ବଲାଙ୍ଗୀର

ଯୁବକଙ୍କ ଉନ୍ମତ୍ତକାଣ୍ଡ:ବ୍ଲେଡ୍‌ରେ ଦୁଇ ଛାତ୍ରଙ୍କୁ କାଟିଲେ, ସେଲ୍‌ଫି ନେଲେ

ବଲାଙ୍ଗୀର ଅଫିସ, ୧୦ା୨: ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଦୁଇ ଛାତ୍ରଙ୍କୁ ଜଣେ ପୁରାତନ ଛାତ୍ର ବ୍ଲେଡ୍‌ରେ କାଟିବା ପରେ ସେଲ୍‌ଫି ନେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ସିମ୍‌ରନ୍‌ ନାମକ ଜଣେ ପୂର୍ବତନ ଛାତ୍ର ହଷ୍ଟେଲରେ ରହୁଥିବା ଯୁକ୍ତ ୩ ପ୍ରଥମ ବର୍ଷର…

ବସ୍‌ ଧକ୍କାରେ ସ୍ବାମୀ ମୃତ: ସ୍ତ୍ରୀ, ୨ ଝିଅ ଗୁରୁତର

ଦେଓଗାଁ,୯ା୨(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟିଟିଲାଗଡ଼ର ସରୋଜ ପଶାୟତ। ଅପରାହ୍ନରେ ଉଡାର…

ଆଦାନୀ ଗ୍ରୁପ୍‌ର ରାଷ୍ଟ୍ର ବିରୋଧୀ କାର୍ଯ୍ୟ ନେଇ କଂଗ୍ରେସର ଗଣବିକ୍ଷୋଭ

ବଲାଙ୍ଗୀର ଅଫିସ,୬ା୨: ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆଦାନୀ ଗ୍ରୁପର ଜାଲିଆତି ଓ ରାଷ୍ଟ୍ର ବିରୋଧୀ କାର୍ଯ୍ୟ ବିରୋଧରେ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଗଣବିକ୍ଷୋଭ…

ଦାଦନ ଖଟୁଛନ୍ତି ଉଚ୍ଚଶିକ୍ଷିତ ଭଉଣୀଭାଇ

ଲାଠୋର,୬ା୨(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମର ଦେବରାଜ ଶଗଡ଼ିଆ(୬୦)ଙ୍କ ଗ୍ରାଜୁଏଟ ଝିଅ କୁନ୍ତଳା ଚଳିତ ବର୍ଷ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଛନ୍ତି। ତାଙ୍କ ସହ +୨ ପାଠ ପଢିଥିବା ଭଉଣୀ ଶୁଶିଲା ଏବଂ ମା’ ତେଜବନ୍ତି…

ଶୋଇଥିବା ବେଳେ ଖଣ୍ଡାରେ ହାଣି ହତ୍ୟା

ବଲାଙ୍ଗୀର ଅଫିସ, ୫।୨: ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅଏଁଲାସାରି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ଅଏଁଲାସାରୀ ଗାଁର ଜନ୍ମ ଖୁଣ୍ଟୁଲି(୫୫)। ଜନ୍ମ ଘରେ ଶୋଇଥିବାବେଳେ ଗଁାର ବିଭୂତି ଷାଣ୍ଢ ତାଙ୍କୁ ଆକ୍ରମଣ…

ତୂଳୀରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ବଲାଙ୍ଗୀର ଅଫିସ,୫।୨: ଅଗ୍ରଣୀ ସାମାଜିକ ସାଂସ୍କୃତିକ ସଙ୍ଗଠନ ଭୂମିକା ପକ୍ଷରୁ ସ୍ଥାନୀୟ ବଲାଙ୍ଗୀର ପବ୍ଲିକ ସ୍କୁଲରେ ରବିବାର ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର ସହରର ବିଭିନ୍ନ ସ୍କୁଲର ୨୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଯୋଗଦେଇ ଚିତ୍ର ଆଙ୍କି ନିଜ ପ୍ରତିଭା…

ଆୟୁର୍ବେଦ ମହାବିଦ୍ୟାଳୟ ଶିକ୍ଷକ ସଂଘ ନିର୍ବାଚନ

ବଲାଙ୍ଗୀର ଅଫିସ,୪।୨: ଓଡ଼ିଶା ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଶିକ୍ଷକ ସଂଘର ସାଧାରଣ ଅଧିବେଶନ ଏବଂ ନିର୍ବାଚନୀ ସଭା ସ୍ଥାନୀୟ ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଓଡ଼ିଶାର ୩ଟି ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟର ଶିକ୍ଷକ ଉପସ୍ଥିତ…

ଖୋଲା ଆକାଶ ତଳେ ପଢୁଛନ୍ତି ଛାତ୍ରୀଛାତ୍ର

ସଇଁତଲା,୪ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡୁଙ୍ଗୁରିପାଲି ପଞ୍ଚାୟତ ଅନ୍ତର୍ଗତ କୁଅଁାରଗଁାଠାରେ ଥିବା ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟକୁ ରାଜ୍ୟ ସରକାର ୫-ଟିରେ ସାମିଲ କରି ସ୍ମାର୍ଟ କ୍ଲାସ ରୁମ ନିର୍ମାଣ ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏହି ବିଦ୍ୟାଳୟରେ ନବମ…

ଉନ୍ନୟନ କାମ ଅବ୍ୟବସ୍ଥା ନେଇ ଉଦ୍‌ବେଗ

ଦେଓଗାଁ,୪ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବଡବନ୍ଧ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ବିଭିନ୍ନ ବିଭାଗ କାର୍ଯ୍ୟର ଅଗ୍ରଗତି ନେଇ ବିଧାୟକ ନରସିଂହ ମିଶ୍ର ସମୀକ୍ଷା କରିଛନ୍ତି। ପ୍ରଥମେ ୨୦୧୪-୧୫ ସମିହାରୁ ବିଧାୟକଙ୍କ ପାଣ୍ଠି ବିନିଯୋଗକୁ ନେଇ ସମୀକ୍ଷା କରିଥିଲେ।…

ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ କ୍ରାଇମ୍‌ବ୍ରାଞ୍ଚର…

କଫ ସିରଫ ବେପାରୀଙ୍କୁ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ,୩।୨: କଫ ସିରଫ କାରବାର ମାମଲାରେ ଶୁକ୍ରବାର ବରପାଲିପଡାର ପ୍ରଶାନ୍ତ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏନେଇ ଏସ୍‌ଡିପିଓ ତୋଫାନ ବାଗ ଶୁକ୍ରବାର ଟାଉନ ଥାନାରେ ଖବରଦାତା ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ପୋଲିସ ବାରମ୍ବାର…

୬ ଜଣ କୁଚିଆ ମଦ ବେପାରୀଙ୍କୁ ୧୧୦ ଦଫାରେ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ,୩।୨: ବଲାଙ୍ଗୀର ସହରରେ ଅପରାଧିମାନଙ୍କ ସଂଖ୍ୟା ଓ କୁଚିଆ ମଦ ବେପାରୀଙ୍କ ସଂଖ୍ୟା ଦିନ କୁ ଦିନ ବଢିବାରେ ଲାଗିଛି ା ପୋଲିସ ଶୁକ୍ରବାର ୬ ଜଣ ପେସାଦାର କୁଚିଆ ମଦ ବେପାରୀଙ୍କୁ ୧୧୦ ଦଫାରେ କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?