ବଲାଙ୍ଗୀର

ମମିତା ମେହେର ହତ୍ୟାକାଣ୍ଡ ମାମଲା: କୋର୍ଟରେ ହାଜର ହେଲେ ଗୋବିନ୍ଦ-ରାଧେ

ବଲାଙ୍ଗୀର ଅଫିସ,୨୨ା୬: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେ ଶ୍ୟାମ ଚଣ୍ଡୀ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏ.ଡି.ଜେ କୋର୍ଟରେ ହାଜର ହୋଇଛନ୍ତି। ବଲାଙ୍ଗୀର ସ୍ବତନ୍ତ୍ର ପୋଲିସ ଫୋର୍ସ…

ଦୋଷ ନ ଥାଇ ଜେଲଦଣ୍ଡ

ବଲାଙ୍ଗୀର ଅଫିସ,୨୦ା୬: ଭାଷା ବୁଝି ନ ପାରି ରାଜ୍ୟ ବାହାରର ଜଣେ ମାନସିକ ରୋଗୀଙ୍କୁ ବଲାଙ୍ଗୀର ପୋଲିସ ଏଟିଏମ୍‌ ଲୁଟେରା ଭାବେ ଅଭିଯୁକ୍ତ କରି ମାମଲା ରୁଜୁ କରିବାରୁ ସମ୍ପୃକ୍ତ ଯୁବକଙ୍କୁ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିଛି। ଅନ୍ୟପକ୍ଷେ ପୁଅର…

ଟ୍ରେନ୍‌ରେ ନିଆଁ, ଯାତ୍ରୀ ଆତଙ୍କିତ

ଲୋଇସିଂହା,୧୭ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ରେଳ ଫାଟକ ନିକଟରେ ଶୁକ୍ରବାର ସକାଳେ ପୁରୀ -ଆଜମିର ଟ୍ରେନରେ ନିଆଁ ଲାଗି ଯାଇଥିଲା। ବ୍ରେକ୍‌ ଜାମ୍‌ ହେବାରୁ ଟ୍ରେନ୍‌ ଧୂଆଁମୟ ହୋଇଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ପଡ଼ିଥିଲେ। ଏହା ଜାଣି ଡ୍ରାଇଭର…

ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଦମ୍ପତି

ଟିଟିଲାଗଡ଼,୧୩ା୬(ଡି.ଏନ୍‌.ଏ.): ଟିଟିଲାଗଡ଼ ଷ୍ଟେଶନ ପରିସରରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ଦମ୍ପତିଙ୍କଠାରୁ ଆରପିଏଫ ୧୧.୦୭କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ମଧ୍ୟପ୍ରଦେଶ ଛିନ୍ଦବାଡା ଅଞ୍ଚଳର ଜୟରାମ ନାହାରେ ଓ ଅମ୍ବିକା ସାହୁଙ୍କୁ ଗିରଫ କରାଯାଇଛି। ଜବତ ଗଞ୍ଜେଇ ଜିଆରପିକୁ ହସ୍ତାନ୍ତର…

ପୁଣି ମାତିଲେ କଳା ପଲ୍‌ସର ଲୁଟେରା, ଝାମ୍ପି ନେଲେ ୯୦ ହଜାର

ଟିଟିଲାଗଡ, ୧୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଲୁଟେରା ଗ୍ୟାଙ୍ଗ ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏହିପରି ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ସୋମବାର ଘଟଣାର ପୁଣି ପୁନରାବୃତ୍ତି…

ଗୋଟିଏ ପୋଷ୍ଟରରେ ନବୀନ-ନରସିଂହ

ବଲାଙ୍ଗୀର ଅଫିସ୍‌,୯ା୬: ବଲାଙ୍ଗୀର ସହର ପାଟଣା ହୋଟେଲ ଛକ ଏବଂ ମ୍ୟୁନିସିପାଲିଟି ଷ୍ଟଲ୍‌ ଉପର ବିଜ୍ଞାପନ ବୋର୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଧାୟକ ନରସିଂହ ମିଶ୍ରଙ୍କ ଫଟୋ ଥିବା ଦୁଇଟି ବଡ଼ ପୋଷ୍ଟର ଲାଗିଛି। ଉକ୍ତ ପୋଷ୍ଟରରେ ବଲାଙ୍ଗୀରରେ ନିର୍ମାଣାଧୀନ…

ଜଳୁଛି ଟିଟିଲାଗଡ଼, ୪୫ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୮ା୬(ବ୍ୟୁରୋ): ରାଜ୍ୟରେ ଅଗ୍ନିବର୍ଷା ହେଉଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ବିଶେଷକରି ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ଼ ଏବଂ ନୂଆପଡ଼ାରେ ହିଟ୍‌…

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଟିଟିଲାଗଡ଼,୫।୬(ଡି.ଏନ୍‌.ଏ.): ଟିଟିଲାଗଡ଼ ରେଳ ଷ୍ଟେଶନର ୫ନଂ. ପ୍ଲାଟଫର୍ମରେ ଅଟକି ରହିଥିବା ଏକ କୋଇଲା ବୋଝେଇ ମାଲ ଗାଡିର ୨ଟି ବଗିରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଟିଟିଲାଗଡ଼ ଅଗ୍ନିଶମ ବିଭାଗର ଗୋଟିଏ ନିଆଁ ଲିଭାଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।…

ସାବିତ୍ରୀ ବ୍ରତରେ ଜୀବନ ହାରିଲେ ମହିଳା

ସଇଁନ୍ତଳା,୩୦।୫(ଡି.ଏନ୍‌.ଏ.): ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସୋମବାର ବିବାହିତା ମହିଳା ଧୁମଧାମରେ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି l ଏନେଇ ଗାଁଠୁ ସହର ବେଶ୍‌ ଉତ୍ସବ ମୁଖର l ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ ତାଳବାହାଲ ଗାଁରେ ଏକ ଅଭାବନୀୟ ଘଟଣା…

୮ ବର୍ଷ ହେଲା ପଢ଼ାଉଥିଲେ ନକଲି ଶିକ୍ଷୟିତ୍ରୀ

ବଲାଙ୍ଗୀର ଅଫିସ,୨୮ା୫: ଜଣେ ଛାତ୍ରୀଙ୍କୁ ମାଡ଼ ମାରିବା ପରେ ଜଣାପଡ଼ିଛି ସତ। ୮ ବର୍ଷ ହେଲା ଏକ ସ୍କୁଲରେ ଦୁଇଜଣ ନକଲି ଶିକ୍ଷୟିତ୍ରୀ ପାଠ ପଢ଼ାଉଥିବା ଘଟଣା ନଜରକୁ ଆସିଛି। ଏହି ଶିକ୍ଷୟିତ୍ରୀଦ୍ୱୟ ଏନ୍‌ଜିଓ ଦ୍ୱାରା ନିଯୁକ୍ତ ହୋଇଥିବା ବେଳେ ଶିକ୍ଷା…

ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅନୁମତି ନାହିଁ

ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣକୁ ନେଇ ଆମସାର୍‌ (ଦି ଆନ୍‌ସିଏଣ୍ଟ ମନ୍ୟୁମେଣ୍ଟ…

ଝିଟିପିଟି ପଡ଼ିଥିବା ଖାଦ୍ୟ ଖାଇ ୨୦ ଛାତ୍ର ଅସୁସ୍ଥ

ବଲାଙ୍ଗୀର ଅଫିସ, ୨୪।୫: ବଲାଙ୍ଗୀର ଲର୍କିପାଲରେ ଥିବା ସରକାରୀ ଆଇଟିଆଇ କଲେଜ ହଷ୍ଟେଲରେ ୨୦ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଝିଟିପିଟି ପଡ଼ିଥିବା ଖାଦ୍ୟ ଖାଇ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ସୋମବାର ରାତିରେ ଛାତ୍ରମାନେ ଖାଉଥିବା ସମୟରେ ପ୍ରଥମ ବର୍ଷର ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri