ବଲାଙ୍ଗୀର

କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ହେବ ଶୁଣାଣି

ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରୁ ମାମଲାଟିକୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟକୁ…

ପ୍ରେମ ସମ୍ପର୍କରୁ ଶିକ୍ଷକଙ୍କୁ ହତ୍ୟା, ପ୍ରେମିକା ଅଟକ

ବଲାଙ୍ଗୀର ଅଫିସ,୨୫।୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିଲା। ଘଟଣାସ୍ଥଳରେ ପହଞ୍ଚତ୍ ବଲାଙ୍ଗୀର ସଦର ଏସ୍‌ଡିପିଓ ତୋଫାନ୍‌ ବାଗ…

ପୋଲିସ ବସ୍‌ ଧକ୍କାରେ ଗଲା ପ୍ରିଜାଉଡିଂ ଅଫିସରଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୫ା୨: ଶେଷ ପର୍ଯ୍ୟାୟ ନିର୍ବାଚନ ସାରି ଘରକୁ ଫେରୁଥିବା ପ୍ରିଜାଇଡିଂ ଅଫିସର ଶିକ୍ଷକ ସୁଦାମ ଚରଣ ପୁରୋହିତ(୫୨)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଟିଟିଲାଗଡ଼ ବ୍ଳକ ଖୋଲାନ ନିର୍ବାଚନ ବୁଥରେ ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ନିର୍ବାହ କରି…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବାକୁ ପ୍ରବଳ ଉତ୍ସାହ

ବଲାଙ୍ଗୀର ଅଫିସ,୨୨।୨: ବଲାଙ୍ଗୀର ଜିଲାରେ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ ଆରମ୍ଭ ହୋଇଛି । ବଲାଙ୍ଗୀର ନିର୍ବାଚନ ମଣ୍ଡଳୀର ବଲାଙ୍ଗୀର ଓ ଦେଓଗାଁ ତଥା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ଗୁଡଭେଲା ବ୍ଳକ ଅନ୍ତର୍ଗତ ୬ଟି ଜିଲା ପରିଷଦ ଜୋନ୍‌, ୬୪…

ସମ୍ମାନ ମିଳିଛି, ସାମ୍ବିଧାନିକ ସ୍ବୀକୃତି ନାହିଁ

ବଲାଙ୍ଗୀର ଅଫିସ, ୨୨ା୨:କୋସଲୀ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଶ୍ୱସ୍ତରରେ ସମ୍ମାନ ଓ ଆଦର ମିଳୁଛି। ବିଭିନ୍ନ ଭାଷାରେ ଅନୁବାଦ କରାଯାଉଛି। ଖୋଦ୍‌ କେନ୍ଦ୍ର ଓ ରାଜ୍ୟ ସରକାର ଏହି ଭାଷାର କବି, ଲୋକଙ୍କୁ ମର୍ଯ୍ୟାଦାଜନକ ସମ୍ମାନରେ ସମ୍ମାନିତ କରୁଛନ୍ତି।…

କୋଶଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନ ମିଳିଲେ ଆନ୍ଦୋଳନ

ବଲାଙ୍ଗୀର ଅଫିସ,୨୧।୨: କୋଶଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନରେ ସୋମବାର ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ନରସିଂହ…

କଡ଼ା ସୁରକ୍ଷାରେ ଭୋଟ ଦେଲେ ମତଦାତା

ବଲାଙ୍ଗୀର ଅଫିସ, ୧୮।୨: ବଲାଙ୍ଗୀର ଜିଲାରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି । ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ଆଗଲପୁର, ଲୋଇସିଂହା ଓ ପୁଇଁତଲା ବ୍ଳକ ଅନ୍ତର୍ଗତ ୭ଟି ଜିଲା ପରିଷଦ ଜୋନ, ୬୫ ପଞ୍ଚାୟତ ଓ ୮୧୦…

ନିଆଁ ଲଗାଇ ପୋଡ଼ିଦେଲେ

ଲାଠୋର,୧୭।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ଗ୍ରାମର ସତ୍ୟ ପସାୟତଙ୍କ ଘରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଫଳରେ ଘରେ ଥିବା ସମସ୍ତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ଅଗ୍ନି କାଣ୍ଡରେ କେହି ମୃତାହତ ହୋଇ…

ହସ୍ପିଟାଲ ପରିସରରେ ପଡିଛି ନବଜାତକର ମୃତଦେହ

ବଲାଙ୍ଗୀର ଅଫିସ,୧୭।୨: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗୁରୁବାର ଏକ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କିଭଳି ପରିସ୍ଥିତିରେ ନବଜାତ ଶିଶୁ ମୃତଦେହ ଏଠାରେ ପଡ଼ିଲା ତାହା ଜଣାପଡିନାହିଁ । ପୂର୍ବରୁ ମଧ୍ୟ ହସ୍ପିଟାଲ ପରିସରରେ…

ସ୍ତ୍ରୀଙ୍କ ପାଇଁ ପ୍ରଚାର କରି ଶିକ୍ଷକ ନିଲମ୍ବିତ

ବଲାଙ୍ଗୀର ଅଫିସ, ୧୫ା୨:ସରକାରୀ କର୍ମଚାରୀ ହୋଇ ସ୍ତ୍ରୀଙ୍କ ପାଇଁ ନିର୍ବାଚନ ପ୍ରଚାରରେ ଭାଗନେବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା ପୁଇଁତଲା ଥାନା ଲୋକାପଡ଼ା ଗ୍ରାମର ସମ୍ପୃକ୍ତ ପ୍ରାଥମିକ ସ୍କୁଲ ସହକାରୀ ଶିକ୍ଷକ ତରଣୀସେନ୍‌ ପଧାନଙ୍କୁ ଚାକିରିରୁ…

ମମିତା ମେହେର ହତ୍ୟା ମାମଲା: ଚାର୍ଜଶିଟ୍‌ ଦାଖଲ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ,୧୧।୨: କଳାହାଣ୍ଡି ଜିଲାର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରେ ବଲାଙ୍ଗୀର ପୋଲିସ ପକ୍ଷରୁ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ଡ୍ରାଇଭର ରାଧେଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଆସନ୍ତା…

ପ୍ରାର୍ଥୀଙ୍କୁ ହତ୍ୟା ଧମକ, ଚିରିଲେ ବ୍ୟାନର

ପାଟଣାଗଡ଼,୧୧ା୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଭଇଁଷାଠାରେ ସମିତି ସଭ୍ୟ ପ୍ରାର୍ଥିନୀ ଭାନୁପ୍ରିୟା ନାଏକଙ୍କୁ ପ୍ରଚାର ବେଳେ କେତେକ ବ୍ୟକ୍ତି ଗାଳିଗୁଲଜ କରିଥିବା ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ଭାନୁପ୍ରିୟା ପାଟଣାଗଡ଼ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri