ବଲାଙ୍ଗୀର

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ

ପାଟଣାଗଡ଼,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ ଦେଖିବାକୁ ମିଳିଛି। ବନ୍ଦରେ କୋଶଳ ସମନ୍ବୟ ସମିତି, ଜିଲା ଆଦିବାସୀ କଲ୍ୟାଣ ସଂଘ...

ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ...

ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ

ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ...

ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ତୁଷୁରା-ବଲାଙ୍ଗୀର ମୁଖ୍ୟରାସ୍ତାର ଜଗନ୍ନାଥ ମନ୍ଦିର ପାଖରେ...

ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ

ବଲାଙ୍ଗୀର ଅଫିସ, ୩ା୨: ବଲାଙ୍ଗୀର ଗାନ୍ଧୀଭବନଠାରେ ବୌଦ୍ଧିକ ଅନୁଷ୍ଠାନ ରଚନା ପକ୍ଷରୁ ଶିକ୍ଷା ଅଧିକାର: ଲକ୍ଷ୍ୟ, ବାସ୍ତବତା ଓ ସମ୍ଭାବନା ଶୀର୍ଷକ ଏକ ଆଲୋଚନାଚକ୍ର ରବିବାର ଅନୁଷ୍ଠିତ ହୋଇଛି ା ରଚନା ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ମ୍ୟୁନିସିପାଲିଟି ପକ୍ଷରୁ ଜବରଦଖଲ ଉଚ୍ଛେଦ

ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ମ୍ୟୁନିସସିପାଲିଟି ପକ୍ଷରୁ ଚାଲିଥିତ୍ବା ଜବରଦଖଲ ଉଚ୍ଛେଦ ଅଭିଯାନକ୍ରମରେ ଶନିବାର ସହରର ପାଟଣା ହୋଟେଲ ଛକ ଠାରୁ ବାଳିକା ଉଚ୍ଚ ବିଦ୍ୟାଳୟ ପାଖ ପର୍ଯ୍ୟନ୍ତ ରାସ୍ତାର ଗୋଟିଏ ପଟେ ଜବରଦଖଲ ଉଚ୍ଛେଦ କରାଯାଇଥିଲା ା ସରକାରୀ...

ପଥର ମାରି ୪ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ : କାର୍‌ ଡ୍ରାଇଭରଙ୍କ ସମେତ ୬ ଗିରଫ

ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଲାଙ୍ଗୀର-ଦେଓଗଁା ୨୬ ନମ୍ବର ଜାତୀୟ ରାଜପଥର ସିନ୍‌ଖମନ ଢ଼ାବା ନିକଟରେ ଗତ ୨୨ତାରିଖ ଦିନ ଏକ କାର ଉପରକୁ ପଥର ମାରି ୪ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ...

କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍‌ ସୁବିଧାରୁ ବଁଚିତ୍‌ କୋଲପଡ଼ାବାସୀ

  ଲାଠୋର, ୧।୨ (ଡି.ଏନ୍‌.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଦେଖ୍‌ବାକେ ଗଲେ ଅନେକ ଜାଗାରେ ସରକାରୀ ବିକାଶ କାଗଜ କଲମଥି ରହିଯାଉଛେ।...

ଦାଦନ ଯାଇ ବଛ୍‌ରେ ହେଲା ଲାପତା: ସୁନାଧରକଁର ବାଟ୍‌ ଚାହିଁଛନ୍‌ ପରିବାର ଲୋକ୍‌

ଖପ୍ରାଖୋଲ, ୩୧ା୧(ଡି.ଏନ୍‌.ଏ.)-ରାଏଜ୍‌ ସରକାର ଦାଦନ ସମସିଆର ସଂଗେ ଯୁଝ୍‌ବାର ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ପଶ୍ଚିମ ଓଡ଼ିଶାରେ ଦାଦନ ସମସିଆ ଥମ୍‌ବାର ନଁା ନାଇଁଧରବାର। କେତେବେଲେ ଗଁାକେ ଦାଦନ ଶ୍ରମିକ...

ମା’ବାପ୍‌ ଛେଉଁଡ୍‌ ପିରବତୀକୁଁ ଘାରୁଛେ ପଢ଼ା ଚିନ୍‌ତା

କଣ୍ଟାବାଞ୍ଜି, ୩୦।୧ (ଡି.ଏନ୍‌.ଏ)- ସରକାର ‘ସଭେ ପଢ଼ୁନ୍‌ ସଭେ ବଢ଼ୁନ୍‌’ ନାରା ଦେଉଛନ୍‌। ଛାତ୍ରୀଛାତ୍ରକଁର ଲାଗି ବି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ସେନ୍‌ତା ଆଦିବାସୀ ଛାତ୍ରୀଛାତ୍ରକଁର ଲାଗି ଭିନେ ସ୍କୁଲ ଖୁଲି...

କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ମଙ୍ଗଳବାର ଜିଲା ଏସଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ...

୨୦ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ୯୦ ବଛରିଆ ବୁରୁଧ୍‌

  ଦେଓଗାଁ,୨୮ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଦେଓଗଁା ବ୍ଲକ ରାମଚନ୍ଦ୍ରପୁର ପଁଚେତ୍‌ ଲୁହାଖାନା ଗଁାର ୯୦ ବଛ୍‌ରିଆ ବୁରୁଧ୍‌ ମଧୁ ପଟେଲ। ବଏସର ଶେଷ ମୁଡ଼ସାକେ ପୁହୁଁଚି ସାରିଥିଲେ ବି ସେ ଭତାରୁ ବଁଚିତ୍‌ ହେଇ ରହିଛନ୍‌। ଭୋଟ ପରିଚଏପତର ଆର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri