‘ଝିଅକୁ ହତ୍ୟା କରାଯାଇଛି’
ବଲାଙ୍ଗୀର ଅଫିସ, ୪ା୩: ଭିସୁଟ୍ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ଶୁକ୍ରବାର ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ତାଙ୍କ ବାପା ଡାକ୍ତର ବନମାଳୀ ସାହୁ ଏବଂ ମା’ ଲବଙ୍ଗ ସାହୁ। ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି। ବେକରେ…
ମନ୍ଦିର ହୁଣ୍ଡି ଭାଙ୍ଗି ନେଇଗଲେ ଦାନ ଟଙ୍କା
ଟିଟିଲାଗଡ଼,୨ା୩(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଧବଳେଶ୍ୱର ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ସମସ୍ତ ଦାନ ଟଙ୍କା ନେଇ ଯାଇଛନ୍ତି। ମନ୍ଦିର ସମ୍ମୁଖରେ ଶୋଇଥିବା ଜଣେ ବ୍ୟକ୍ତି ଏ ନେଇ ପ୍ରତିବାଦ କରିବାରୁ ଦୁର୍ବୃତ୍ତ ତାଙ୍କୁ ମାଡ ମାରି…
ବିପଦପୂର୍ଣ୍ଣ ଅବସ୍ଥାରେ ପୋଖରୀକୁ ସ୍ନାନ ପାଇଁ ଯାଉଛନ୍ତି ଶିଶୁ
ଲାଠୋର,୨।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କ୍ଲଷ୍ଟର ଅଧୀନ ମସିଣା ଗ୍ରାମରେ ଥିବା ଋତୁକାଳୀନ ଆବାସିକ ବିଦ୍ୟାଳୟର ଛୋଟ ଛୋଟ ପିଲାମାନେ ବିପଦପୂର୍ଣ୍ଣ ଅବସ୍ଥାରେ ଗଁା ପୋଖରୀକୁ ଯାଇ ଶୌଚ ଓ ସ୍ନାନାଦି କରୁଛନ୍ତି। ଏହାଦ୍ୱାରା ସେମାନଙ୍କ ଜୀବନ ପ୍ରତି…
ବସ୍ଷ୍ଟାଣ୍ଡ ଅଛି, ବସ୍ ଆସୁନାହିଁ
ବଲାଙ୍ଗୀର ଅଫିସ, ୨ା୩: ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନର ଅଦୂରଦର୍ଶିତା ତଥା ବିଚିତ୍ର ନିଷ୍ପତ୍ତି ବଲାଙ୍ଗୀର ସହରର ଚଳଚଞ୍ଚଳ ସରକାରୀ ବସଷ୍ଟାଣ୍ଡକୁ ଏବେ ଜନଶୂନ୍ୟ କରିଦେଇଛି। ଦୂରଦୃଷ୍ଟିର ଅଭାବ ଯୋଗୁ ଯାତ୍ରୀମାନେ କିଭଳି ହନ୍ତସନ୍ତ ହୁଅନ୍ତି ସ୍ଥାନୀୟ ସରକାରୀ ବସଷ୍ଟାଣ୍ଡ…
ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍ ଆନନ୍ଦିନୀ
ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା ଜଣାପଡିଛି।…
ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ
ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇ…
ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ
ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ ଆଶାକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ୧୨ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ…
୧୬ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ପିକଅପ୍ ଭ୍ୟାନ ସହ ଧରାପଡ଼ିଲେ ଡ୍ରାଇଭର
ବଲାଙ୍ଗୀର ଅଫିସ,୨୭।୨: ବଲାଙ୍ଗୀର ସହର ଉପକଣ୍ଠ ବିଜାଖମନ ନିକଟରୁ ଏକ ଗଞ୍ଜେଇ ବୋଝେଇ ପିକଅପ୍ ଭ୍ୟାନକୁ ବଲାଙ୍ଗୀର ପୋଲିସ ସୋମବାର ଜବତ କରି ଡ୍ରାଇଭରଙ୍କୁ ଗିରଫ କରିଛି । ଗିରଫ ଡ଼୍ରାଇଭର ଜଣକ ଛତିଶଗଡ଼ ରାୟଗଡ଼ ସହରର ଓମ୍ପ୍ରକାଶ ଛାବଡା(୬୦)। ଗଞ୍ଜେଇ…
ପ୍ରକଳ୍ପ ହେଲା, ଜଳଯୋଗାଣ ହେଉନି
ଲାଠୋର, ୨୭ା୨(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅଧୀନ ସାନଗୁର୍ଜିଭଟା ପାଲିପଡ଼ାରେ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ଏକ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ବସୁଧା ଯୋଜନାରେ ପ୍ରକଳ୍ପ ନିର୍ମାଣ ପରେ ପ୍ରତ୍ୟେକ ଘରକୁ ସ୍ବଚ୍ଛ ପାନୀୟ ଜଳ…
କନ୍ୟାପକ୍ଷଙ୍କୁ ବରଯାତ୍ରୀଙ୍କ ଛୁରାମାଡ଼
ବଲାଙ୍ଗୀର ଅଫିସ/ଲାଠୋର/କଣ୍ଟାବାଞ୍ଜି,୨୬୨(ଡି.ଏନ୍.ଏ.)ବଲାଙ୍ଗୀର ଜିଲା ତୁରେକେଲା ଥାନା ମୁରିବାହାଲ ଗଁାରେ ବରାତି ଶୋଭାଯାତ୍ରା ଚାଲିଥିବାବେଳେ କନ୍ୟାପକ୍ଷର କେତେଜଣ ବ୍ୟକ୍ତି ନାଚିବାରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ବରପକ୍ଷ ଲୋକେ କନ୍ୟାପକ୍ଷ ଲୋକଙ୍କୁ ଛୁରାମାଡ଼ କରିଛନ୍ତି ା ଏଥିରେ କନ୍ୟାପକ୍ଷର ଦୁଇଜଣ…
୬୧ବର୍ଷ ପରେ ଖୋଲିଲା ପିଜି
ବଲାଙ୍ଗୀର ଅଫିସ, ୨୪ା୨: ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି) ବିଭାଗ ଖୋଲିଛି। ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଘୋଷଣା କରାଯାଇଛି। ସରକାରୀ ବିଭାଗୀୟ ଚିଠି ସଂଖ୍ୟା ୭୭୭୬/ଏଚ୍ଇ/୨୨/୨/୨୦୨୩ରେ ଏନେଇ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ସୂଚନା…
ମେଡିକାଲ କଲେଜକୁ କଲେ ଶରୀର ଦାନ
ବଲାଙ୍ଗୀର ଅଫିସ, ୨୩ା୨: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଫର୍ମାସିଷ୍ଟ ଶୁଭେନ୍ଦ୍ର ନେପାକ ଚାକିରିରୁ ଅବସର ଗ୍ରହଣ ପରେ ଦେଖାଇଛନ୍ତି ମହତାଦର୍ଶ। ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ଏବଂ ଗବେଷଣା ପାଇଁ ମୃତ୍ୟୁ ପରେ ସେ ତାଙ୍କ ମରଶରୀରକୁ…

