ଏହି କାରଣ ପାଇଁ ଦଳରୁ ବିଦା ହେଲେ ଏନ୍ଏସି ଉପାଧ୍ୟକ୍ଷ
ପାଟଣାଗଡ଼,୨୩ା୧(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମେହେରଙ୍କୁ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ବିଜୁ ଜନତା ଦଳ ପକ୍ଷରୁ ତାଙ୍କୁ ପତ୍ରସଂଖ୍ୟା ୩୦/୧/ଏସ୍ବି/ବିଜେଡି/୨୦୨୬ରେ ତାଙ୍କୁ ଦଳର ଉପସଭାପତି ପ୍ରତାପ ଜେନା ବହିଷ୍କୃତ କରିଛନ୍ତି। ପ୍ରକାଶ ଯେ,…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…
ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ…
ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ
ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର ଦଶରଥ ହଂସ(୪୫)। ସେଠାରୁ ତାଙ୍କ ମୃତଦେହ ଘରକୁ ଆସୁଥିବା ପରିବାର ସଦସ୍ୟ ସୂଚନା ଦେଇଛନ୍ତି।…
ଆଖିବୁଜିଲେ ନରୋତ୍ତମ ମଟାରୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ନରସିଂହ ମିଶ୍ର
ବଲାଙ୍ଗୀର,୧୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତେଲିଗୋଠପଡା ନିବାସୀ ଧର୍ମପରାୟଣ ନରୋତ୍ତମ ମଟାରୀ(୯୨)ଙ୍କ ସୋମବାର ପୂର୍ବାହ୍ନରେ ପରଲୋକ ହୋଇଛି। ସେ କିଛିଦିନ ହେଲା ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ଥିଲେ। ଜଣେ ମିଷ୍ଟଭାଷୀ, ମେଳାପୀ, ସମାଜକର୍ମୀ ଭାବେ ପରିଚିତ ଥିଲେ। ତାଙ୍କ ତିନି…
ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…
ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ ଅନ୍ୟ ଜିଲାର କୌଣସି ଠିକାଦାର ଯେଭଳି ଟେଣ୍ଡର ପ୍ରକ୍ରିୟାରେ ଭାଗ ନେଇ ଠିକା କାମ…
ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍ ଦେଖି…
ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।…
ନଦୀରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ: ପ୍ରଥମେ ପାଦ ପରେ ମିଳିଲା…
ବଲାଙ୍ଗୀର/ପାଟଣାଗଡ଼,୧୮।୧(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ନଦୀ…
ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…
ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ…
ନିଶାଙ୍କ ଅଶ୍ଳୀଳ ନୃତ୍ୟରେ ମସ୍ଗୁଲ ପୋଲିସ ବାବୁ, ଭିଡିଓ ଭାଇରାଲ ପରେ…
ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍ ପୋଲିସ ବାବୁ ବସି ଦେଖୁଥିଲେ।…
ଷ୍ଟେଜରେ ନିଆଁ ଲଗାଇଲେ ନିଶା ମହାରାଣା, ବସି ଦେଖୁଥିଲେ ପୋଲିସ ବାବୁ!
ବଲାଙ୍ଗୀର,୧୬।୧: ଚର୍ଚ୍ଚିତ ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କୁ ନେଇ ବଲାଙ୍ଗୀର ଜିଲାରେ ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଅଭିଯୋଗ ହୋଇଛି ଯେ, ଯେଉଁ ଯାତ୍ରା ମଞ୍ଚରେ ନିଶା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ, ତାହାକୁ ଜଣେ ପୋଲିସ ଅଧିକାରୀ ହିଁ…
ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ମାଡ଼ିଗଲା ଧାନ ବୋଝେଇ ଟ୍ରକ୍, ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ…
ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଟାଉନ ଥାନା ନିକଟ ପେଟ୍ରୋଲ ପମ୍ପ କ୍ୟାମ୍ପସ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଏକ ପିଡିଏସ୍ ଧାନ ବୋଝେଇ ଟ୍ରକ ମାଡ଼ି ଯାଇଥିଲା। ପମ୍ପର ସୁରକ୍ଷା ପାଚେରି କଡ଼ର ବିଦ୍ୟୁତ୍ ଖୁଣ୍ଟରେ ପିଟି ହେବା…
ମହଙ୍ଗା ପଡ଼ିଲା ଅଶ୍ଳୀଳ ନୃତ୍ୟ: ୨ ଯାତ୍ରା ଆୟୋଜକ ଗିରଫ ପରେ ଏବେ ନିଶାଙ୍କ ପାଳି! ଖୋଜୁଛି ପୋଲିସ
ବଲାଙ୍ଗୀର,୧୫।୧ ( ସୁନିଲ କୁମାର ମହାନ୍ତି): ୧୨ ତାରିଖରେ ବଲାଙ୍ଗୀର ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ପୋଲିସ ମାମଲା ରୁଜୁ କରିଛି। ଯାତ୍ରା ଆରମ୍ଭ ହେବାର କିଛି ସମୟ ପରେ ଅଶ୍ଳୀଳ ନୃତ୍ୟ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଯାହା ଏବେ…
Archives


