ବଲାଙ୍ଗୀର

ରାସ୍ତା ପ୍ରଶସ୍ତୀକରଣ ପାଇଁ ଗଛ କଟିଲା

ଲୋଇସିଂହା,୨୫।୧୧(ଡି.ଏନ.ଏ): ବଲାଙ୍ଗୀର-ବରଗଡ ୨୬ ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣ କାମ ଚାଲିଛି। ଏଥିପାଇଁ ରାସ୍ତାକଡରେ ଥିବା ବ୍ରିଟିଶ ଅମଳର ମହାଦ୍ରୁମ ଲିମ୍ବ, ଅର୍ଜୁନ ଗଛ ସବୁ କଟା ଚାଲିଛି। ଲୋଇସିଂହା ଥାନା ସାଲେଭଟାରୁ ବଲାଙ୍ଗୀର ପର୍ଯ୍ୟନ୍ତ ପ୍ରାୟ ୩୦କିମି ମଧ୍ୟରେ ୩…

ଜିଲା ମାନ୍ୟତା ଦାବି ତେଜିଲା

ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି। ବନ୍ଦକୁ ସିନ୍ଧେକେଲା ଓ ସଇଁତଳାରେ ବି ଲୋକେ ସମର୍ଥନ କରିଛନ୍ତି। ବନ୍ଦ ଯୋଗୁ…

ଗନ୍ଧମାର୍ଦ୍ଦନରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ୨ ମାଓବାଦୀ ମୃତ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର ଜିଲା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ସମ୍ପର୍କରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ ।…

ଡିସେମ୍ବର ୨୦ରୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା

ବଲାଙ୍ଗୀର ଅଫିସ, ୨୩।୧୧: ବଲାଙ୍ଗୀର ଜିଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ କ୍ରୀଡା ପ୍ରତିଯୋଗିତାର ସଫଳ ଆୟୋଜନ ପାଇଁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମରେ ସଂସଦର ବିଭିନ୍ନ ଷ୍ଟାଣ୍ଡିଂ କମିଟି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି…

ଖୋଲିଲା କପା ମଣ୍ଡି: ସପ୍ତାହକୁ କିଣା ହେବ ୫ ଦିନ

କଣ୍ଟାବାଞ୍ଜି,୨୧ା।୧(ଡି.ଏନ.ଏ.): ବଲାଙ୍ଗୀର ଜିଲାପାଳ ଚଞ୍ଚଲ ରାଣା ସୋମବାର କଣ୍ଟାବାଞ୍ଜି ନିୟନ୍ତ୍ରିତ ବଜାର କମିଟି ମୁଖ୍ୟ ପ୍ରାଙ୍ଗଣରେ କପାମଣ୍ଡିର ଶୁଭ ଉଦ୍‌ଘାଟନ କରିଛନ୍ତି। ଏଠାରେ ସୋମବାର, ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶୁକ୍ରବାର ଦିନ ମଣ୍ଡୀରେ କପା କ୍ରୟ କରାଯିବ। ଏହାସହିତ ଟିଟିଲାଗଡ଼…

ନାଟକ ମାଧ୍ୟମରେ ସମାଜ ସଂସ୍କାର ମହତ କାର୍ଯ୍ୟ: ନରସିଂହ

ବଲାଙ୍ଗୀର ଅଫିସ,୧୯।୧୧: ବଲାଙ୍ଗୀରର ଅଗ୍ରଣୀ ଲୋକନୃତ୍ୟ ଓ ନାଟ୍ୟାନୁଷ୍ଠାନ ନଟରାଜ କଳା ପରିଷଦର ରଜତ ଜୟନ୍ତ୍ରୀ ଉତ୍ସବ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆ ପୁରୁଣା ମଞ୍ଚରେ ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଡ. ଶ୍ରୀକର ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ପରିଷଦ ସଭାପତି…

ପୁଣି ତେଜିଲା ଟିଟିଲାଗଡ଼କୁ ଜିଲା ମାନ୍ୟତା ଦାବି

ଟିଟିଲାଗଡ,୧୯।୧୧(ଡି.ଏନ.ଏ.): ଟିଟିଲାଗଡକୁ ଜିଲା ଦାବି ତେଜିବାରେ ଲାଗିଥିବା ବେଳେ ଉଭୟ କଂଗ୍ରେସ ଓ ଭାଜପା ଏହି ଦାବିକୁ ସମର୍ଥନ ଜଣାଇଛି। ଶୁକ୍ରବାର ଟିଟିଲାଗଡ ଏକ ଲଜ ସମ୍ମିଳନୀ କକ୍ଷରେ ଉଭୟ ଦଳ ପୃଥକ ଭାବେ ଖବରଦାତା ସମ୍ମିଳନୀ କରି ଏହି ସୂଚନା…

ଅଙ୍ଗନଓ୍ବାଡି ଶିକ୍ଷକ ମାନ୍ୟତା ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୧୮।୧୧: ପଶ୍ଚିମ ଓଡିଶା ଅଙ୍ଗନୱାଡି କର୍ମୀ ସଂଘ ବଲାଙ୍ଗୀର ଜିଲା ଶାଖା ପକ୍ଷରୁ ବଲାଙ୍ଗୀର ଜିଲାପାଳ ଅଫିସ ସମ୍ମୁଖରେ ଶୁକ୍ରବାର ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କର୍ମୀଙ୍କୁ ସରକାରୀ ଅଙ୍ଗନଓ୍ବାଡି ଶିକ୍ଷକ ମାନ୍ୟତା ସହିତ ସର୍ବନିମ୍ନ ମାସିକ ଦରମା…

ପୁଣି ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ସବୁ ସରକାରୀ ଅଫିସ ବନ୍ଦ

ବଲାଙ୍ଗୀର ଅଫିସ,୧୭ା୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି ନେଇ ଗୁରୁବାର ବଲାଙ୍ଗୀରରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ଆଜି ବଲାଙ୍ଗୀରର ସମସ୍ତ ସରକାରୀ ଅଫିସ ବନ୍ଦ କରାଯାଇଛି। ଆକ୍ସନ କମିଟି ସଭାପତି ଗୋପାଲଜୀ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବି ତେଜିଲା

ବଲାଙ୍ଗୀର ଅଫିସ, ୧୫ା୧୧: କିଛି ଦିନ ତଳେ ରାଜ୍ୟ ସରକାର ସବୁ ପ୍ରକାର ଅସ୍ଥାୟୀ ଚାକିରୀର ବିଲୁପ୍ତି ଘଟିଲା ବୋଲି ଘୋଷଣା କରିଥିଲେ। ସରକାରଙ୍କ ଏଭଳି ଘୋଷଣା ସତ୍ତ୍ୱେ ଏବେବି ଲକ୍ଷାଧିକ ସଂଖ୍ୟାରେ ରାଜ୍ୟର ବିଭିନ୍ନ ବିଭାଗରେ ଅସ୍ଥାୟୀ କର୍ମଚାରୀ କାର୍ଯ୍ୟରତ…

ଘୃଣା ଛାଡ଼, ରୋଜଗାର ଦିଅ

ବଲାଙ୍ଗୀର ଅଫିସ, ୧୫ା୧୧: ପ୍ରସିଦ୍ଧ ପର୍ଯ୍ୟଟନ ଏବଂ ଧର୍ମପୀଠ ହରିଶଙ୍କରଠାରୁ ବିଭିନ୍ନ ଜନ ଆନ୍ଦୋଳନମାନଙ୍କ ରାଷ୍ଟ୍ରୀୟ ସମନ୍ବୟ ପକ୍ଷରୁ ଗତ ୧୧ ତାରିଖରୁ ବାହାରିଥିବା ସମ୍ବିଧାନ ବଞ୍ଚାଅ ପଦଯାତ୍ରା ସୋମବାର ବଲାଙ୍ଗୀର ପହଞ୍ଚତ୍ଥିଲା। ଏହି ପଦଯାତ୍ରା ଧୁମାମରାଠାରେ ସହରକୁ ପ୍ରବେଶ କରିବା…

ନଖକଟାରେ ନାଗସାପ ଦାନ୍ତ ଭାଙ୍ଗୁଥିଲେ

ବଲାଙ୍ଗୀର ଅଫିସ,୧୩।୧୧: ବଲାଙ୍ଗୀର ଜିଲା ପୁଇଁତଲା ଥାନା ବିଲେଇସର୍ଡା ଗ୍ରାମର ଜଣେ ଯୁବକ ନାଗସାପ ଧରିବା ପରେ ନଖକଟାରେ ସାପ ଦାନ୍ତ ଭାଙ୍ଗିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସମ୍ପୃକ୍ତ ଯୁବକ ହେଲେ ଗ୍ରାମର ବୀର ବିଶ୍ୱାଳ(୩୫)। ବିଭିନ୍ନ ସ୍ଥାନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?