ଲକ୍ଷେ ୮୦ ହଜାରରେ ସ୍ତ୍ରୀଙ୍କୁ ବିକିଦେଲେ
ବେଲପଡା,୨୪ା୧୦(ଡି.ଏନ.ଏ.): ପ୍ରଥମେ ପ୍ରେମ ତା ପରେ ଘର ଲୋକଙ୍କ ସହମତିରେ ବିବାହ ହୋଇଥିଲା। ସାଇପଡିଶା ଓ ବନ୍ଧୁ ବାନ୍ଧବଙ୍କୁ ଭୋଜିଭାତ ବି ଦିଆଯାଇଥିଲା। କିଛିଦିନ ଠିକ୍ଠାକ ଚାଲିଲା ପରେ ସବୁ ଯେମିତି ବିଗିଡି ଗଲା। ଅପଣାର କରିଥିବା ସ୍ତ୍ରୀଙ୍କୁ ରାଜସ୍ଥାନର ଜଣଙ୍କୁ…
ସମଲେଶ୍ୱରୀ ମନ୍ଦିର ଛାତ ଭୁଶୁଡ଼ିଲା
ବଲାଙ୍ଗୀର ଅଫିସ, ୨୩।୧୦: ବଲାଙ୍ଗୀର ସମଲେଶ୍ୱରୀ ମନ୍ଦିରରେ ଶୁକ୍ରବାର ଅପରାହ୍ଣ ପ୍ରାୟ ୪ଟା ସମୟରେ ଛାତ ଭୁଶୁଡି ପଡିଥିବା ଜଣାପଡିଛି। ମନ୍ଦିର ମୁଖଶାଳାର ଡାହାଣ ପଟ ଛାତର ଅଧା ଅଂଶ ଖସି ପଡିଥିଲା। ଏହି ସମୟରେ ମନ୍ଦିର ଭିତରେ ଶ୍ରଦ୍ଧାଳୁଙ୍କ ଭିଡ…
ବଲାଙ୍ଗୀରରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା
ବଲାଙ୍ଗୀର ଅଫିସ, ୨୨ା୧୦: ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ଘଟଣାର ତଦାରଖ କରିବାକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ. ମିନତି ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍ ଶୁକ୍ରବାର ଅପରାହ୍ନରେ ବଲାଙ୍ଗୀରରେ ପହଞ୍ଚତ୍ଥିଲେ। ଏଠାରେ ପହଁଞ୍ଚତ୍ବା ପରେ…
ହାଇକୋର୍ଟ ଗଲା ମମିତା ମେହେର ହତ୍ୟା ମାମଲା
କଟକ ଅଫିସ,୨୧ା୧୦: ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍ ହୋଇଛି ଏହି ମାମଲା । ପୀଡ଼ିତାଙ୍କ…
ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବଲାଙ୍ଗୀର ଅଫିସ,୨୧।୧୦: ମମିତା ମେହେର ଅପହରଣ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ କରାଯାଇଛି । ମମିତା ହତ୍ୟାକାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…
ସୁଲଭ ଶୌଚାଳୟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ଥିବା ସୁଲଭ ଶୌଚାଳୟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ମିଳିଛି। ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ତାଙ୍କର…
ଆଜି ବଲାଙ୍ଗୀର ବନ୍ଦ
ବଲାଙ୍ଗୀର ଅଫିସ,୨୧ା୧୦: ବଲାଙ୍ଗୀର ବନ୍ଦ ଡାକରା ପରେ ଗୁରୁବାର ସକାଳୁ ଭାଜପା ପକ୍ଷରୁ ବିଭିନ୍ନ ଅଫିସ ସମ୍ମୁଖରେ ପିକେଟିଂ କରାଯାଇଛି। ଜିଲାପାଳ କାର୍ଯ୍ୟାଳୟ, ସିଭିଲ କୋର୍ଟ, ପ୍ରଧାନ ଡାକଘର, ଡିଆରଡିଏ ଅଫିସ ସମ୍ମୁଖରେ ପିକେଟିଂ କରିଛନ୍ତି । ସକାଳୁ ବନ୍ଦର ପ୍ରଭାବ…
ରିମାଣ୍ଡରେ ଯିବେ ଗୋବିନ୍ଦ: ଡିଆଇଜି
ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି। ଯୋଜନାବଦ୍ଧ ଭାବେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିବା ଡିଆଇଜି ଡା. ଦୀପକ କୁମାର ବୁଧବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗୋବିନ୍ଦ…
ମମିତା ମୃତ୍ୟୁ ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କୋର୍ଟ ଚାଲାଣ
ବଲାଙ୍ଗୀର ଅଫିସ,୨୦ା୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ତାଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ବଲାଙ୍ଗୀର ଏସ୍ପି ଅଫିସରୁ ବଙ୍ଗୋମୁଣ୍ଡା ଜେଏମ୍ଏଫ୍ସିଙ୍କ କୋର୍ଟକୁ ନିଆଯାଇଛି। ମଙ୍ଗଳବାର କଳାହାଣ୍ଡି ଜିଲା…
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କଲା ଭାଜପା ମହିଳା ମୋର୍ଚ୍ଚା
ବଲାଙ୍ଗୀର ଅଫିସ, ୨୦।୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଭାଜପା ମହିଳା ମୋର୍ଚ୍ଚା ଓ ଏଆଇଡିଏସଓ ପକ୍ଷରୁ ବୁଧବାର ବଲାଙ୍ଗୀର ଏସ୍ପି ଅଫିସ ଘେରାଉ କରାଯାଇଛି। ଏଥିରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରାଯାଇଛି…
ମମିତା ମୃତ୍ୟୁ ମାମଲା: କେଉଁଠି କେମିତି ହତ୍ୟା କରିଥିଲେ ସବୁ ମାନିଲେ ଗୋବିନ୍ଦ
ବଲାଙ୍ଗୀର ଅଫିସ,୨୦ା୧୦: ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ବଡ଼ଧରଣର ଖୁଲାସା ହୋଇଛି । ଗିରଫ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମମିତାଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଅପହରଣ କରିଥିବା କାର୍ ଭିତରେ ମମିତାଙ୍କୁ ବୋର୍ଡା ଗାଁ…
ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ
ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ ହାତରେ…
Archives


