ବଲାଙ୍ଗୀର

ସ୍କୁଲ ସମ୍ମୁଖରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା

ଲୋଇସିଂହା,୨୫।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ଉଷାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଶିକ୍ଷା ବିଭାଗର ଦୃଷ୍ଟି ଆକର୍ଷଣ କଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ ା ଏହାର ପ୍ରତିବାଦରେ ମଙ୍ଗଳବାର…

ଏଥର ବି ତାଲିକାରେ ନାମନାହିଁ

ଲୋଇସିଂହା,୨୩।୧(ଡି.ଏନ.ଏ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ଅନ୍ତର୍ଗତ କେଉଁଟିପାଲିର ଫୁଲ ମୁଦୁଲି(୭୭)। ଏହି ବିଧବା ମହିଳାଙ୍କର କେହି ସାହାରା ନାହାନ୍ତି। ଝାଟିମାଟି ଘର ଭାଙ୍ଗି ମାଟିରେ ମିଶି ଯାଇଛି। କିଛି ବିକଳ୍ପ ନ ପାଇ ୨୦୨୧ ଜୁଲାଇ ମାସରୁ ସ୍ବଚ୍ଛ…

ହୋହଲ୍ଲା, ପ୍ରତିବାଦରେ ସରିଲା ‘ଦିଶା’ କମିଟି ବୈଠକ

ବଲାଙ୍ଗୀର ଅଫିସ,୨୧ା୧: ସ୍ଥାନୀୟ ସର୍କିଟ ହାଉସଠାରେ ଶୁକ୍ରବାର ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ ବଲାଙ୍ଗୀର ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପ୍ରାରମ୍ଭରୁ ହୋ ହଲ୍ଲା, ବିରୋଧ, ପ୍ରତିବାଦ…

ଜିଲାପାଳ ସ୍ବାଗତ କଲେନି ବୋଲି ରାଗିଗଲେ ଏମ୍‌ପି

ବଲାଙ୍ଗୀର ଅଫିସ,୨୧।୧: ଜିଲାପାଳ ସ୍ବାଗତ କଲେନି ବୋଲି ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ ରାଗିଯିବା ଏବଂ ଦିଶା କମିଟି ବୈଠକ ସ୍ଥାନ ପରିବର୍ତ୍ତନ କରିବା ଚର୍ଚ୍ଚାର ବିଷୟ ହୋଇଛି। ଜିଲା ଉନ୍ନୟନ, ସମନ୍ବୟ ଏବଂ ପର୍ଯ୍ୟବେକ୍ଷଣ (ଦିଶା) କମିଟି ବୈଠକ…

ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଲେ ଚାଷୀ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୦ା୧ (ଡି.ଏନ୍‌.ଏ.): ବାରମ୍ବାର ଅନୁରୋଧ ପରେ ମଧ୍ୟ ଜଣେ ପଞ୍ଜୀକୃତ ଚାଷୀ ଉତ୍ପାଦିତ ଧାନ ବିକ୍ରୟ କରି ପାରିଲେ ନାହିଁ। ଶେଷରେ ପୈତୃକ ଜମିରେ ଧାନ ପରିବର୍ତ୍ତେ ଗଞ୍ଜେଇ ଚାଷ ପାଇଁ ତହସିଲଦାରଙ୍କୁ ଅନୁମତି ମାଗିଛନ୍ତି। ଜାନୁୟାରୀ ୨୦ତାରିଖ ଭିତରେ…

ବିଡିଓଙ୍କ ବିରୋଧରେ ଗର୍ଜିଲେ କନକ ବର୍ଦ୍ଧନ

ବଲାଙ୍ଗୀର ଅଫିସ,୧୯ା୧: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର ଦୁଇ ଜଣ ଜିଲା ପରିଷଦ ସଦସ୍ୟାଙ୍କୁ ଅଣଦେଖା ଓ ବିଡିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଧାରଣାରେ ବସିଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ

ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ ଏବଂ ଜିଲା ପରିଷଦ ଉନ୍ନୟନ ଅଧିକାରୀଙ୍କ ବିରୋଧରେ ଆପତ୍ତିଜନକ ଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ…

ଅଧିକାରୀ ଦେଖିଲେ, ସ୍ଥିତି ସୁଧୁରୁନି

ଲୋଇସିଂହା,୧୬।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା କୃଷି ସମବାୟ ସମିତିରେ ଖରିଫ ଧାନକିଣା ଚର୍ଚ୍ଚାରେ ରହିଛି। ଜାଲିଆତି କରି ଭାଗଚାଷୀ ସାଜି ଧାନ କିଣିବା ଅଭିଯୋଗରେ ପାକ୍ସ ଡିଇଓ ଚନ୍ଦ୍ରକାନ୍ତ ମିଶ୍ରଙ୍କୁ ସମବାୟ ବିଭାଗ ବରଖାସ୍ତ କରିଛି। ଏବେ ପୁଣି…

ଗୋଷ୍ଠୀ ସଂଘର୍ଷରେ ଫୁଟିଲା ଗୁଳି

ବଲାଙ୍ଗୀର ଅଫିସ,୧୫ା୧: ବଲାଙ୍ଗୀର ସଦର ଥାନା ଅଧୀନ ସଦାଇପାଲିଠାରେ ଜମି ମାପଚୁପ ବେଳେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଗୁଳି ଫୁଟିଛି। ଏଥିରେ ଦିଲୀପ ପଟ୍ଟନାୟକ ନାମକ ଜଣେ ଯୁବକ ଆହତ ହୋଇଛନ୍ତି। ତାଙ୍କ କାନ୍ଧରେ ଗୁଳି ବାଜିଛି। ରବିବାର ସଦାଇପାଲିଠାରେ…

ଗଭୀର ନଳକୂପ ପାଣିପମ୍ପ୍‌ ଚୋରି

ଲୋଇସିଂହା,୧୫।୧(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ କରକଚିଆ ଛକ ନିକଟରେ ଥିବା ଏକ ଗଭୀର ନଳକୂପର ପମ୍ପ୍‌ ଚୋରି ହୋଇଯାଇଛି। ଏ ନେଇ ମନସାପାଲି ଗ୍ରାମବାସୀ ଲୋଇସିଂହା ଥାନାରେ ଅଭିଯୋଗ କରିଛନ୍ତି। ଏହାପୂର୍ବରୁ ସମ୍ପୃକ୍ତ ଅଞ୍ଚଳର ରାସ୍ତାଘାଟରେ ଲାଗିଥିବା ଲୁହା…

ମଣ୍ଡିରେ ପଡିଛି ସାଢେ ୩ ହଜାର କୁଇଣ୍ଟାଲ ଧାନ

ଲୋଇସିଂହା,୧୪।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ସମବାୟ ମସିତି(ପାକ୍ସ)ରେ ସାଢେ ୩ ହଜାର କୁଇଣ୍ଟାଲ ଧାନ ବିକ୍ରି ପାଇଁ ପଡି ରହିଛି । ପାକ୍ସରେ ଜାଗା ଅଭାବରୁ ୩ କିମି ଦୂର ଭାଲିଆମୁଣ୍ଡା ସାପ୍ତାହିକ ବଜାରରେ ଗତ ୩ ଦିନ…

ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରସ୍ତୁତ: ଜିଲାପାଳ

ବଲାଙ୍ଗୀର ଅଫିସ,୧୩।୧: ସ୍ଥାନୀୟ ପିଆର୍‌ ହାଇସ୍କୁଲ ବ୍ୟାଡମିଣ୍ଟନ ଇନ୍‌ଡୋର ଷ୍ଟାଡିୟମରେ ଶୁକ୍ରବାର ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି। ୯, ୧୧, ୧୫ ଓ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?