ବଲାଙ୍ଗୀର

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ଲୋଇସିଂହା,୨୯।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ସୋମବାର ସକାଳେ ମୃତ୍ୟୁ ଘଟଛି l ମୃତ ଚାଷୀ ଜଣଙ୍କ ହେଲେ ଗୋପାଳ ପୋଢ଼(୪୮)l ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ…

ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିବେଦନ କଲେ ଅଭୟ

ବଲାଙ୍ଗୀର ଅଫିସ,୨୮ା୧୧: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର ବଲାଙ୍ଗୀର ଗସ୍ତରେ ଆସି ବଲାଙ୍ଗୀର ଜିଲାର ମାଓବାଦୀ ଅପରେଶନ ତଦାରଖ କରିବା ସହ ପୋଲିସ ଗୁଳିରେ ଟଳି ପଡ଼ିଥିବା ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନର ଏରିଆ କମିଟି ସଦସ୍ୟ ଶଙ୍କରଙ୍କ ସମ୍ପର୍କରେ ସୂଚନା ଦେଇଥିଲେ…

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ ଥାନା ଯୁନାନୀବାହାଲ ଗାଁ ନିକଟରେ ମାଓବାଦୀ ଓ ପୋଲିସ ମୁହଁାମୁହିଁ ହୋଇଥିଲେ। ଏହି ଘଟଣା…

୯୬,୫୦୦ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବଲାଙ୍ଗୀର ଜିଲାର ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂରଣ କରିଛନ୍ତି। ଅର୍ଥାଭାବରୁ ତାଙ୍କ ନାମଲେଖା ପ୍ରକ୍ରିୟାରେ ବାଧା ଉପୁଜିଥିଲା। ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର…

ଭୋଜି ସାରି ଫେରୁଥିଲେ ଘରକୁ, ହେଲେ ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ରଣ୍ଡା ଛକ ନିକଟରେ ବୁଧବାର ବୋଲେରୋ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ମୃତାହତମାନେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା, ଭୁତିଆରବାହାଲ, ବିଡିଘାଟ,…

ରନ୍ଧନ ଗ୍ୟାସ ଅହେତୁକ ଦର ବୃଦ୍ଧିରେ ଗଣଧାରଣା

ବଲାଙ୍ଗୀର ଅଫିସ,୨୩।୧୧: ରନ୍ଧନ ଗ୍ୟାସ ବୃଦ୍ଧି ବିରୋଧରେ ମଙ୍ଗଳବାର ବଲାଙ୍ଗିର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜୁ ମହିଳା, ଯୁବ ଛାତ୍ର ଜନତା ଦଳ ତରଫରୁ ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗିର ପୁର୍ବତନ ସାଂସଦ…

ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରର ହେବ ଯାଞ୍ଚ

ବଲାଙ୍ଗୀର ଅଫିସ, ୨୧।୧୧: ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଗୋବିନ୍ଦ ସାହୁଙ୍କ ହସ୍ତାକ୍ଷରରୁ ବଡ଼ ପ୍ରମାଣ ମିଳିପାରେ। ସନସାଇନ ସ୍କୁଲ ଓ ମହାଲିଙ୍ଗ କଲେଜର ବିଭିନ୍ନ ଗୁମର ମଧ୍ୟ ଫିଟିପାରେ। ଏସବୁର ତଦନ୍ତ ପାଇଁ ପୋଲିସ ଅଧିକ ପ୍ରମାଣ ଯୋଗାଡ଼…

କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୮ା୧୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଉପଜିଲାପାଳ ଅଫିସର ମୁଖ୍ୟ କିରାଣି ରମେଶ କୁମାର ନାଗଙ୍କ ଘରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ରମେଶଙ୍କ ବଲାଙ୍ଗୀରସ୍ଥିତ ଶାନ୍ତିପଡ଼ା ଘର, ତାଲପାଲିପଡ଼ାର ପୈତୃକ ଘର ସହ ସୁବର୍ଣ୍ଣପୁର…

ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ,୧୨।୧୧: ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହି କ୍ରମରେ ଶୁକ୍ରବାର ବଲାଙ୍ଗୀରରେ ବନ୍ଦ ପାଳନ ଜୋରଦାର ହୋଇଛି । ସକାଳୁ…

ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ

ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ହେଲେ ବୈକୁଣ୍ଠ ମାଝି(୫୮)। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମହେଶ୍ୱର ମାଝି(୨୫) ଥାନାରେ ଆତ୍ମସମର୍ପଣ କରିଛନ୍ତି।…

ଦ୍ୱନ୍ଦ୍ୱ ଦୂର କରିପାରୁନି ତଦନ୍ତ

ବଲାଙ୍ଗୀର ଅଫିସ, ୯।୧୧: କଳାହାଣ୍ଡି ଜିଲା କେଗଁା ଥାନା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ଅପହରଣ ଓ ହତ୍ୟା ଘଟଣାକୁ ମାସେ ପୂରିଛି। ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ଏବେବି ସରଗରମ ରହିଥିଲେ ମଧ୍ୟ ତଦନ୍ତ…

ପଞ୍ଚାୟତ ଅଫିସରେ ବୁଲାଇଲେ କଳାକନା

ଲାଠୋର,୭ା୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ କାର୍ଯ୍ୟାଳୟରୁ କମ୍ପ୍ୟୁଟର, ଇନଭର୍ଟର ଓ ଅନ୍ୟାନ୍ୟ କେତେକ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ବିଜୟଲକ୍ଷ୍ମୀ ବାଗ ରବିବାର ଲାଠୋର ଥାନାରେ ଏତଲା ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri