ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ
ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବତୀ ହେଲେ ସେମେଲମୁଣ୍ଡା ଗାଁର ମିନାକ୍ଷୀ ବେହେରା। ଝିଅ…
ପ୍ରେମିକାଙ୍କ ପାଇଁ ସାଙ୍ଗର ଜୀବନ ନେଲା ସାଙ୍ଗ
ରାୟଗଡ଼ା ଅଫିସ/ଟିଟିଲାଗଡ଼,୩୧।୫: ପ୍ରେମ ପାଇଁ ତୁଚ୍ଛ ହୋଇଗଲା ବନ୍ଧୁତ୍ୱ। ପ୍ରେମିକାଙ୍କୁ ପାଇବା ପାଇଁ ବନ୍ଧୁଙ୍କ ଜୀବନ ନେଇଗଲେ ସାଙ୍ଗ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅଞ୍ଚଳରେ ଘଟିଛି ଏଭଳି ଏକ ଘଟଣା। ପୋଲିସ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…
ମାଛ କିଣିବା ପାଇଁ ଜମୁଛି ଭିଡ
ବଲାଙ୍ଗୀର ଅଫିସ, ୨୨ା୫: ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲେ ମଧ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ ଉପରେ ସାମାନ୍ୟ କୋହଳ କରାଯାଇଛି। ମାତ୍ର ଏହାର ଫାଇଦା ନେଇ କେତେକ କୋଭିଡ ଗାଇଡ୍ଲାଇନର ଉଲ୍ଲଂଘନ କରୁଛନ୍ତି। ପ୍ରତିଦିନ ବଲାଙ୍ଗୀର ସହରରେ ସକାଳ ୭ଟାରୁ ୧୧ଟା…
ଟ୍ରେନ ଧକ୍କାରେ ଯୁବକ ହରାଇଲେ ହାତ
କଣ୍ଟାବାଞ୍ଜି,୨୧।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନ ନିକଟ ଟ୍ରେନ୍ ଲାଇନ୍ରୁ ଶୁକ୍ରବାର ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଯୁବକଙ୍କ ଡାହାଣ ହାତ କଟି ଯାଇଛି। ଉଦ୍ଧାର ହୋଇଥିବା ଯୁବକ ଜଣକ ହେଲେ ଛତିଶଗଡ଼ ବାକବେହେରା ଗ୍ରାମର ଇମ୍ରାନ…
ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା
କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଜୟରାମ ଗହୀରଙ୍କ ପୁଅ ପରମେଶ୍ୱର(୮)। ସକାଳେ ନାବାଳିକା ଭଉଣୀ ଟିକେମନୀ(୧୨)ଙ୍କ ସହ…
ଲକ୍ଡାଉନ ବେଳେ ଗାଁ ଛାଡ଼ିବାକୁ ନୋଟିସ
ବଲାଙ୍ଗୀର ଅଫିସ, ୨୦।୫: କୋଭିଡ୍ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହାଦ୍ୱାରା କୋଭିଡ୍ ସଂକ୍ରମଣ ଚେନ୍ ବ୍ୟାହତ ହେବ ବୋଲି କୁହାଯାଉଛି। ତେବେ ବଲାଙ୍ଗୀର ଜିଲା ପ୍ରଶାସନ…
ହାତୀ ହାବୁଡରେ ପଡିଲେ ଶ୍ରମିକ: ପହଞ୍ଚିଲା ନାହିଁ ବନ ବିଭାଗ
ଲୋଇସିଂହା,୧୬।୫: ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ନୁନିଆପାଲି ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ହେମେନ୍ତ ସାହୁ(୪୫)। ଗ୍ରାମବାସୀ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଲୋଇସିଂହା ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ।…
ଜମିବାଡ଼ିକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
ବଲାଙ୍ଗୀର ଅଫିସ,୧୬।୫: ବଲାଙ୍ଗୀର ଜିଲା ସଇଁତଳା ଥାନା କୁମ୍ଭାରୀ ଗ୍ରାମରେ ଜମିବାଡ଼ି କଳହକୁ ନେଇ ଶନିବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।…
ଗାଁରେ ବ୍ୟାପୁଛି ଜ୍ବର: ବିନା ଟେଷ୍ଟରେ ଖାଉଛନ୍ତି ଔଷଧ
ଖପ୍ରାଖୋଲ, ୧୨ା୫: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଗାଁ ଗାଁରେ ଲୋକଙ୍କୁ ଜ୍ବର ହେଉଛି। ସଚେତନ ଲୋକେ କରୋନା ଟେଷ୍ଟ କରୁଥିବା ବେଳେ ଅନେକ ବିନା ଟେଷ୍ଟରେ ଔଷଧ ଖାଇ ଭଲ…
ହସ୍ପିଟାଲରେ ଲାଞ୍ଚ ମାଗିବା ଘଟଣା: ଏସ୍ଡିଏମ୍ଓଙ୍କ ବଦଳି, ଆଟେଣ୍ଡାଣ୍ଟ ନିଲମ୍ବିତ
ବଲାଙ୍ଗୀର ଅଫିସ,୧୦।୫: ହସ୍ପିଟାଲ ଭିତରେ ଲାଞ୍ଚ ମାଗିବା ଘଟଣାର ଭିଡିଓ ଭାଇରାଲ ପରେ ବଲାଙ୍ଗୀର ସିଡିଏମ୍ଓ ପାଟଣାଗଡ଼ ଉପଖଣ୍ଡ ହସ୍ପିଟାଲର ଏସ୍ଡିଏମ୍ଓ ଡା. ବାଚସ୍ପତି ଦାଶ ଓ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଆଟେଣ୍ଡାଣ୍ଟଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ: ଅମାନିଆଙ୍କ ବାଇକ୍ ଜବତ
ଟିଟିଲାଗଡ଼,୫।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମଙ୍ଗଳବାର ରାତିରେ ପ୍ରଶାସନ ଓ ପୋଲିସ ପକ୍ଷରୁୁ ସହରରେ ଯାଞ୍ଚକୁ କଡ଼ାକଡି କରାଯାଇଛି। ଅମାନିଆଙ୍କୁ ସାବାଡ କରିବାକୁ ଏପରି କରାଯାଇଛି। କିଛି ଅମାନିଆଙ୍କର ବାଇକ୍ ମଧ୍ୟ ଜବତ କରିଛି ପୋଲିସ l ତହସିଲଦାରଙ୍କ ନେତୃତରେ ଉପଖଣ୍ଡ…
ଡରାଉଛି କରୋନା: କୋଭିଡରେ ଆଖି ବୁଜିଲେ ଯୋଦ୍ଧା
ବଲାଙ୍ଗୀର ଅଫିସ,୫।୫: ବଲାଙ୍ଗୀର ଜିଲା ଚୁଡାପାଲି ହସ୍ପିଟାଲରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ କରି ଲୋକପ୍ରିୟତା ହାସଲ କରିଥିବା କୋଭିଡ ଯୋଦ୍ଧା ଫାର୍ମାସିଷ୍ଟ ଦିବାକର ପରିଡ଼ାଙ୍କ ମଙ୍ଗଳବାର ପରୋଲୋକ ଘଟଇଛି। ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ…
Archives


