉଦ୍‌ଘାଟନୀର ଦେଢବର୍ଷ ପରେ ମଧ୍ୟ କାର୍ଯ୍ୟକ୍ଷମ ନ ହେବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ…

କାମରେ ଆସୁନି ବସୁଧା ଯୋଜନା

ଲାଞ୍ଜିଗଡ଼,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ଅନ୍ତର୍ଗତ କୁମଖାଲ ଗ୍ରାମପଞ୍ଚାୟତ ଅଧୀନ ପୁନିଗୁଡ଼ା ଗ୍ରାମରେ କାମରେ ଆସୁନି ବସୁଧା ଯୋଜନା। ବୋରୱେଲ ଖୋଳା ହୋଇ ୨ବର୍ଷ ପରେ ବି ଓଭରହେଡ଼ ପାଣିଟାଙ୍କି ନିର୍ମାଣ ହୋଇନି। ରାଜ୍ୟ ସରକାର କୋଟି କୋଟି ଟଙ୍କା…

ବିପର୍ଯ୍ୟସ୍ତ ଆମ୍ବୁଲାନ୍ସ ସେବା, ରୋଗୀ ହଟହଟା

ଲୋଇସିଂହା,୨୧।୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ଅଚଳ ହୋଇ ପଡିରହିଛି। ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଟଣା ଉପଖଣ୍ଡର ଏକ ପୁରୁଣା ଆମ୍ବୁଲାନ୍ସ (ଓଡି୦୩ଏନ୭୪୧୩)କୁ ଏଠାରେ ଯୋଗାଇ ଦିଆଯାଇଛି। ଉକ୍ତ…

ବୋଲେରୋ ଧକ୍କାରେ ୩ ବାଇକ୍‌ ଆରୋହୀ ମୃତ

ଲୋଇସିଂହା,୧୯।୫: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଲୋଇସିଂହା-ପଦ୍ମପୁର ରାସ୍ତାର କରକଚିଆ ଛକ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ବୋଲେରୋ (ଓଡ଼ି୦୩ଜେ୮୯୫୮) ଧକ୍କାରେ ୩ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସଦାଇପାଲି ଗ୍ରାମର ତୁଳସୀ ରାମ ପଟେଲ, କୁସଙ୍ଗ ଗ୍ରାମର ସୁରଞ୍ଜନ…

ବରକୁ ଉଠାଇ ଆଣିଲା ପୋଲିସ

ବଲାଙ୍ଗୀର ଅଫିସ, ୧୯ା୫: ବଲାଙ୍ଗୀର ସହର ଶ୍ରୀରାମ ନଗରଠାରେ ଗୁରୁବାର ମୁସଲମାନ ସମ୍ପ୍ରଦାୟର ଏକ ବିବାହ (ନିକାହ) ଉତ୍ସବରେ ଯୌତୁକ ଦାବିକୁ ନେଇ ଗୁରୁବାର ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିବାହ ସରିବା ପରେ ବରପାତ୍ର ମୋଟର ସାଇକେଲ ଦାବି କରିବାରୁ…

ବେଆଇନ ଚାଉଳ ଗଚ୍ଛିତ ଅଭିଯୋଗ, ଗୋଦାମଘର ଚଢ଼ାଉ ପରେ ସିଲ୍‌

ବଲାଙ୍ଗୀର ଅଫିସ,୧୮।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଝିରୁ ଗୁଡିଘାଟ ଯାଉଥିବା ରାସ୍ତାର କଦଳୀପଡା ଛକ ନିକଟରେ ଥିବା ମୋହିତ ଟ୍ରେଡିଂ ନାମକ ଗୋଦାମରେ ଖାଉଟି ବିଭାଗ ଚଢାଉ କରିଛି । ତୁରେକେଲା ଏବଂ ମୁରିବାହାଲ ଖାଉଟି ଅଧିକାରୀ ମିଳିତ ଭାବେ ଚଢାଉ କରିଥିବା…

ଯୁବକଙ୍କୁ ଖଣ୍ଡଖଣ୍ଡ କାଟି ପଲିଥିନରେ କରିଥିଲେ ପ୍ୟାକିଂ

ବଲାଙ୍ଗୀର ଅଫିସ, ୧୭ା୫: ବଲାଙ୍ଗୀର ସହର ସାଲେପାଲିସ୍ଥିତ ଏକ ତାଲାବନ୍ଦ ଭଡାଘରୁ ପଲିଥିନ ପ୍ୟାକିଂ ହୋଇଥିବା ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ଗଳିତ ମୃତଦେହକୁ ବୁଧବାର ଟାଉନ୍‌ ପୋଲିସ ଜବତ କରିଛି। ମୃତକ ରିଙ୍କୁ ମେହେର(୨୭) ବୋଲି ଚିହ୍ନଟ କରାଯାଇଛି। ଏହା…

ବିନା କମିଟି ରିପୋର୍ଟରେ ପ୍ରସ୍ତୁତ ହୋଇଥିଲା ଆଜାଦୀ କା ଅମୃତ ମହୋତ୍ସବ ପୋଷ୍ଟର

ବଲାଙ୍ଗୀର ଅଫିସ, ୧୭।୫: ଆଜାଦୀ କା ଅମୃତ ମହୋତ୍ସବ ପାଳନ ସକାଶେ ପ୍ରସ୍ତୁତ କରାଯାଇଥିବା ପୋଷ୍ଟରର ଡିଜାଇନ ପାଇଁ କୌଣସି କମିଟି ଗଠନ କରାଯାଇ ନ ଥିଲା। ଏଭଳିକି କୌଣସି କମିଟିର ରିପୋର୍ଟ ପ୍ରସ୍ତୁତ କରାଯାଇ ନ ଥିଲା ବୋଲି ଭାରତ…

ଅର୍କେଶଙ୍କ ବିରୋଧରେ ସ୍ତ୍ରୀ ନିର୍ଯାତନା ଅଭିଯୋଗ

ବଲାଙ୍ଗୀର ଅଫିସ, ୧୬ା୫: ବଲାଙ୍ଗୀର ରାଜ ପରିବାର ସଦସ୍ୟ ତଥା ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭି.ପି. ସିଂଙ୍କ ନାତୁଣୀ ଆଦ୍ରିଜା ମଞ୍ଜରୀ ସିଂଦେଓ ଗୁରୁତର ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏ…

ରୋଗଗ୍ରସ୍ତ ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଆଖିବୁଜିଦେଲେ ସ୍ବାମୀ 

କଣ୍ଟାବାଞ୍ଜି,୧୫।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଦାବିରି ଗାଁର ଉଭୟେ ସ୍ତ୍ରୀସ୍ବାମୀଙ୍କ ଗୋଟିଏ ଦିନରେ ଆତ୍ମହତ୍ୟା ଘଟଣା ପୂରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ସୂଚନାନୁସାରେ, ଉକ୍ତ ଗାଁର ଗୋଧନ ମଲ୍ଲିକ (୪୫) ଓ ତାଙ୍କ ସ୍ତ୍ରୀ ଚନ୍ଦ୍ରକଳା ମଲ୍ଲିକ (୪୦) ଉଭୟେ…

ସ୍ତ୍ରୀଙ୍କ ମୃତ୍ୟୁ ପରେ ଜୀବନ ହାରିଦେଲେ ସ୍ବାମୀ

ବଲାଙ୍ଗୀର ଅଫିସ,୧୫ା୫: ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ବାମୀ ଜୀବନ ହାରିଦେବା ପରି ଘଟଣା ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସ୍ତ୍ରୀ ଚନ୍ଦ୍ରକଳାଙ୍କ ମୃତ୍ୟୁ ପରେ ନିଜ ଚାଷଜମିରେ ଥିବା ଏକ ଗଛରେ ଗାମୁଛା ସାହାଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?