ଝିଅକୁ ନିର୍ଯାତନା ଦେଇ ମାରିଦେଲେ
ଲୋଇସିଂହା,୧୯।୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା କନ୍ଦାଜୁରୀ ପଞ୍ଚାୟତ ଅଧୀନ ଫଟାମୁଣ୍ଡା ଗାଁରେ ବଧୂ ହତ୍ୟା ହୋଇଥିବା ନେଇ ଲୋଇସିଂହା ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଅଭିଯୋଗ ମୁତାବକ, ସୁବର୍ଣ୍ଣପୁର ଜିଲା…
ମହିଳା ବୋହିଲେ ଦୋଳ ବିମାନ
ବଲାଙ୍ଗୀର ଅଫିସ,୧୮।୩: ବଲାଙ୍ଗୀର ଜିଲା ଯାଦବ ମହାସଭା ପକ୍ଷରୁ ମହାସମାରୋହରେ ଦୋଳ ମହୋତ୍ସବ ପାଳିତ ହୋଇଯାଇଛି। ୩ ଦିନ ଧରି ଆୟୋଜିତ ଏହି ମହୋତ୍ସବର ଶୁକ୍ରବାର ଦ୍ୱିତୀୟ ଦିନ। ଏହି ଅବସରରେ ସୁସଜ୍ଜିତ ବିମାନରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତିକୁ ସହର ପରିକ୍ରମା…
ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ମନ୍ତ୍ରୀ
ବଲାଙ୍ଗୀର ଅଫିସ,୧୫ା୩: ପୌରାଞ୍ଚଳ ନିର୍ବାଚନ ପାଇଁ ରାଜନୀତି ସରଗରମ ହେଉଛି। ମଙ୍ଗଳବାର ବଲାଙ୍ଗୀର ସହରରେ ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ ବିଜୁ ଜନତା ଦଳର ପୌରାଧ୍ୟକ୍ଷା ପ୍ରାର୍ଥୀ ଲିକା ସାହୁ ଓ କାଉନ୍ସିଲର ପ୍ରାର୍ଥୀ ଶତ୍ରୁଘ୍ନ ବାଗ୍ଙ୍କ ପାଇଁ ୨୧…
ନାମାଙ୍କନ ପ୍ରତ୍ୟାହାର କରିନେଲେ ସ୍ବାଧୀନ ପ୍ରାର୍ଥୀ
ଗୁଡ଼ଭେଲା,୧୪।୩(ଡି.ଏନ୍.ଏ.): ତୁଷୁରା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସୋମବାର ପୌରପରିଷଦ ନିର୍ବାଚନର ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯାଇଥିଲା। ୧୦ ନମ୍ବର ୱାର୍ଡର ସ୍ବାଧୀନ ପ୍ରାର୍ଥୀ ଓମ ପ୍ରକାଶ ରଣା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଥିବା ନିର୍ବାଚନ ଅଧିକାରୀ ତଥା ତୁଷୁରା ତହସିଲଦାର ରବିନ୍ଦ୍ର ପଟେଲ…
ବିଜେଡି ହାତକୁ ଗଲା ବଲାଙ୍ଗୀର ଜିଲା ପରିଷଦ ଅଧ୍ୟକ୍ଷା ପଦ
ବଲାଙ୍ଗୀର ଅଫିସ,୧୩ା୩: ବଲାଙ୍ଗୀର ଜିଲା ପରିଷଦ ଅଧ୍ୟକ୍ଷା ଭାବେ ଆଗଲପୁର ଜୋନ୍ ୧ର ବିଜେଡି ଜିଲା ପରିଷଦ ସଦସ୍ୟା ଦେବକୀ ସାହୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୩୪ ଆସନ ବିଶିଷ୍ଟ ଜିଲା ପରିଷଦରୁ ବିଜେଡି ୨୬ଟି ଆସନରେ ବିଜୟୀ ହୋଇ ଜିଲା…
ଅଧ୍ୟକ୍ଷ ପଦ ହାତେଇଲେ ଯତୀନ୍ଦ୍ର, ଦୁଇ ପ୍ରାର୍ଥୀଙ୍କ କ୍ରସିଂଭୋଟ୍କୁ ନେଇ ଜୋର୍ଦାର ଚର୍ଚ୍ଚା
ଲୋଇସିଂହା,୧୩ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀକୁ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଶନିବାର ଅନ୍ତ ଘଟିଛି। ଏମ୍ପି କଳିକେଶ ନାରାୟଣ ସିଂଦେଓଙ୍କ ସମର୍ଥିତ ପ୍ରାର୍ଥୀ ଝିଲି ସାହୁଙ୍କୁ ୪ ଖଣ୍ଡ ଭୋଟ୍ରେ ହରାଇ ଯତୀନ୍ଦ୍ର ପଟେଲ…
ସରିତା ବାଗ୍ ହେଲେ ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା
ବଲାଙ୍ଗୀର ଅଫିସ,୧୨ା୩: ବଲାଙ୍ଗୀର ସଦର ବ୍ଲକ ଅଧ୍ୟକ୍ଷା ଭାବେ ବଡ଼ିଘାଟ ସମିତି ସଭ୍ୟା ସରିତା ବାଗ୍ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶନିବାର ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପ୍ରକ୍ରିୟାରେ ବାଗ୍ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ଅନ୍ୟ କୌଣସି ପ୍ରାର୍ଥୀ…
କୋର୍ଟରେ ହାଜର ହେଲେ ଅଭିଯୁକ୍ତ ପୁଞ୍ଜିଲାଲ ମେହେର
ବଲାଙ୍ଗୀର ଅଫିସ,୧୨ା୩: ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିବା ଜଣାପଡିଛି। ପୂର୍ବରୁ ବଲାଙ୍ଗୀର ଜିଲା ପାଟଣାଗଡ ଉପକାରାଗାର ଭିତରୁ ଫେରାର ମାରିବା ଉଦ୍ୟମ କରିବା ନେଇ ଅଭିଯୋଗ…
ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା
ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୩ (ଡି.ଏନ.ଏ.): ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ସମୟରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଏବଂ ବଡ଼ବାହାଲ ଗ୍ରାମ ପଞ୍ଚାୟତରେ ୪ ଜଣ ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ ହୋଇଛି। ଏହାସହିତ ସାହାଜବାହାଲ ପଞ୍ଚାୟତରେ ଭୋଟବାକ୍ସକୁ କେତେଜଣ…
ବଡ଼ ଭାଇଙ୍କ ମୁଥମାଡ଼ରେ ଚାଲିଗଲା ଜୀବନ
ବଲାଙ୍ଗୀର ଅଫିସ, ୫।୩: ବଡ଼ ଭାଇଙ୍କ ମୁଥମାଡ଼ରେ ସାନ ଭାଇଙ୍କ ମୃତ୍ୟୁ। ଏଭଳିଏକ ଘଟଣା ଘଟିଛି ବଲାଙ୍ଗୀର ସହର ରବିଦାସ ନଗରରେ । ଭାଇଭାଇ ମଧ୍ୟରେ କଳହ ହୋଇ ବଡ଼ ଭାଇ ସାନ ଭାଇକୁ ହତ୍ୟା କରିଛନ୍ତି। ମୃତକ ହେଲେ ରବିଦାସ…
ବଲାଙ୍ଗୀର ପୌର ନିର୍ବାଚନ: ଅଧ୍ୟକ୍ଷା ପ୍ରାର୍ଥୀଙ୍କ ଉପରେ ନଜର
ବଲାଙ୍ଗୀର ଅଫିସ,୫ା୩: ବଲାଙ୍ଗୀର ପୌର ନିର୍ବାଚନ ପାଇଁ ଉତ୍ସାହ ଧୀରେ ଧୀରେ ବଢ଼ିବାରେ ଲାଗିଛି। ନାମାଙ୍କନ ପତ୍ର ଦାଖଲ ସମୟ ପାଖେଇ ଆସୁଥିବା ବେଳେ ତିନି ପ୍ରମୁଖ ଦଳର ଅଧ୍ୟକ୍ଷା ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର କେନ୍ଦ୍ରୀଭୂତ ହୋଇଛି। ସଦ୍ୟ ସମାପ୍ତ…
ପରାଜୟ ପରେ ବୁଲିବୁଲି ଟଙ୍କା ମାଗୁଛନ୍ତି
ଦେଓଗାଁ,୪ା୩(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତର ଜଣେ ପରାଜିତ ସରପଞ୍ଚ ପ୍ରାର୍ଥୀଙ୍କ ସ୍ବାମୀ ଲୋକଙ୍କୁ ଦେଇଥିବା ଟଙ୍କା ମାଗିବାର ଭିଡିଓ ଭାଇରାଲ ହୋଇଛି। ସ୍ତ୍ରୀ ପରାଜିତ ହେବା ପରେ ସ୍ବାମୀ କିଛି ସମର୍ଥକଙ୍କୁ ଧରି ପଞ୍ଚାୟତ ଅଧୀନ ନୁଆପାଲି…
Archives


