ବଲାଙ୍ଗୀର

କଲଭର୍ଟରେ ଆଶ୍ରିତ ବୃଦ୍ଧ ଦମ୍ପତି ଗଲେ ବୃଦ୍ଧାଶ୍ରମ

ଲୋଇସିଂହା,୧୩।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା ପଞ୍ଚାୟତର ଏକ ବୃଦ୍ଧ ଦମ୍ପତି ଗତ ଦୁଇସପ୍ତାହ ହେଲା ପିଡବ୍ଲ୍ୟୁଡି ରାସ୍ତାର କଲଭର୍ଟରେ ଆଶ୍ରୟ ନେଇଥିଲେ। ସେମାନେ ହେଲେ ବିରକେଲ ଗ୍ରାମର ହଜାରୁ କାଲସାଏ(୭୦) ଓ ତାଙ୍କ ସ୍ତ୍ରୀ ଝିରିଲି ସାହୁ(୬୫)। ମଙ୍ଗଳବାର…

ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ,୧୧ା୪(ଡି.ଏନ୍‌.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍‌ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର ପ୍ରଚାରିତ…

ଡାକ୍ତର ଜଣେ ସୈନିକ: ରାଜ୍ୟପାଳ

ବଲାଙ୍ଗୀର ଅଫିସ, ୧୧ା୪: ଯେତେବେଳେ ଶରୀର କଥା ଉଠେ ସେତେବେଳେ ଡାକ୍ତର ଜଣେ ସୈନିକ। ଯେତେବେଳେ ମନ କଥା ଉଠେ ସେତେବେଳେ ଡାକ୍ତର ଜଣେ ମନୋବିଜ୍ଞାନୀ। ଆଉ ଯେତେବେଳେ ଆମତ୍ା କଥା ଉଠେ ଡାକ୍ତର ସେତେବେଳେ ଜଣେ ପୂଜକ ବୋଲି ଓଡ଼ିିଶା…

୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ସମ୍ପୃକ୍ତି

ବଲାଙ୍ଗୀର ଅଫିସ, ୧୦ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର କ୍ରାଇମ୍‌ବ୍ରାଞ୍ଚସ୍ତରୀୟ ତଦନ୍ତ ନବମ ଦିନରେ ପହଞ୍ଚିଛି। ଏହି ମାମଲାର ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତିନିଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାତରେ ଲାଗିଥିବା କହିଥିଲା। ଶନିବାର…

ଖଇର କାଠ ବୋଝେଇ ଟ୍ରକ୍‌ ଜବତ, ୨ଗିରଫ

ଲୋଇସିଂହା,୯।୧୦ (ଡି. ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଫରେଷ୍ଟ ରେଞ୍ଜ ଆଗଲପୁର ବ୍ଲକ ମହାକୁରପାଲି ଗାଁରେ ରବିବାର ବନ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ଏକ ୧୨ ଚକିଆ ଟ୍ରକ୍‌ (ସିଜି ୧୫ଏସି ୧୦୩୧)ରେ ବିପୁଳ ପରିମାଣ ଖଇର କାଠ ଛତିଶଗଡ଼…

ଜେରା ବେଳେ ଅସୁସ୍ଥ ହେଲେ ଆଲୋକ

ବଲାଙ୍ଗୀର ଅଫିସ, ୮।୪: ବଲାଙ୍ଗୀର ଜାଲ୍‌ ସାର୍ଟିଫିକେଟ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ରଙ୍କ ମୁଖ୍ୟ ସହଯୋଗୀ ଆଲୋକ ଉଦ୍‌ଗାତା ଶନିବାର ଅସୁସ୍ଥ ହୋଇଛନ୍ତି। ଜେରା ବେଳେ ଆଲୋକ ଅଚେତ ହୋଇ ପଡ଼ିଥିବା ଜଣାପଡିଛି। ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ବଲାଙ୍ଗୀର…

ନିର୍ମାଣ ସରୁନି, ବାରଣ୍ଡାରେ ଶିଶୁଙ୍କ ପ୍ରିକ୍ଲାସ

ଦେଓଗାଁ, ୭ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଅଙ୍ଗନୱାଡି ‘କ’ କେନ୍ଦ୍ର ନାନା ଅବ୍ୟବସ୍ଥାରେ ଚାଲିଛି। କେନ୍ଦ୍ରର ନିଜସ୍ବ କୋଠାନାହିଁ। ଫଳରେ ପିଲାଙ୍କ ପ୍ରିକ୍ଲାସ ଅଙ୍ଗନଓ୍ବାଡି କର୍ମୀଙ୍କ ବାରଣ୍ଡାରେ ଚାଲିଛି। ପ୍ରଶାସନିକ ଅବହେଳା ଯୋଗୁଁ ଆଜକୁ ୫ବର୍ଷ ହେଲା…

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର ମନୋହରପୁର…

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ମଟିଆଭଟା…

ଦେଢ଼ମାସ ବିତିଲା, ମୃତ୍ୟୁ ରହସ୍ୟ ଖୋଲୁନି

ମୁରିବାହାଲ,୫ା୪(ଡ଼.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ଥାନା ଡୁଡୁକାପଡା ଗ୍ରାମରେ ଗ୍ରାମ୍ୟ ପରିମଳ ବିଭାଗ ପାଣ୍ଠିରେ ଗଭୀର କୂଅ ଖନନ କାର୍ଯ୍ୟରେ ନିୟୋଜିତ ଜେସିବି ଡ୍ରାଇଭର ସିନ୍ଧେକେଲା ଥାନା ପାଣ୍ଡ୍ରିପାଏନ ହଁସପଡାର ପଦ୍ମନ ହସ (୨୪) ଙ୍କ କାର୍ଯ୍ୟସ୍ଥଳରେ ଗତ ଫେବୃଆରୀ ୧୬…

୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/କଟକ ଅଫିସ୍‌, ୫।୪: କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ମଙ୍ଗଳବାର ତଦନ୍ତର ଚତୁର୍ଥ ଦିନରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ପ୍ରମୁଖ ସହଯୋଗୀ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସମେତ ଅନ୍ୟ ଦୁଇ ଅଭିଯୁକ୍ତ ତ୍ରିବିହାରୀ ପଣ୍ଡା ଏବଂ ପରେଶ…

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ ଏବଂ ଅଣଛାତ୍ର ଜାଲ୍‌ ସାର୍ଟିଫିକେଟ କିଣି ସରକାରୀ ଚାକିରି ହାତେଇଛନ୍ତି। ବାରମ୍ବାର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?