ବଲାଙ୍ଗୀର

କଣ୍ଟାବାଞ୍ଜିରେ ରାଜ୍ୟର ପ୍ରଥମ ଗ୍ରାମୀଣ ସ୍ପେସ୍‌ଲାବ

ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜିି, ୧୪ା୩(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ମୁସ୍କାନ ଇଣ୍ଟରନ୍ୟାଶନାଲ ସ୍କୁଲରେ ଓଡିଶାର ପ୍ରଥମ ଗ୍ରାମୀଣ ସ୍ପେସ୍‌ ଏଡୁକେଶନ୍‌ ଲ୍ୟାବ ଖୋଲାଯିବ। ଏନେଇ ସୋମବାର ବ୍ୟୋମିକା ସ୍ପେସ୍‌ ଏକାଡେମୀ ଏବଂ ମୁସ୍କାନ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ସ୍କୁଲ…

ଚାଳଛପର ତଳେ ପାଠପଢ଼ା

ଖପ୍ରାଖୋଲ, ୧୩ା୩(ଡି.ଏନ.ଏ.):ସରକାର ଶିକ୍ଷାର ବିକାଶ ପାଇଁ ବିଦ୍ୟାଳୟଗୁଡ଼ିକର ରୂପାନ୍ତରଣ କରୁଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍କୁଲପ୍ରତି ଆକୃଷ୍ଟ କରିବା ପାଇଁ ସୋନ୍ଦର୍ଯ୍ୟକରଣ କରାଯାଇ ଶିକ୍ଷଣୀୟ ପରିବେଶ ସୃଷ୍ଟି କରାଯାଉଛି। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ପଞ୍ଚାୟତ ଅନ୍ତର୍ଗତ ଲୁହାଖାନ ପ୍ରାଥମିକ ବିଦ୍ୟାଳୟ…

ଘୋଷଣାରେ ସୀମିତ ନ ରହୁ ପୁନରୁଦ୍ଧାର

ଦେଓଗାଁ,୧୩ା୩(ଡି.ଏନ.ଏ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଅନ୍ତର୍ଗତ ସାଗରପାଲିସ୍ଥିତ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ ଚାଲୁ ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଚଳିତ ବଜେଟରେ ଚିନିକଳ ଚାଲୁ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ୯୨ କୋଟି ୬୦…

ବିଭିନ୍ନ ଅପରାଧରେ ଜଡ଼ିତ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୨ ବନ୍ଧୁକ ସହ ୭ ଅଭିଯୁକ୍ତ ଅଟକ

ଟିଟିଲାଗଡ଼,୧୩।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି l ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ ଥିବା ଏକ ବଡ଼ ଗ୍ୟାଙ୍ଗ୍‌କୁ ଟିଟିଲାଗଡ଼ ପୋଲିସ କାବୁ କରିଛି l ସେମାନଙ୍କଠାରୁ ପୋଲିସ ୨ଟି ଦେଶୀ ବନ୍ଧୁକ ସହ…

କଫ ସିରପ୍‌ ରାକେଟ ଧରପଗଡ, ୩୫ ଗିରଫ

ବଲାଙ୍ଗୀର ଅଫିସ, ୧୩।୩: ବଲାଙ୍ଗୀର ପୋଲିସ ପକ୍ଷରୁ ଏକ ବଡଧରଣର କଫ ସିରପ୍‌ ରାକେଟ ଧରପଗଡ କରାଯାଇଛି। ଏହି କଫ ସିରପ ରାକେଟରେ ରାଜ୍ୟର ବିଭିନ୍ନ ସ୍ଥାନର ୩୫ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧୩ ହଜାର ବୋତଲ ଏସକଫ…

ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ହାଣିଲେ ସ୍ତ୍ରୀ

ବଲାଙ୍ଗୀର ଅଫିସ, ୧୩।୩: ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ଆକ୍ରମଣ କରିଛନ୍ତି ସ୍ତ୍ରୀ। ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଲା…

ଜେଲରେ ସାମ୍ବାଦିକତା ପରୀକ୍ଷା ଦେଲେ ଅଭିଯୁକ୍ତ ପୁଞ୍ଜିଲାଲ୍‌

ବଲାଙ୍ଗୀର ଅଫିସ,୧୨।୩: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍‌ ମେହେର ବଲାଙ୍ଗୀର ଜିଲା କାରାଗାରରେ ଶନିବାର ଗଣମାଧ୍ୟମ ଓ ଗଣଯୋଗାଯୋଗ ବିଷୟରେ ସ୍ନାତକୋତ୍ତର ପ୍ରଥମ ସେମିଷ୍ଟର ପରୀକ୍ଷା ଦେଇଛନ୍ତି। ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରୁ ଜଣେ ପରୀକ୍ଷକ ଜେଲ୍‌କୁ…

ବୁଲିଲା ବୁଲ୍‌ଡୋଜର, ମାଟିରେ ମିଶିଲା ଟିମନଙ୍କ କଳା ସାମ୍ରାଜ୍ୟ

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ସହର ଲର୍କିପାଲି ଓ ପଥରଚେପାଠାରେ ଶନିବାର ପୋଲିସ ଏବଂ ପ୍ରଶାସନିକ ଟିମ୍‌ ଦୁର୍ଦ୍ଦାନ୍ତ ଅପରାଧୀ ଟିମନ କୁମ୍ଭାରଙ୍କ ଘର ଓ ଆଡ୍ଡାରେ ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ଅପରାଧିକ କାର୍ଯ୍ୟକଳାପରେ ଲିପ୍ତ ରହି ବାରମ୍ବାର ଜେଲ୍‌ ଯାଇ…

‘ସମନ୍ବୟ ରହିଲେ ଜୀବନ ବଞ୍ଚତ୍ବ’

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର ଓ ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ଏଥିରେ…

ଚାବ୍ରିପାଲିରେ ଚାଞ୍ଚଲ୍ୟ: ଜ୍ୱାଇଁଙ୍କୁ ହତ୍ୟା ପରେ ମୃତଦେହ ଫିଙ୍ଗିବା ଉଦ୍ୟମ ବିଫଳ, ୫ ଅଟକ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୯ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାବ୍ରିପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଖପ୍ରାଖୋଲ ପୋଲିସ ଏକ ଭ୍ୟାନ ଭିତରୁ ବସ୍ତାରେ ଭର୍ତ୍ତି ହୋଇଥିବା ମୃତଦେହ ଉଦ୍ଧାର କରିଛି। ଏହି ଘଟଣାରେ ୫…

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା…

ଓଲଟିଲା କାର୍‌, ୨ ଗୁରୁତର

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର-ସୋନପୁର ୫୭ ନମ୍ବର ରାଜ୍ୟ ରାଜପଥର ସାତମାଇଲଛକଠାରେ ସୋମବାର ଭୋର୍‌ରୁ ଏକ ସଡ଼କ ଦୁର୍ଘଟଣା ଘଟିଛି। କାର୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକେ ଦୁର୍ଘଟଣା ବିଷୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?