ବଲାଙ୍ଗୀର

ଗୋଷ୍ଠୀ ସଂଘର୍ଷରେ ଫୁଟିଲା ଗୁଳି

ବଲାଙ୍ଗୀର ଅଫିସ,୧୫ା୧: ବଲାଙ୍ଗୀର ସଦର ଥାନା ଅଧୀନ ସଦାଇପାଲିଠାରେ ଜମି ମାପଚୁପ ବେଳେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଗୁଳି ଫୁଟିଛି। ଏଥିରେ ଦିଲୀପ ପଟ୍ଟନାୟକ ନାମକ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କ କାନ୍ଧରେ ଗୁଳି ବାଜିଛି। ରବିବାର ସଦାଇପାଲିଠାରେ…

ଗଭୀର ନଳକୂପ ପାଣିପମ୍ପ୍‌ ଚୋରି

ଲୋଇସିଂହା,୧୫।୧(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ କରକଚିଆ ଛକ ନିକଟରେ ଥିବା ଏକ ଗଭୀର ନଳକୂପର ପମ୍ପ୍‌ ଚୋରି ହୋଇଯାଇଛି। ଏ ନେଇ ମନସାପାଲି ଗ୍ରାମବାସୀ ଲୋଇସିଂହା ଥାନାରେ ଅଭିଯୋଗ କରିଛନ୍ତି। ଏହାପୂର୍ବରୁ ସମ୍ପୃକ୍ତ ଅଞ୍ଚଳର ରାସ୍ତାଘାଟରେ ଲାଗିଥିବା ଲୁହା…

ମଣ୍ଡିରେ ପଡିଛି ସାଢେ ୩ ହଜାର କୁଇଣ୍ଟାଲ ଧାନ

ଲୋଇସିଂହା,୧୪।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ସମବାୟ ମସିତି(ପାକ୍ସ)ରେ ସାଢେ ୩ ହଜାର କୁଇଣ୍ଟାଲ ଧାନ ବିକ୍ରି ପାଇଁ ପଡି ରହିଛି । ପାକ୍ସରେ ଜାଗା ଅଭାବରୁ ୩ କିମି ଦୂର ଭାଲିଆମୁଣ୍ଡା ସାପ୍ତାହିକ ବଜାରରେ ଗତ ୩ ଦିନ…

ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରସ୍ତୁତ: ଜିଲାପାଳ

ବଲାଙ୍ଗୀର ଅଫିସ,୧୩।୧: ସ୍ଥାନୀୟ ପିଆର୍‌ ହାଇସ୍କୁଲ ବ୍ୟାଡମିଣ୍ଟନ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି। ୯, ୧୧, ୧୫ ଓ ୧୭…

ଟ୍ରଲରକୁ ପିଟିଲା ସ୍କର୍ପିଓ: ଜଣେ ମୃତ, ୪ ଗୁରୁତର

ଲୋଇସିଂହା,୧୧।୧(ଡି.ଏନ.ଏ.): ବଲାଙ୍ଗୀର-ବରଗଡ଼ ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ଛକରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରଲର ଗାଡିକୁ ଏକ ସ୍କର୍ପିଓ ପିଟହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪…

ରାସ୍ତାରେ ଭାସୁଛି ଡ୍ରେନ୍‌ ପାଣି

ଲାଠୋର,୯ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରାୟ ୨୦ ମିଟର ଡ୍ରେନ ପୋତି ହୋଇ ଯିବାରେ ମଇଳା ପାଣି ମୁଖ୍ୟରାସ୍ତାରେ ଭାସୁଛି। ସେହି ରାସ୍ତା…

ଆନ୍ଧ୍ରପ୍ରଦେଶରେ ଦାଦନ ଶ୍ରମିକ ନିଖୋଜ

ଖପ୍ରାଖୋଲ,୮ା୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସଦର ମହକୁମା ଗାଁର ଜଣେ ଦାଦନ ଶ୍ରମିକ କାମ ପାଇଁ ଟ୍ରେନ ଯୋଗେ ଗତ ୫ତାରିଖ ମାଡ୍ରାସକୁ ଇଟା ଗଢିବା ପାଇଁ ପରିବାର ସହ ଯାଉଥିଲେ। ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ରେଳଷ୍ଟେଶନରୁ ସେ ନିଖୋଜ ହୋଇଯାଇଥିବା…

ଗାଁରେ ପଶି ଘର ଭାଙ୍ଗିଲେ ହାତୀପଲ

ଗୁଡ଼ଭେଲା,୮ା୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅଧୀନ ଜାମୁଟ, ରହେନମାଳ ଓ ତରଙ୍ଗମୁଣ୍ଡାରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ସକାଳେ ଏହିସବୁ ଗ୍ରାମର ଚାଷୀଙ୍କ ରାହାଡି, ଧାନ ଓ ପରିବାର ଫସଲକୁ ହାତୀପଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି।…

ଗଞ୍ଜେଇଟଣାକୁ ନେଇ ଝଗଡ଼ା, ସାଥୀ ଜଗୁଆଳି ଗିରଫ

ବଲାଙ୍ଗୀର ଅଫିସ,୭ା୧: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଅଇଁଲାଚୁଆଁ ଫାର୍ମହାଉସ ରାତି ଜଗୁଆଳି ରାତୁ ଭୁଏ (୨୪) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ହତ୍ୟାକାଣ୍ଡରେ ପୋଲିସ ଅଭିଯୁକ୍ତ ଭାବେ ଉକ୍ତ ଫାର୍ମ ହାଉସର ଅନ୍ୟତମ ରାତି ଜଗୁଆଳି ସୋନୁ ବାଗ (୬୪)ଙ୍କୁ…

ଜବରଦଖଲ ଉଚ୍ଛେଦକୁ ନେଇ ହାଇଡ୍ରାମା

ବଲାଙ୍ଗୀର ଅଫିସ,୬ା୧: ବଲାଙ୍ଗୀର ସହରରେ ଜବରଦଖଲ ଉଚ୍ଛେଦକୁ ନେଇ ଗୁରୁବାର ହାଇଡ୍ରାମା ଦେଖିବାକୁ ମିଳିଥିଲା। ସହରର ଇଚ୍ଛାପଡା, ଇନ୍ଦିରାନଗର, ତୁଲସୀନଗର ସମେତ ଅନ୍ୟ କିଛିପଡାର ଶତାଧିକ ମହିଳା ଓ ପୁରୁଷ ଶୋଭାଯାତ୍ରାରେ ଜିଲାପାଳ ଅଫିସ ସମ୍ମୁଖକୁ ଆସି ଦୀର୍ଘ ସମୟ ଧରି…

୬ରେ ବଲାଙ୍ଗୀର ବନ୍ଦ ଡାକରା

ବଲାଙ୍ଗୀର ଅଫିସ, ୫ା୧: ମହାରାଣୀ ସାଗର ପୁନରୁଦ୍ଧାର ଏବଂ ସୌନ୍ଦର୍ଯ୍ୟକରଣ, ଲକ୍ଷ୍ମୀଯୋର ସୌନ୍ଦର୍ଯ୍ୟକରଣ ଏବଂ ସମଲେଶ୍ୱରୀ ମନ୍ଦିର ଉନ୍ନତିକରଣ କାର୍ଯ୍ୟ ଆରମ୍ଭ ଦାବି ନେଇ ଆସନ୍ତା ୬ ତାରିଖରେ ବଲାଙ୍ଗୀର ବନ୍ଦ ପାଳନ ପାଇଁ ଆକ୍ସନ କମିଟି ନେତୃତ୍ୱରେ ନିଷ୍ପତ୍ତି ହୋଇଥିଲା।…

ଗୋବିନ୍ଦଙ୍କ ଝିଅ-କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ଅଡିଓ ଭାଇରାଲ

ବଲାଙ୍ଗୀର ଅଫିସ, ୫ା୧: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଝିଅ ଲିପିକା ସାହୁ ଏବଂ କ୍ରାଇମବ୍ରାଞ୍ଚ ଟିମ୍‌ ଅଧିକାରୀଙ୍କ ଏକ ଅଡିଓ ଭାଇରାଲ ହୋଇଛି। ଏହି ଅଡିଓ ଭାଇରାଲ ହେବା ପରେ ଗୋବିନ୍ଦଙ୍କ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?