ବଲାଙ୍ଗୀର

ମା’ ବାପାଙ୍କ ମୃତ୍ୟୁ ପରେ ସାହାରା ଖୋଜୁଛନ୍ତି କବିତା

ଦେଓଗାଁ, ୪ା୧୦(ଡି.ଏନ.ଏ.): ପାଠପଢି ମଣିଷ ହେବି । ଏହିଭଳି ଉଚ୍ଚାଭିଳାଶ ରଖିଥିବା କବିତା ନାଗ ଏବେ ମା’, ବାପାଙ୍କୁ ହରାଇ ନିରାଶ୍ରୟ ହୋଇପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ ଅନ୍ତର୍ଗତ…

୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା

ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ ମିଶ୍ର…

ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ ଅଧା କାଟି କେହି ଛାଡି ଦେଇଛି । ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ…

ଛତିଶଗଡ଼ରେ ବଲାଙ୍ଗୀରର ୪ ଜଣଙ୍କୁ ହତ୍ୟା: ୩ ଗିରଫ

ବଲାଙ୍ଗୀର ଅଫିସ, ୧ା୧୦: ଛତିଶଗଡର ଭିଲାଇ ନିକଟ ଏକ ଫାର୍ମହାଉସରେ ବଲାଙ୍ଗୀର ଜିଲାର ଗୋଟିଏ ଦାଦନ ଶ୍ରମିକ ପରିବାରର ୪ ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ଏହି ଘଟଣା ଛତିଶଗଡ଼ ଏବଂ ଓଡ଼ିଶାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକମାନେ ହେଲେ…

କୋର୍ଟ ଭିତରେ ଏସ୍‌ପିଙ୍କ ଉପସ୍ଥିତିକୁ ନେଇ ଆପତ୍ତି

ବଲାଙ୍ଗୀର ଅଫିସ,୧ା୧୦ ଶୁକ୍ରବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ବଲାଙ୍ଗୀର ଏସ୍‌ପି ନିତିନ କୁଶଲକରଙ୍କ ଉପସ୍ଥିତିକୁ ନେଇ ଆପତ୍ତି ଉଠାଯାଇଛି । ଆପତ୍ତି ଉଠାଇଛନ୍ତି…

ବଲାଙ୍ଗୀରରେ ବଢ଼ୁଛି ଅପରାଧ, ହେଲେ ପୋଲିସ ନିଷ୍କ୍ରିୟ: ପ୍ରତିବାଦରେ କଂଗ୍ରେସର ଧାରଣା

ବଲାଙ୍ଗୀର ଅଫିସ, ୨୯।୮- ବଲାଙ୍ଗୀରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ପୋଲିସ ନିଷ୍କ୍ରିୟତା ଯୋଗୁ ସହରରେ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇଚାଲିଥିବା ଅଭିଯୋଗ କରି ଜିଲା କଂଗ୍ରେସ କମିଟି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ଓ ଧାରଣା…

ପ୍ରକଳ୍ପ କାର୍ଯ୍ୟ ସମାପ୍ତି ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ,୨୮ା୯: ବଲାଙ୍ଗୀର ଜିଲା ପଞ୍ଚାୟତ ସାଧନ କେନ୍ଦ୍ର ସଭାଗୃହରେ ମଙ୍ଗଳବାର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଜଙ୍ଗଲ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍‌…

ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଘର୍ଷ ସମିତି

ବଲାଙ୍ଗୀର ଅଫିସ,୨୮ା୯: ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ବର୍ଷ ବର୍ଷ ହେଲା ଏହି ପ୍ରକଳ୍ପ ପାଇଁ ଅନୁଦାନ ଘୋଷଣା କରାଯାଉଥିଲେ ମଧ୍ୟ ପ୍ରକଳ୍ପ କାମ ଆଗଉ ନାହିଁ। ବିଭିନ୍ନ ବାହାନାବାଜି କରାଯାଇ ରେଳପ୍ରକଳ୍ପ କାମକୁ ଘୋର ଅବହେଳା କରାଯାଉଛି। ଏହି…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଡିଓ

ବଲାଙ୍ଗୀର ଅଫିସ,୨୬।୯: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ଲକ୍ଷ ୮୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଡିଓ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବ୍ଲକ୍‌ରୁ ୩୦ଲକ୍ଷ ଟଙ୍କାର ମରାମତି କାମ ଦେବାପାଇଁ ରାଜକେଲ ଗାଁର ଠିକାଦାର ଗୋପାଳ…

ଅଭିଯୋଗ ସତ୍ତ୍ୱେ ଜବରଦଖଲ ଉଚ୍ଛେଦ ହେଉନି

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରୁଗୁଡିଖାଲରେ ସରକାରୀ ଜମି ଜବରଦଖଲ ବଢିବାରେ ଲାଗିଛି। ଜବରଦଖଲ ଉଚ୍ଛେଦ ଲାଗି ବୁଢୀପଦର ଗ୍ରାମବାସୀ ରାଜସ୍ବ ବିଭାଗ ଓ ଜିଲା ପ୍ରଶାସନକୁ ଲିଖିତ ଜଣାଇଥିଲେ ମଧ୍ୟ ଜବରଦଖଲକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହାର ପ୍ରତିବାଦରେ…

ଧାନ ଫସଲରେ ରୋଗ, ଚିନ୍ତାରେ ଚାଷୀ

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନଚାଷରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଏଭଳି ସମୟରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ରୋଗ ଚିହ୍ନଟ କରି ନ ପାରି ସମସ୍ୟାରେ…

ଧନୀ ସ୍ବାଧୀନ, ଗରିବ ପରାଧୀନ: ତଥାଗତ

ବଲାଙ୍ଗୀର ଅଫିସ,୨୬ା୯: ଯୁଗଯୁଗରୁ ସ୍ବାଧୀନତାର ପରିସୀମା ଓ ପରିଭାଷାକୁ ନେଇ ଆଲୋଚନା, ପର୍ଯ୍ୟାଲୋଚନା ଚାଲିଛି। ଯେଉଁମାନଙ୍କୁ ଖାଦ୍ୟ ପାଇଁ ଚିନ୍ତା କରିବାକୁ ପଡେନାହିଁ, ସେମାନଙ୍କ ପିଲାଙ୍କୁ ଖାଦ୍ୟ କେଉଁଠି ଆସେ ବୋଲି ପ୍ରଶ୍ନ କଲେ ରିଲାଏନ୍ସ ଫ୍ରେଶ୍‌ କିମ୍ବା କେଉଁ ଦୋକାନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?