ବଲାଙ୍ଗୀର

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ୨ ଗୁରୁତର

ଟିଟିଲାଗଡ଼, ୨୮।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନା ୟୁନିଟ ୩ରେ ଶୁକ୍ରବାର ବିସ୍ଫୋରଣ ହୋଇଛି । ୨ କର୍ମଚାରୀ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର କର୍ମଚାରୀ ହେଲେ ସରୋଜ ପଣ୍ଡା ଓ ଗୌତମ ମହାନନ୍ଦ । ସେମାନଙ୍କୁ ବଡ଼ମାଲ…

ଚେର ଲମ୍ବିଛି, ତଦନ୍ତ ଶିଥିଳ

ବଲାଙ୍ଗୀର ଅଫିସ,୨୪ା୪: ବହୁଚର୍ଚ୍ଚିତ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ପର୍ଦ୍ଦାଫାଶକୁ ଏକମାସ ବିତିଛି। ପୋଲିସ ତନାଘନାରୁ ଆରମ୍ଭ ହୋଇଥିବା ଏହି ମାମଲାର ତଦନ୍ତ ଦାୟିତ୍ୱ ପରେ କ୍ରାଇମ୍‌ବ୍ରାଞ୍ଚ ନେଇଛି। ଲୋକେ ଆଶା କରୁଥିଲେ ଯେ, ଜାଲ୍‌ ସାର୍ଟିଫିକେଟ ମାମଲାର ଚେରକୁ କ୍ରାଇମ୍‌ବ୍ରାଞ୍ଚ ଠାବ…

ଘରେ ପଡ଼ିଛି ବୃଦ୍ଧଙ୍କ ମୃତଦେହ

ବେଲପଡା, ୨୩।୪: (ଡି.ଏନ.ଏ.) ବଲାଙ୍ଗୀର ଜିଲା ବେଲପଡା ବ୍ଳକ ନୁନହାଡ଼ ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି କଲୋନୀ ପଡାର ଜଣେ ବୃଦ୍ଧଙ୍କ ମୃତଦେହ ୩୬ଘଣ୍ଟାରୁ ଉଦ୍ଧର୍‌ବ ସମୟ ହେଲା ତାଙ୍କ ଘରେ ପଡିରହିଛି। ହେଲେ ବୃଦ୍ଧଙ୍କ ପୁଅ ଓ ପରିବାର ଲୋକେ ଦାଦନ…

ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ

ଲୋଇସିଂହା,୨୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଯୋଗୀସର୍ଡ଼ା ଗ୍ରାମର ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହକୁ ପୋଲିସ ଗୁରୁବାର ଜବତ କରିଛି। ମୃତଦେହ ୩ ରୁ ୪ ଦିନର ହେବ ବୋଲି ଜଣାପଡିଛି। ଅଂଶୁଘାତ ମୃତ୍ୟୁ…

ପାୟଲଙ୍କ ରଙ୍ଗତୂଳୀ ସ୍ପର୍ଶରେ ତରଳିଗଲେ ଅନୁ

ବଲାଙ୍ଗୀର ଅଫିସ, ୨୦ା୪: ବଲାଙ୍ଗୀର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବୁଧବାର ସକାଳେ ବଲାଙ୍ଗୀର ବ୍ଲକ ଅନ୍ତର୍ଗତ ପଥରଚେପା ସ୍ଥିତ ପାର୍ବତୀ ଗିରି ବାଳ ନିକେତନ ଶିଶୁ ଯନତ୍…

ବଲାଙ୍ଗୀରରେ ବନ୍ଦ ପାଳନ

ବଲାଙ୍ଗୀର ଅଫିସ,୧୯ା୪: ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟାନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ ଡାକରା ଦିଆଯାଇଛି । ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ…

ପାଣି ପାଇଁ ହଇରାଣ ଅନ୍ତେବାସୀ

ଲାଠୋର, ୧୮ା୪(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ନୂତନ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରହିଥିବା ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ଛାତ୍ରୀଛାତ୍ର ପାଣି…

ଖପ୍ରାଖୋଲରେ ଆଇଆଇଏମ୍‌ଏର ଛାତ୍ରୀ

ଖପ୍ରାଖୋଲ,୧୭ା୪(ଡି.ଏନ.ଏ.): ବର୍ତ୍ତମାନ ସମୟରେ କୃଷି ଉପରେ ପାଣିପାଗ ପରିବର୍ତ୍ତନର ଅନେକ ପ୍ରଭାବ ପଡ଼ୁଥିବା ବେଳେ ଚାଷୀ କିପରି ଏହାର ସାମ୍ନା କରୁଛି ସେ ନେଇ ଆଇଆଇଏମଏର ଗବେଷଣା କରୁଥିବା ତିନି ଜଣ ଛାତ୍ରୀ ଖପ୍ରାଖୋଲରେ କେତେଜଣ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି।…

ବଲାଙ୍ଗୀରରୁ ଫେରିଗଲେ କ୍ରାଇମ୍‌ବ୍ରାଞ୍ଚ ଟିମ

ବଲାଙ୍ଗୀର ଅଫିସ,୧୭ା୪: ବହୁଚର୍ଚ୍ଚିତ ଜାଲ୍‌ ସାର୍ଟିଫିକେଟ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ୧୫ ଦିନର ତଦନ୍ତ ପରେ ବଲାଙ୍ଗୀରରୁ କ୍ୟାମ୍ପ ଉଠାଇ ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ସକାଳେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ଶନିବାର ବିଳମ୍ବିତ ରାତିରେ…

ଡ୍ରେନ୍‌ ନିର୍ମାଣକୁ ବିରୋଧ

ଲୋଇସିଂହା,୧୬।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଜନ ପକ୍ଷରୁ ଲୋଇସିଂହା ବ୍ଲକ ବୁର୍ଡା ଜାତୀୟ ରାଜପଥ ୨୬ରୁ ଆଗଲପୁର ବ୍ଲକ ନଅଗାଁ(ଖ) ଭାୟା ବଡଟିକା ପର୍ଯ୍ୟନ୍ତ ୭.୪୩୦ କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ରାସ୍ତାରେ ସାମିଲ କରାଯାଇଛି। ୮ ସେପ୍ଟେମ୍ବର ୨୦୨୧ରୁ…

ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ

ଟିଟିଲାଗଡ଼,୧୫।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ରେଲୱେ ଷ୍ଟେଶନ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ବହୁ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛି।ଦୁଇ ଘଣ୍ଟା ବିତିଯାଇଥିଲେ…

କାମ ହେବ କି ନାହିଁ ଲୋକେ ନିଷ୍ପତ୍ତି ନେବେ: ନରସିଂହ

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର ସହରର ସର୍ବବୃହତ୍‌ ଜଳାଶୟ ମହାରାଣୀ ସାଗର ସବୁଠୁ ପ୍ରଦୂଷିତ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରିପୋର୍ଟ ଦିଆଯାଇଥିଲା। ଏହି ଜଳାଶୟର ଉନ୍ନତିକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ୨୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଅଣାଯାଇଛି। ଏଥିପାଇଁ ଶିଳାନ୍ୟାସ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?