ବଲାଙ୍ଗୀର

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କୃଷୀ ମହାବିଦ୍ୟାଳୟ, ଇଞ୍ଜିନିୟରିଂ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା ୩୭୦ କେଜି ଗଞ୍ଜେଇ ଜବତ କରିଛି। ଅବକାରୀ ଟିମ୍‌ ଫିଲ୍ମ ଷ୍ଟାଇଲରେ ଥାର…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ ଏକ ୪ଚକିଆ ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି । ଗୁରୁବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ରହୁଥିବା ଏହା ସହିତ ଡ୍ରାଇଭରମାନଙ୍କର ରହିଯାଇଥିବା ଅନ୍ୟାନ୍ୟ ସମସ୍ୟାକୁ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ ସ୍କୁଟିକୁ ଧକ୍କା ଦେବା ପରେ ଘୋଷାଡ଼ି ନେଇଛି। ଏହି ଦୁର୍ଘଟଣାରେ ଓକିଲ କୃଷ୍ଣ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା। ମୃତା ମହିଳା ହେଲେ ବଲାଙ୍ଗୀର ସହର ତାଲପାଲିପଡ଼ାର ସୁନୀତା ନାଗ(୪୦) ଓ ତାଙ୍କ…

ସ୍କୁଟିରେ ଯାଉଥିବାବେଳେ ମା’ ଝିଅଙ୍କୁ ଧକ୍କା ଦେଲା ଟ୍ରକ୍‌, ଘଟଣାସ୍ଥଳରେ ଘଟିଲା …

ବଲାଙ୍ଗୀର, ୯।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗାନ୍ଧୀନଗର ପଡ଼ାରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ମା’ ଝିଅଙ୍କ ଜୀବନ ଯାଇଥିଲା। ଏହି ଘଟଣାର ପ୍ରାୟ ଦୁଇ ଘଣ୍ଟା ପରେ ବଲାଙ୍ଗୀର ସହରର ମହାଦେବ ମନ୍ଦିର ଛକରେ…

ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ମା’ ଝିଅ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ବହୁ ଚାଷୀ ସୋମବାର ସିଏସଓ ଅଫିସରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମିଳିତ କୃଷକ…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ ଜଣ ଯୁବକଙ୍କୁ ଅଟକ ରଖିଛି | ଶନିବାର ବିଳମ୍ବିତ ରାତିରେ ବଲାଙ୍ଗୀର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?