କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ପୁଇଁତଲା ବ୍ଳକ ଘେରାଉ
ବଲାଙ୍ଗୀର ଅଫିସ,୯।୧୧: କୁଷ୍ଠାଶ୍ରମ ଅନ୍ତେବାସୀମାନେ ବୁଧବାର ପୁଇଁତଲା ବ୍ଳକ ଘେରାଉ କରିଛନ୍ତି। କୁଷ୍ଠ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ କଲୋନୀରେ ବାହାର ଲୋକଙ୍କ ରହିବାକୁ ବିରୋଧ କରି କୁଷ୍ଠାଶ୍ରମ ଅନ୍ତେବାସୀମାନେ ବ୍ଳକ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣାରେ ବସିଛନ୍ତି ।…
କରୁଥିଲେ ଡକାୟତି ଯୋଜନା: ୬ ଜଣଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର ଅଫିସ,୮ା୧୧: ବଲାଙ୍ଗୀର ସହରରେ ଦିନକୁ ଦିନ ଅପରାଧିକ ଗତିବିଧି ବୃଦ୍ଧି ପାଇବାରେ ଲାଗିଛି । ବଲାଙ୍ଗୀର ପୋଲିସକୁ ଅଭିଯୁକ୍ତମାନେ ଖୋଲାଖୋଲି ଚ୍ୟାଲେଞ୍ଜ କରୁଛନ୍ତି । ଏଭଳି ସମୟରେ ପୋଲିସ ମଧ୍ୟ ତତ୍ପରତା ଦେଖାଇଛି। ବଲାଙ୍ଗୀର ଟାଉନ ଥାନା ପୋଲିସ…
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଦୋଳିରୁ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ
କଣ୍ଟାବାଞ୍ଜ,୮।୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣିମା ଉତ୍ସବ ଧୂମଧାମ୍ରେ ପାଳନ ହେଉଥିବା ବେଳେ ମୀନାବଜାର ଦୋଳିରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଘଟଣ ଘଟିଛି ବଲାଙ୍ଗୀର ଜିଲା ତୁରକେଲାରେ। ମୃତକ ହେଲେ ତୁରକେଲା ଗାଁର ଦେବରାଜ ସାହୁ । ସୋମବାର ବିଳମ୍ବିତ…
ଗାଁ ବୁଡ଼ିଗଲେ ଚାକିରି ଯିବ
ବଲାଙ୍ଗୀର ଅଫିସ, ୭ା୧୧: ବଲାଙ୍ଗୀର ଜିଲାରେ ଲୋୟର ସୁକ୍ତେଲ ବୃହତ୍ ଜଳସେଚନ ପ୍ରକଳ୍ପ ନିର୍ମାଣ କାମ ଜୋରସୋରରେ ଚାଲିଛି। ଏହି ପ୍ରକଳ୍ପରେ ୨୯ଟି ଗାଁ ପ୍ରଭାବିତ ହେବ। ସେଥିରୁ କେତେକ ଗାଁ ସମ୍ପୂର୍ଣ୍ଣ ଜଳମଗ୍ନ ହେବ ଏବଂ କିଛି ଗାଁ ଆଂଶିକ…
ବ୍ୟାଙ୍କ ସମ୍ମୁଖରୁ ୫ ଲକ୍ଷ ନେଇଯିବାକୁ ବସିଥିଲେ …
ବଲାଙ୍ଗୀର ଅଫିସ,୭।୧୧: ବଲାଙ୍ଗୀର ଜିଲା ପାଟଣାଗଡ଼ ସହର ରାମଜୀ ଛକ ବ୍ୟାଙ୍କ ସମ୍ମୁଖରୁ ସୋମବାର ଲୁଟ୍ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ବେଳେ ଉଭୟଙ୍କୁ ବଲାଙ୍ଗୀର ସଦର ଥାନା ସମ୍ମୁଖରେ…
ରେଳଧାରଣାରୁ ମିଳିଲା ମହିଳା ବୀମା ଏଜେଣ୍ଟଙ୍କ ମୃତଦେହ
ବଲାଙ୍ଗୀର ଅଫିସ,୭ା୧୧:ବଲାଙ୍ଗୀର ରେଳ ଷ୍ଟେଶନ ନିକଟ ଖୁଜେନପାଲି ରେଳଧାରଣାରୁ ରବିବାର ସକାଳେ ଜଣେ ଯୁବତୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ମୃତା ବଲାଙ୍ଗୀର ସହରର ଜଣାଶୁଣା ଜୀବନ ବୀମା ଏଜେଣ୍ଟ ତଥା ତାଲପାଲିପଡା ନିବାସୀ ସାରିକା ସାଏ (୩୮) ବୋଲି…
‘କଭି ଅଲ୍ ବିଦା ନା କେହନା’ ମେସେଜ୍ ଲେଖି ଜୀବନ ହାରିଲେ ଯୁବତୀ
ବଲାଙ୍ଗୀର ଅଫିସ,୬ା୧୧: ବଲାଙ୍ଗୀର ରେଳଷ୍ଟେଶନ ନିକଟ ଖୁଜେନ ପାଲିି ରେଲଓ୍ବେ ଚେକ୍ ଗେଟ୍ ରେଳ ଧାରଣାରେ ଜଣେ ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ମୃତ ଯୁବତୀ ବଲାଙ୍ଗୀର ସହରର ତାଲପାଲି ପଡ଼ାର ସାରିକା ସାଏ (୩୮)। ସେ…
ଧଳାସୁନାରେ କୀଟ
ବଲାଙ୍ଗୀର ଅଫିସ, ୪ା୧୧:ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଦୀର୍ଘବର୍ଷ ହେଲା ଚାଷୀ ଉତ୍ସାହିତ ହୋଇ ଅର୍ଥକରୀ କପାଚାଷ କରୁଛନ୍ତି। ଧଳାସୁନାର ଅଞ୍ଚଳ ଭାବେ ପରିଚିତ ଏହି ଇଲାକାର ଅନୁକୂଳ ଜଳବାୟୁ ଏବଂ ଭୂମିରୂପ କପାକୁ ସୁହାଉଛି। ଏଠାକାର ଉତ୍କୃଷ୍ଟ…
ସହରରେ ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ପରିଚାଳନା ହେବ ସହଜ
ବଲାଙ୍ଗୀର ଅଫିସ,୨ା୧୧: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ବୁଧବାର ସ୍ଥାନୀୟ ଟାଉନ ଥାନା ଠାରେ ବଲାଙ୍ଗୀର ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ…
ବିଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ
ବଲାଙ୍ଗୀର ଅଫିସ/ସଇଁତଲା,୧ା୧୧: ବଲାଙ୍ଗୀର ଜିଲା ସଇଁତଳା ଥାନା ଅଧୀନ ଆମ୍ବପାଲି ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଗାଁ ଏକ ବିଲରୁ ଉଦ୍ଧାର କରାଯାଇଛି। ପୋଲିସ ସୂଚନା ମୁତାବକ, ଆମ୍ବପାଲି ଗ୍ରାମର ଜାନକୀ ମହାନନ୍ଦ(୪୮) ସୋମବାର ସକାଳୁ ଗ୍ରାମଠାରୁ ୩କିମି ଦୂରରେ ଥିବା…
ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ
ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟକୁ…
ପ୍ରଶାସନିକ ଅବହେଳା: ବ୍ଲକ ଘେରାଉ
ଟିଟିଲାଗଡ,୨୮ା୧୦(ଡି.ଏନ.ଏ.): ଟିଟିଲାଗଡ ବ୍ଲକ ପ୍ରଶାସନ ସାଧାରଣ ଜନତାଙ୍କ ସମସ୍ୟା ପ୍ରତି ଆଖି ବୁଜି ଦେଇଥିବା ଅଭିଯୋଗ କରି ଗରିବ ସେନା ଟିଟିଲାଗଡ଼ ପକ୍ଷରୁ ଶୁକ୍ରବାର ବ୍ଲକ ଘେରାଉ କରାଯାଇଛି । ସଂଗଠନର ସଭାପତି ବୀରେନ୍ଦ୍ର ବାଗଙ୍କ ନେତୃତ୍ୱରେ ଗ୍ରାମାଞ୍ଚଳର ମହିଳା ପୁରୁଷମାନେ…

