ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ପିଇଓଙ୍କ ଶାନ୍ତିପଡ଼ା ଘର ଏବଂ ପୁଇଁନ୍ତଲା ଅଫିସରେ ଏକକାଳୀନ ଚଢ଼ାଉ...
ଓ୍ବେସ୍କୋ ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ସୁନା ବିସ୍କୁଟ ଜବତ
ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ ହାଉସ ନିକଟରେ ଥିବା ତାଙ୍କ ଘର ଓ ପ୍ୟାଲେସରେ ଥିବା ୱେସ୍କୋ...
‘ସବୁ ବ୍ୟକ୍ତି ଭିତରେ କବି ସତ୍ତାଟିଏ ରହିଛି’
ବଲାଙ୍ଗୀର ଅଫିସ, ୨୮ା୧୨: କଥାଶିଳ୍ପୀ ଡା. ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ ଉନ୍ମୋଚିତ ହୋଇଛି ା ବଲାଙ୍ଗୀର ପୂଜ୍ୟପୂଜା ସଙ୍ଗଠନ ପକ୍ଷରୁ ସ୍ଥାନୀୟ ଲିଟେରାରୀ ଆଣ୍ଡ ସୋସିଆଲ କ୍ଳବ ପରିସରରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ...
ଚାଷୀ ଆନ୍ଦୋଳନରେ ସାମିଲ ହେଲେ ବିଧାୟକ
ବଲାଙ୍ଗୀର ଅଫିସ, ୨୭ା୧୨- ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଶନିବାର ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ଗସ୍ତ କରିଥିଲେ। ପ୍ରଥମେ ସେ ମୁଣ୍ଡପଲା ଛକଠାରେ ଚାଲିଥିବା କେନ୍ଦ୍ର କୃଷି ଆଇନ ବିରୋଧ ଚାଷୀ ଆନ୍ଦୋଳନରେ ସାମିଲ ହୋଇ ଆନ୍ଦୋଳନରତ...
ଅସମ୍ଭାଳ ଶୀତ, ଥରୁଛି ବଲାଙ୍ଗୀର
ବଲାଙ୍ଗୀର ଅଫିସ, ୨୭ା୧୨: ବଲାଙ୍ଗୀରରେ ଶୀତର ପ୍ରକୋପ ଦେଖାଯାଉଛି। କିଛିଦିନ ହେଲା ପ୍ରବଳ ଶୀତ ଯୋଗୁଁ ସନ୍ଧ୍ୟା ୬ଟାରୁ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଲୋକେ ଅତି ଜରୁରୀ କାମ ନ ପଡିଲେ ଘରୁ ବାହାରୁ ନାହାନ୍ତି। ବଲାଙ୍ଗୀର ସହରର ଲୋକେ...
ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ
ଖପ୍ରାଖୋଲ,୨୫।୧୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା କୃଷି ସମବାୟ ସମିତି ଜୁରିଆ ଧାନମଣ୍ଡିରେ ଖୋଲା ଆକାଶ ତଳେ ପଡିରହିଛି ଶହଶହ ବସ୍ତା ଧାନ। ଏହି ମଣ୍ଡିରେ ଚଳିତ ବର୍ଷ ୮୦୯ ଜଣ ଚାଷୀ ଧାନ ବିକ୍ରି ପାଇଁ ନାମ...
ଏକଦିବସୀୟ ଭଲିବଲ ଟୁର୍ନାମେଣ୍ଟ : ବଲାଙ୍ଗୀର ଚାମ୍ପିୟନ
ବଲାଙ୍ଗୀର ଅଫିସ, ୨୩ା୧୨ – ବଲାଙ୍ଗୀର ସଦର ବ୍ଲକ ଶିବତଲା ଭଲିବଲ ଆସୋସିଏଶନ ପକ୍ଷରୁ ଏକଦିବସୀୟ ଭଲିବଲ ପ୍ରତିଯୋଗିତା ଶିବତଲା ମିନିଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର, ପାଟଣାଗଡ, ଶିବତଲା ସମେତ ୬ଟି ଦଳ ଅଂଶଗ୍ରହଣ କରିଥିଲେ। ମୁଖ୍ୟଅତିଥି ଭାବେ...
ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର,...
ଫଳ ବଜାରରେ ଲାଗିଲା ନିଆଁ
ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ...
ପୁଅକୁ ବିଷ ଦେଇ ମା’ ପିଇଲେ
ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଦୁଇବର୍ଷର ପୁଅକୁ ବିଷ ପିଆଇବା ପରେ ସ୍ତ୍ରୀ ରିକି ରଣା(୨୫) ନିଜେ ବିଷ...
ମଣ୍ଡି ବ୍ୟବସ୍ଥା ନାହିଁ: ମକାଚାଷୀ ଶୋଷଣର ଶିକାର
ଲାଠୋର, ୧୪।୧୨(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ମକାଚାଷୀ ସଙ୍କଟରେ ପଡିଛନ୍ତି। ଏଠାରେ ମଣ୍ଡିର ସୁବିଧା ନ ଥିବା ଯୋଗୁ ଶୋଷଣର ଶିକାର ହେଉଥିବା ରବୀନ୍ଦ୍ରନାଥ ବିଶ୍ବାଳ, ବିରଞ୍ଚି ମାଝି, ଅମୂଲ୍ୟ ବିଶ୍ବାଳ, ଶିବ ରଣା, ଭିକାରି...
ଆଦିବାସୀ କପ୍ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ
ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍ ପତ୍ରାପାଲି ଏବଂ ବାଲିପଟା ମଧ୍ୟରେ ହୋଇଥିଲା। ପତ୍ରାପାଲି ପ୍ରଥମେ ବ୍ୟାଟିଂ କରି...
Archives


