ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା
ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି ନେତୃତ୍ୱାଧୀନ ବଲାଙ୍ଗୀର ପୌର ପରିଷଦ ପକ୍ଷରୁ ବଲାଙ୍ଗୀର ମ୍ୟୁନିସିପାଲଟି ଅନ୍ତର୍ଗତ ୧୧ଟି ଜଳାଶୟରେ…
ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…
ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ ଶିକ୍ଷାର ସଂଘର୍ଷ କାଳରେ ସାମାଜିକ କୁସଂସ୍କାର ବିରୋଧରେ ଏକ ବଳିଷ୍ଠ ଆହ୍ବାନ ରେବତୀ।…
ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…
ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ ଶ୍ରେଣୀରେ ୪୦ ପ୍ରତିଶତ ଏବଂ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡରେ ୯୭.୭୮ ପ୍ରତିଶତ ପାଶ କରିଛନ୍ତି।…
ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ
ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍ଏସ୍ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ ଟାଟା ପାଓ୍ବାର ଅଫିସ ଘେରାଉ କରିଥିଲେ। ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ…
ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ
ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ କିରାଣୀ ଭାବେ ଚାକିରି କରୁଥିଲେ। ଗୁରୁବାର ଅଫିସରେ କାର୍ଯ୍ୟରତ ଥିବାବେଳେ ଦିନ ପ୍ରାୟ…
ଘରେ ଥିଲାବେଳେ ଫାଟିଲା AC, ଆଉ ତାପରେ…
ବଲାଙ୍ଗୀର,୪।୬( ସୁନିଲ କୁମାର ମହାନ୍ତି): ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲା ଏସି ।ଏସିଟି ବ୍ଳାଷ୍ଟ ହେବା ପରେ ଉକ୍ତ ଘରେ ଥିବା ଏକ ଚାରିଚକିଆ ଗାଡି ଓ ଅନ୍ୟାନ୍ୟ ମୂଲ୍ୟବାନ ଅସବାବ ପତ୍ରରେ ନିଆଁ ଲାଗିଯାଇଛି । ସୂଚନା ମୁତାବକ…
ଜ୍ବର ହୋଇଥିବା ବ୍ୟକ୍ତିଙ୍କୁ କ୍ୱାକର ଦେଇଦେଲେ ଭୁଲ ଇଞ୍ଜେକ୍ସନ, ଚାଲିଗଲା ଜୀବନ
ବଲାଙ୍ଗୀର,୪।୬((ସୁନିଲ କୁମାର ମହାନ୍ତି): ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଚର୍ଚ୍ଚାର ବିଷୟ ହୋଇଛି । ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଅଇଁଲାଭଟା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ବ୍ୟକ୍ତି ଜଣକ ହେଲେ…
ଶିକ୍ଷକ ସମସ୍ୟା, ପାଠପଢ଼ା ବ୍ୟାହତ: ଲାଗି ରହିଛି ସମସ୍ୟା
ଲୋଇସିଂହା,୩।୬(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କନ୍ଦାଜୁରୀ ବ୍ଲକ୍ ଗ୍ରାଣ୍ଟ ହାଇସ୍କୁଲରେ ଶିକ୍ଷକ ସମସ୍ୟା ଲାଗି ରହିଛି। ଗତ ମେ ୩୧ରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ବର୍ତ୍ତମାନ ବିଦ୍ୟାଳୟରେ ମାତ୍ର ୨ ଜଣ ଗଣିତ…
ଏମିତି ବି ଆସେ ମୃତ୍ୟୁ : ବସୁବସୁ ଚାଲିଗଲା ୨ ସାଙ୍ଗଙ୍କ ଜୀବନ
ବଲାଙ୍ଗୀର,୨।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥରେ ଥିବା ଏକ ବ୍ରିଜ ନିକଟରେ ରାସ୍ତା କଡ଼ରେ ବସିଥିବା ଚାରି ଯୁବକଙ୍କ ଉପରେ ଏକ କାର ଚଢ଼ିଯାଇଥିବାରୁ…
SIR ବ୍ରାଣ୍ଡ ଆମ୍ବାସାଡର ହେଲେ ପାୟଲ, ଜିଲାବାସୀଙ୍କୁ କଲେ ଏମିତି ଅପିଲ
ବଲାଙ୍ଗୀର, ୨।୬ (ସୁନିଲ କୁମାର ମହାନ୍ତି) : ଭାରତ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଚାଲିଥିବା ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ୨୦୨୬ ପ୍ରକ୍ରିୟା ପାଇଁ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପାରା ଆରଚର୍ ପାୟଲ ନାଗଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଜିଲାର ବ୍ରାଣ୍ଡ…
ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ
ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ମୁରୀବାହାଲ ବ୍ଲକ ସମ୍ମୁଖରେ। ନିର୍ବାଚିତ ପ୍ରତିନିଧି ସମିତି ସଭ୍ୟ…
ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…
ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଦିନ ମଜୁରିଆ ଭାବେ କାମ…

