ବଲାଙ୍ଗୀର

ଟ୍ୟୁସନ ଯାଇ ଆଉ ଘରକୁ ଫେରିଲେନି ପୁଅ : ମୃତଦେହ ଜବତ, ଜଣେ ଗିରଫ

ଟିଟିଲାଗଡ଼,୨୭।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ସିରଭଟାସ୍ଥିତ ରେଳବାଇ କର୍ମଚାରୀ ଦିଲୀପ କୁମାରଙ୍କ ଏକମାତ୍ର ପୁଅ ମୋହନ କୁମାର (୧୩)ଙ୍କ ବୁଧବାର ମୃତଦେହ ଜବତ ହୋଇଛି। ଶନିବାର ସେ ଘରୁ ଝାଙ୍କରପଡାକୁ ଟ୍ୟୁସନ ପାଇଁ ଯାଇଥିବା ବେଳେ ଆଉ ଘରକୁ ଫେରିି…

୧୦ ଦଫା ଦାବିରେ ପାଚିକା ସହାୟିକା ସଂଘର ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୬।୪: ନିଖିଳ ଓଡ଼ିଶା ଏମ୍‌ଡିଏମ୍‌ ପାଚିକା ସହାୟିକା ସଂଘ ବଲାଙ୍ଗୀର ଜିଲା କମିଟି ପକ୍ଷରୁ ମଙ୍ଗଳବାର ୧୦ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…

ମେଡ଼ିକାଲ ଛାତ୍ର ମୃତ୍ୟର ତଦନ୍ତ ନେଇ ଡିନ୍‌ଙ୍କୁ ଭେଟିଲେ ବୁଦ୍ଧିଜୀବୀ

ବଲାଙ୍ଗୀର ଅଫିସ,୨୫।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରଥମ ବର୍ଷ ଛାତ୍ର ନିଶାନ୍ତ କୁମାରଙ୍କ ମୃତ୍ୟୁ ର଼୍ୟାଗିଂଜନିତ ବୋଲି ଅଭିଯୋଗ ହେବା ପରେ ବଲାଙ୍ଗୀର ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ସୋମବାର ଏକ…

ର଼୍ୟାଗିଂ ନେଇ ବନ୍ଧୁଙ୍କୁ କରିଥିଲେ ହ୍ବାଟ୍ସଆପ୍‌ ମେସେଜ୍‌

ବଲାଙ୍ଗୀର ଅଫିସ, ୨୪ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ଛାତ୍ର ନିଶାନ୍ତ କୁମାର (୧୯)ଙ୍କ ମୃତ୍ୟୁ ର଼୍ୟାଗିଂ ଯୋଗୁ ହୋଇଛି ବୋଲି ତାଙ୍କ ମାତାପିତା ଅଭିଯୋଗ କରିବାର ପ୍ରାୟ ୨୪ ଘଣ୍ଟା ପରେ ଏନେଇ…

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ବଲାଙ୍ଗୀର ଅଫିସ, ୨୩।୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସିପଡ଼ି ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଶାନ୍ତ କୁମାରଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ନିଶାନ୍ତଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିଲେ…

ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ: ର଼୍ୟାଗିଂ ସନ୍ଦେହ

ବଲାଙ୍ଗୀର ଅଫିସ, ୨୩ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରାବାସର ୫ ମହଲା ଛାତ ଉପରୁ ଖସି ପଡି ଶୁକ୍ରବାର ଜଣେ ପ୍ରଥମ ବର୍ଷ ଡାକ୍ତରୀ (ଏମବିବିଏସ୍‌) ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହରିୟାଣା ରାଜ୍ୟ କରନାଲ…

ଜାମିନରେ ଆସି ହୋଇଥିଲେ ଫେରାର, ୩୦ ବର୍ଷ ପରେ ପଡ଼ିଲେ ଧରା

ଲୋଇସିଂହା,୨୨।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ତଥା ଲୋଇସିଂହା ଥାନା ଅନ୍ତର୍ଗତ ଲୁହୁରାମୁଣ୍ଡା ଗାଁର ବାଳକୃଷ୍ଣ ବାରିକ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ନୀଳମଣି ସାହୁ(୫୮)ଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ୧୯୯୨ରେ ଜାମିନରେ ଆସିବା ପରେ ସେ ଫେରାର ହୋଇ…

ତିନିଥର ଅସ୍ତ୍ରୋପଚାର ପରେ ବି ଅସୁସ୍ଥ

ବଲାଙ୍ଗୀର ଅଫିସ, ୨୦।୪ – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ୍‌ ଘୁନସର ପଞ୍ଚାୟତ ଅନ୍ତର୍ଗତ ସାନବାଞ୍ଜିପାଲି ଗ୍ରାମର ପ୍ରଥମ ମାଟ୍ରିକ୍ୟୁଲେଟ୍‌ ଓ ଗ୍ରାଜୁଏଟ୍‌ ମେଧାବୀ ଆଦିବାସୀ ଯୁବକ କମଳ ବରିହା (୩୦) ଏବେ ସାଂଘାତିକ ଅସୁସ୍ଥତା ଦେଇ ଗତି କରୁଛନ୍ତି। ସିଭିଲ…

ପ୍ରଚଣ୍ଡ ଗ୍ରୀଷ୍ମରୁ ନିସ୍ତାର ନାହିଁ

ବଲାଙ୍ଗୀର ଅଫିସ, ୨୦।୪ – ଅଢ଼େଇ ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ବଲାଙ୍ଗୀର ଜିଲାର ତାପମାତ୍ରା ବୃଦ୍ଧି ରାଜ୍ୟ ତଥା ଦେଶରେ ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ ସମେତ ଜିଲା ସଦର ମହକୁମା ବଲାଙ୍ଗୀର, ପାଟଣାଗଡ, କଣ୍ଟାବାଞ୍ଜି, ତୁଷରା ସହରାଞ୍ଚଳ ଏବଂ…

ବିକାଶ ପ୍ରକଳ୍ପରେ ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ

ବଲାଙ୍ଗୀର ଅଫିସ, ୨୦।୪ – କରୋନା ମହାମାରୀ ସଂକ୍ରମଣ ଯୋଗୁଁ ଦୀର୍ଘ ଦେଢବର୍ଷ ପରେ ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନ କମିଟି ବୈଠକ ବସିଛି। ଦୁଃଖର ବିଷୟ ଶେଷ ବୈଠକରେ ନିଆଯାଇଥିବା ବିଭିନ୍ନ ନିଷ୍ପତ୍ତିଗୁଡିକୁ କାର୍ଯ୍ୟକାରୀ କରାଯାଇଛି କି ନାହିଁ ଅଧିକାରୀମାନେ…

୩ ଦିନରେ ଥରେ ମିଳୁଛି ପାଇପ ପାଣି

ସଇଁତଳା,୨୦।୪(ଡି.ଏନ.ଏ.) – ବଲାଙ୍ଗୀର ଜିଲା ସଇଁତଳା ସଦର ମହକୁମାରେ ଏବେ ଉତ୍କଟ ଜଳାଭାବ ଦେଖାଦେଇଛି। ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଥିବା ବେଳେ ଜଳାଭାବ ସଙ୍ଗୀନ ପରିସ୍ଥିତି ସୃଷ୍ଟି କରିଛି। ପାରମ୍ପରକି ଜଳଉତ୍ସ ସବୁ ଶୁଖି ଯାଇଛି। କୂପ, ନଳକୂପରୁ ଆବଶ୍ୟକ ପାଣି…

ବିଧାୟକଙ୍କ ପିଏସଓ, ଡ୍ରାଇଭର ଆକ୍ରମଣ ପ୍ରତିବାଦରେ ଭଜପାର ରାସ୍ତାରୋକୋ

ଲୋଇସିଂହା,୧୩।୪(ଡିି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ପିଏସ୍‌ଓ ଏବଂ ଡ୍ରାଇଭରଙ୍କୁ ମଙ୍ଗଳବାର ଆକ୍ରମଣ କରାଯାଇଥିଲା। ଏ ନେଇ ଲୋଇସିଂହା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବସଷ୍ଟାଣ୍ଡ ଠାରେ ବଲାଙ୍ଗୀର-ବରଗଡ଼ ୨୬ ନଂ. ଜାତୀୟ ରାଜପଥକୁ ସକାଳୁ ଅବରୋଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri