କଲରାପତରିଆ ବାଘ ଛାଲ ଜବତ: ଅଭିଯୁକ୍ତ ଗିରଫ
ବଲାଙ୍ଗୀର ଅଫିସ,୩୦।୬: ବଲାଙ୍ଗୀର ଜିଲା ସଇଁତଳା ରେଞ୍ଜ କଅଁସର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଚଢ଼ାଉ କରାଯାଇ ବାଘ ଛାଲ ଜବତ ହୋଇଛି। ଡିଏଫ୍ଓ ସମୀର ଶତପଥୀଙ୍କ ନେତୃତ୍ୱରେ ବନବିଭାଗର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରି ଏକ କଲରାପତରିଆ ବାଘ ଛାଲ…
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର ହଲନଭଟା,…
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପ୍ରସନ୍ନ ବାଗ(୪୨)। ଏଥିରେ ଉଭୟ ପକ୍ଷର ଅନ୍ୟ ୭ଜଣ ଆହତ ହୋଇଛନ୍ତି।…
ପ୍ରେମ ପାଇଁ ୫ ଘଣ୍ଟାର ଆତଙ୍କ
ବଲାଙ୍ଗୀର ଅଫିସ, ୧୬ା୬:ଏକତରଫା ପ୍ରେମକୁ ନେଇ ବଲାଙ୍ଗୀର ସହରରେ ମଙ୍ଗଳବାର ସକାଳେ ଦେଖିବାକୁ ମିଳିଛି ୫ଘଣ୍ଟାର ଆତଙ୍କ। ଜଣେ ବନ୍ଧୁକଧାରୀ ଯୁବକ ଅନ୍ୟ ଜଣେ ବ୍ୟକ୍ତିଙ୍କ ଘରେ ପଶି ତିନିଜଣଙ୍କୁ ବନ୍ଧକ ରଖି ଆତଙ୍କରାଜ ଚଳାଇଥିଲେ। ଏହାପରେ ଏସ୍ପି ନୀତିନ କୁଶଲକରଙ୍କ…
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏନେଇ ବଲାଙ୍ଗୀର ଏସ୍ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ରହୁଥିବା ଜଣେ…
ହଠାତ୍ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…
ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ…
ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା। ଝିଅ…
ପ୍ରେମିକାଙ୍କ ପାଇଁ ସାଙ୍ଗର ଜୀବନ ନେଲା ସାଙ୍ଗ
ରାୟଗଡ଼ା ଅଫିସ/ଟିଟିଲାଗଡ଼,୩୧।୫: ପ୍ରେମ ପାଇଁ ତୁଚ୍ଛ ହୋଇଗଲା ବନ୍ଧୁତ୍ୱ। ପ୍ରେମିକାଙ୍କୁ ପାଇବା ପାଇଁ ବନ୍ଧୁଙ୍କ ଜୀବନ ନେଇଗଲେ ସାଙ୍ଗ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅଞ୍ଚଳରେ ଘଟିଛି ଏଭଳି ଏକ ଘଟଣା। ପୋଲିସ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…
ମାଛ କିଣିବା ପାଇଁ ଜମୁଛି ଭିଡ
ବଲାଙ୍ଗୀର ଅଫିସ, ୨୨ା୫: ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲେ ମଧ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ ଉପରେ ସାମାନ୍ୟ କୋହଳ କରାଯାଇଛି। ମାତ୍ର ଏହାର ଫାଇଦା ନେଇ କେତେକ କୋଭିଡ ଗାଇଡ୍ଲାଇନର ଉଲ୍ଲଂଘନ କରୁଛନ୍ତି। ପ୍ରତିଦିନ ବଲାଙ୍ଗୀର ସହରରେ ସକାଳ ୭ଟାରୁ ୧୧ଟା…
ଟ୍ରେନ ଧକ୍କାରେ ଯୁବକ ହରାଇଲେ ହାତ
କଣ୍ଟାବାଞ୍ଜି,୨୧।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନ ନିକଟ ଟ୍ରେନ୍ ଲାଇନ୍ରୁ ଶୁକ୍ରବାର ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଯୁବକଙ୍କ ଡାହାଣ ହାତ କଟି ଯାଇଛି। ଉଦ୍ଧାର ହୋଇଥିବା ଯୁବକ ଜଣକ ହେଲେ ଛତିଶଗଡ଼ ବାକବେହେରା ଗ୍ରାମର ଇମ୍ରାନ…
ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା
କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଜୟରାମ ଗହୀରଙ୍କ ପୁଅ ପରମେଶ୍ୱର(୮)। ସକାଳେ ନାବାଳିକା ଭଉଣୀ ଟିକେମନୀ(୧୨)ଙ୍କ ସହ…
ଲକ୍ଡାଉନ ବେଳେ ଗାଁ ଛାଡ଼ିବାକୁ ନୋଟିସ
ବଲାଙ୍ଗୀର ଅଫିସ, ୨୦।୫: କୋଭିଡ୍ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହାଦ୍ୱାରା କୋଭିଡ୍ ସଂକ୍ରମଣ ଚେନ୍ ବ୍ୟାହତ ହେବ ବୋଲି କୁହାଯାଉଛି। ତେବେ ବଲାଙ୍ଗୀର ଜିଲା ପ୍ରଶାସନ…
Archives


