ଲକ୍ଷାଧିକ ଟଙ୍କାର କଫ ସିରପ୍ ଜବତ, ୨ ଗିରଫ
ବଲାଙ୍ଗୀର ଅଫିସ,୨୭।୧: ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ବାରପୁଡଗିଆ ନିକଟରେ ଏକ ବେଆଇନ କଫ ସିରପ୍ ବୋଝେଇ ଗାଡ଼ି (ଓଡି୩୧-୦୭୮୬)କୁ ସଦର ଥାନା ପୋଲିସ ଜବତ କରିଛି। ଏହା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦୁଇ...
ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ କୋର କମିଟି ଅଧ୍ୟକ୍ଷ
ବଲାଙ୍ଗୀର ଅଫିସ, ୨୬।୧: ବଲାଙ୍ଗୀର ଜିଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ ଜିଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଶରୀୟା ହିନ୍ଦୁ ବାହିନୀର ରାଜ୍ୟ ମହାମନ୍ତ୍ରୀ ତଥା କୋର କମିଟି ଅଧ୍ୟକ୍ଷ ସନ୍ତୋଷ...
ସାଇକେଲରେ ବୁଲିଲେ ଉପଜିଲାପାଳ
ଟିଟିଲାଗଡ଼, ୨୪।୧: ସଡ଼କ ସରୁକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଉପଜିଲାପାଳ ସୌମେଶ ଉପାଧ୍ୟାୟ ସାଇକେଲରେ ବୁଲି ସଚେତନ ବାର୍ତ୍ତା ପ୍ରଦାନ କରିଛନ୍ତି। ତାଙ୍କ ସହ ସ୍ଥାନୀୟ ଅଞ୍ଚଳ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସାମାଜିକ ସଂଗଠନ କର୍ମକର୍ତ୍ତା,...
ପାଣିମଡ଼ାକୁ କେନ୍ଦ୍ର କରି ଡବଲ ମର୍ଡର: ୫ ଅଟକ
ବଲାଙ୍ଗୀର ଅଫିସ,୨୪।୧: ଜରାସିଂହା ଗାଁରେ ଶନିବାର ସନ୍ଧ୍ୟାରେ ଜମିରେ ପାଣିମଡ଼ାକୁ କେନ୍ଦ୍ର କରି ସଂଘଟିତ ଡବଲ ମର୍ଡର ଘଟଣାରେ ପୋଲିସ ଅନୁସନ୍ଧାନ ଆରମ୍ଭ ପରେ ୫ ଜଣଙ୍କୁ ଅଟକ ରଖିଛି। ସଦର ଏସ୍ଡିପିଓ ଶ୍ରୀମନ୍ତ ବାରିକ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ...
ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର...
ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ
ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।...
ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ
ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ମାନବିକତା ଦେଖାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡ଼ମାଳ ଗୋଳାବାରୁଦ କାରଖାନା...
ଦାଦନ ପିଲାଙ୍କ ଶିକ୍ଷାରେ ଡୋରି
ଲାଠୋର, ୨୦।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚାଲିଥିବା ଋତୁକାଳୀନ ଆବାସିକ ଛାତ୍ରାବାସ ଏବେ ବନ୍ଦ ରହିଛି। ବକେୟା ଟଙ୍କା ମିଳି ନ ଥିବାରୁ ଶିକ୍ଷକମାନେ ଛାତ୍ରାବାସ ଖୋଲିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ଅଞ୍ଚଳର ଦାଦନ ପରିବାରର...
ବିବାହ ପରେ ରକ୍ତଦାନ
ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା ସୁବ୍ରତଙ୍କ ବିବାହ ଦିନ। ବିବାହ ପରେ ବରବେଶରେ ସେ ନବବଧୂ ଶ୍ୱେତପୂର୍ଣ୍ଣାଙ୍କୁ ଧରି...
ଲାଞ୍ଚ ନେଇ କଲେଜ ଅଧ୍ୟକ୍ଷା ଗିରଫ
ବଙ୍ଗୋମୁଣ୍ଡା,୧୯।୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଯୁକ୍ତ୨ ଜୁନିୟର କଲେଜ ଅଧ୍ୟକ୍ଷା ମିନତୀ ରଥ ଲାଞ୍ଚ ନେଇ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। କଲେଜରେ କାର୍ଯ୍ୟରତ ଲାଇବ୍ରେରିଆନ୍ ଡୋଳାମଣି ମେହେରଙ୍କଠାରୁ ଲାଞ୍ଚ ବାବଦ ୮୦ ହଜାର ଟଙ୍କା ନେଲା...
୪ମାସ ପରେ ସାମ୍ନାକୁ ଆସିଲା ବଳାତ୍କାର ଘଟଣା
ଟିଟିଲାଗଡ଼,୧୮।୧: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ସରକାରୀ ଡାକ୍ତରଖାନାରେ ଜଣେ ଦଳିତ ଭିନ୍ନକ୍ଷମ ନାବାଳିକା ବଳାତ୍କାରର ଶିକାର ହୋଇଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ନାବାଳିକା ଅନ୍ତସତ୍ତ୍ୱା ହେବା ପରେ ଘଟଣା ସାମନାକୁ ଆସିଛି। ପରିବାର ଲୋକେ ଏ ନେଇ...
ପରପାରିରେ ସର୍ବହରା ସାଥୀ ଲଳିତ ନାୟକ
ବଲାଙ୍ଗୀର ଅଫିସ,୧୮।୧: ଗରିବ, ଖଟିଖିଆ, ଶ୍ରମିକ, ମୂଲିଆ ସର୍ବହରାର ସାଥୀ ଲଳିତ କୁମାର ନାୟକ (୬୨)ଙ୍କ ସୋମବାର ସକାଳେ ଭୁବନେଶ୍ବରସ୍ଥିତ ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ହେଲା ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗ ଖବର ପ୍ରଚାରିତ...
Archives


