ବଲାଙ୍ଗୀର

୭ ମାସର ଗର୍ଭବତୀଙ୍କୁ ମାରିଦେଲେ

ବଲାଙ୍ଗୀର ଅଫିସ,୪ା୪: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତଲିଉଡାର ଗ୍ରାମରେ ଜଣେ ୭ ମାସର ଗର୍ଭବତୀ ମହିଳାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ବାମୀ ଓ ଶାଶୁଙ୍କ ବିରୋଧରେ ମୃତା ମହିଳାଙ୍କ ପରିବାର ଲୋକେ ସଦର…

୩୫ ହଜାର ଟଙ୍କା ପାଇଁ ଧରା ପଡ଼ିଲେ

ଲୋଇସିଂହା,୧।୪(ଡି. ଏନ. ଏ ): ୩୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବଲାଙ୍ଗୀର ଜିଲା ଆଗଲପୁର ତହସିଲ ମୁଖ୍ୟ କିରାଣୀ କିଶୋରୀ ଖରସେଲ। ଜୈନେକ ବ୍ୟକ୍ତିଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ସନ୍ଧ୍ୟାରେ…

ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ ମେହେରଙ୍କ ସ୍ତ୍ରୀ ଓ ବୃଦ୍ଧା ମାଁଙ୍କୁ କେହି ଘରେ ପଶି ନିର୍ମମ ଭାବେ ହତ୍ୟା…

ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୯ା୩(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ବନମାଲସ୍ଥିତ ବାସଭବନ ସମ୍ମୁଖରେ ସ୍ତ୍ରୀଙ୍କ ସହ ବସିଥିବା ବେଳେ ଏକ ବାଇକ୍‌ରେ…

ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୮ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି। ବନମାଲସ୍ଥିତ ବାସଭବନ ସମ୍ମୁଖରେ ସ୍ତ୍ରୀଙ୍କ ସହ ବସିଥିବା ବେଳେ ଏକ ବାଇକ୍‌ରେ…

ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣା

ଲୋଇସିଂହା,୨୭।୩(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡାର ତଳିବନ୍ଧ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଥିରେ ଥିବା ଅନ୍ୟ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ରୋଥ ଗ୍ରାମର…

୧୪,୫୨୫ ଖଣ୍ଡ ଭୋଟରେ ଜିତିଲେ ଲିକା 

ବଲାଙ୍ଗୀର ଅଫିସ, ୨୬।୩- ଶନିବାର ପୌର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି । ବଲାଙ୍ଗୀର ପୌରାଞ୍ଚଳର ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥୀ ଲିକା ସାହୁ ୧୪,୫୨୫ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାପଡିଛି। ବିଜୟୀ ହେବା ପରେ ଲିକା ସାହୁ…

ଜିଲା ପରିଷଦ ଉପାଧ୍ୟକ୍ଷା ହେଲେ ମିଥିଳା

ବଲାଙ୍ଗୀର ଅଫିସ, ୨୫।୩- ଶୁକ୍ରବାର ଅନୁଷ୍ଠିତ ଜିଲା ପରିଷଦ ଉପାଧ୍ୟକ୍ଷା ନିର୍ବାଚନରେ ମୁରିବାହାଲ ୨୭ ନମ୍ବର ଜିଲା ପରିଷଦ ଜୋନର ଜିଲା ପରିଷଦ ପ୍ରାର୍ଥିନୀ ମିଥିଳା ମାଝି ନିର୍ବାଚିତ ହୋଇଥିବା ଜଣାପଡିଛି । ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ଲାଗୁରୀଙ୍କ ପରିଚାଳନା…

ଭୋଟ ଦେଲେ ବିଧାୟକ ନରସିଂହ ମିଶ୍ର

ବଲାଙ୍ଗୀର ଅଫିସ,୨୪।୩: ପୌର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳୁ ଭୋଟର ଲମ୍ବା ଲାଇନ୍‌ରେ ଧାଡ଼ି ବାନ୍ଧି ଛିଡ଼ା ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି କ୍ରମରେ ବଲାଙ୍ଗୀର ପରାଞ୍ଚଳର ଲକ୍ଷ୍ମୀନାରାୟଣପଡ଼ା…

ମନ୍ତ୍ରୀ ଟୁକୁନି ସାହୁ ନିଜ ଓ୍ବାର୍ଡରେ ଦେଲେ ଭୋଟ୍‌

ଟିଟିଲାଗଡ଼,୨୪ା୩(ଡି.ଏନ୍‌.ଏ.): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ୍‌ ଗ୍ରହଣ ସକାଳ ୮ଟାରୁ ଆରମ୍ଭ ହୋଇଛି। ବୁଥ୍‌ ଖୋଲିବା ମାତ୍ରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ନିଜ ଓ୍ବାର୍ଡ ୧୦…

ଧରାପଡ଼ିଲେ ନକଲି ବର

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୨୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଚାଉଳଶୁଖା ଗଁାର ଜଣେ ଝିଅକୁ ବିବାହ କରିବାକୁ ଆସି ଜଣେ ନକଲି ବର ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କ ଠକାମି ଜଣାପଡ଼ିବା ପରେ ବର ସାଜିଥିବା ବିବାହିତ ବ୍ୟକ୍ତି ଜଣକ ବିବାହ ବେଦିରୁ ସିଧା…

ଲୁଟେରାଙ୍କଠୁ ମିଳିଲା ୨୨ ବୋଲେରୋ

ବଲାଙ୍ଗୀର ଅଫିସ,୨୨।୩: ଓଡ଼ିଶା-ଆନ୍ଧ୍ର ପ୍ରଦେଶରେ ସକ୍ରିୟ ବୋଲେରୋ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ପୋଲିସ। ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ନିର୍ଦ୍ଦେଶ କ୍ରମେ ସଦର ଏସ୍‌ଡିପିଓ ତୋଫାନ ବାଗଙ୍କ ତତ୍ତ୍ୱାବଧାନରେ ବଲାଙ୍ଗୀର ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri