ବଲାଙ୍ଗୀର

ଲଜ୍‌ରୁ ୫୯ ଲକ୍ଷ ଟଙ୍କା ଜବତ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୧୬ା୯(ଡି.ଏନ୍‌.ଏ.): କଣ୍ଟାବାଞ୍ଜି ଥାନା ପୋଲିସ ସହରର ଏକ ନିର୍ଦ୍ଦିଷ୍ଟ ଲଜ୍‌ରେ ଗୁରୁବାର ରାତିରେ ଚଢ଼ାଉ କରି ପ୍ରାୟ ୫୯ ଲକ୍ଷ ଟଙ୍କା ଜବତ କରିବା ସହ ରାଜ୍ୟ ବାହାରର ୭ ଜଣଙ୍କୁ ଅଟକ ରଖିଛନ୍ତି । ଉକ୍ତ ଲଜ୍‌ରେ ଜୁଆଖେଳ…

ଗୋରସ ପିଇ ଗାଈ ଛାଡ଼ିବା ଅଭ୍ୟାସ ବନ୍ଦ କର

ବଲାଙ୍ଗୀର ଅଫିସ, ୧୫ା୯: ବୁଲା ଗୋରୁଙ୍କ ଅବାଧ ବିଚରଣ ଯୋଗୁଁ ପ୍ରତିଦିନ ବଲାଙ୍ଗୀର ସହରର ବିଭିନ୍ନ ରାସ୍ତାଘାଟରେ ଟ୍ରାଫିକ ସମସ୍ୟା ଏବଂ ଦୁର୍ଘଟଣା ବୃଦ୍ଧି ପାଉଛି। ମ୍ୟୁନିସିପାଲିଟି ପକ୍ଷରୁ ବୁଲା ଗୋରୁଙ୍କୁ ଆୟତ୍ତରେ ରଖିବା ପାଇଁ ବାରମ୍ବାର ତାଗିଦ୍‌ କରାଯିବା ସତ୍ତ୍ୱେ…

ଲୋଭରେ ବୁଡ଼ିଲା ୧୦ଲକ୍ଷ: ଯୁବକଙ୍କ ଆତ୍ମହତ୍ୟା

ବଲାଙ୍ଗୀର ଅଫିସ, ୧୫ା୯: ଶେୟାର ମାର୍କେଟରେ କମ୍‌ଦିନରେ ଟଙ୍କା ଦ୍ୱିଗୁଣିତ ହେବା ଆଶାରେ ଧାର ଉଧାର କରି ୧୦ ଲକ୍ଷ ଟଙ୍କା ଖଟାଇଥିବା ଜଣେ ବ୍ୟକ୍ତି ସର୍ବସ୍ବାନ୍ତ ହେବା ପରେ ବିଷପିଇ ଜୀବନ ହାରିଛନ୍ତି। ଏଭଳି ଏକ ଅଘଟଣ ଘଟିଛି ବଲାଙ୍ଗୀର…

ଗାଁ ଦାଣ୍ଡରେ ପଡ଼ିଛି ଯୁବକଙ୍କ ମୃତଦେହ

ବଲାଙ୍ଗୀର ଅଫିସ, ୧୧।୯- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ ଭୁଏ…

ଅଶ୍ଳୀଳ ଫଟୋ ଉଠାଇ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟ ମାମଲା: ଗିରଫ ହେଲେ ଯୁବତୀଙ୍କ ସହ ପୁରୁଷବନ୍ଧୁ

ବଲାଙ୍ଗୀର ଅଫିସ,୧୦।୯: ବଲାଙ୍ଗୀର ସହର ସାଗର କଲୋନୀର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରେ ଭଡା ରହିବାକୁ ଆସି ଯୁବତୀଙ୍କ ସହ ତାଙ୍କର ପୁରୁଷବନ୍ଧୁ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ତରଭା ଅଞ୍ଚଳର ସମ୍ପୃକ୍ତା ଯୁବତୀ ମୃଦୁ ପାନୀୟରେ ଅବସରପ୍ରାପ୍ତ…

ଗୋଟିଏ ସ୍ଥାନରେ ଜଳିଲା ଜୁଇ

ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ ଝାଙ୍କରଙ୍କ ପୁଅ ଚନ୍ଦନ(୧୨), ପ୍ରଶାନ୍ତ ତାଣ୍ଡି(୨୭) ଓ କାହ୍ନା ମୁଣ୍ଡା(୨୦)। ଗୁରୁବାର ମୃତଦେହ…

ମମିତା ହତ୍ୟା ମାମଲା: ଆରମ୍ଭ ହେଲା ଶୁଣାଣି

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୯ା୯(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୁରୁବାର ଆରମ୍ଭ ହୋଇଛି। ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ…

ବଜ୍ରପାତରେ ୩ ଜଣଙ୍କ ଜୀବନ ଗଲା

ଲୋଇସିଂହା,୮ା୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାରେ ବଜ୍ରପାତ ଘଟି ଜଣେ ନାବାଳକଙ୍କ ସହ ୩ ଜଣଙ୍କ ଜୀବନ ଯାଇଛି। ମୃତକ ହେଲେ ପ୍ରଶାନ୍ତ ମୁଣ୍ଡା(୨୭), କାହ୍ନୁ ତାଣ୍ଡି(୨୦) ଓ ଚନ୍ଦନ ଝାଙ୍କର (୧୨)। ଗୁରୁତର ଅବସ୍ଥାରେ ସେମାନଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଚାଷୀଙ୍କୁ ବୁଝାଇ ପାରିଲେନି ଅଧିକାରୀ

ଲୋଇସିଂହା, ୭।୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ସମେତ ଆଗଲପୁର ବ୍ଲକ ଅନ୍ତର୍ଗତ ନୁନିଆପାଲି, ଝରଣୀପାଲି, ବଡଟିକା, ନଅଗା (ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା ପଞ୍ଚାୟତରେ ଗତବର୍ଷ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଥିଲା । ୨୦୨୦-୨୧ ପ୍ରଧାନମନ୍ତ୍ରୀ ଫସଲ ବୀମାରେ କ୍ଷତିପୂରଣ ପାଇବାରୁ ବଞ୍ଚିତ…

ବଲାଙ୍ଗୀରରେ କୋସଲ ମହାବନ୍ଦର ପ୍ରଭାବ

ବଲାଙ୍ଗୀର ଅଫିସ,୭।୯: କୋସଲ ସେନା ଓ କୋସଲ ମୁକ୍ତି ମୋର୍ଚ୍ଚା ଡାକରାରେ ବୁଧବାର ୧୨ ଘଣ୍ଟିଆ କୋଶଲ ମହାବନ୍ଦ ପାଳନ ଆରମ୍ଭ ହୋଇଛି । ବଲାଙ୍ଗୀର ସହରରେ ସମସ୍ତ ଦୋକାନ ବଜାର, ଗାଡ଼ି ଚଳାଚଳ, ସରକାରୀ ବେସରକାରୀ ଅଫିସ ଓ ସଂସ୍ଥା…

ପ୍ରଧାନମନ୍ତ୍ରୀ ଫସଲବୀମା ଦାବିରେ ଚାଷୀଙ୍କ ରାଜପଥ ଅବରୋଧ

ଲୋଇସିଂହା,୬।୯: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର କେତେକ ପଞ୍ଚାୟତର ଚାଷୀ ୨୦୨୦-୨୧ ପ୍ରଧାମନ୍ତ୍ରୀ ଫସଲ ବୀମା ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି l ଏହାର ପ୍ରତିବାଦରେ ଜୁଲାଇ ୨୬ରେ ଚାଷୀ ରାଜପଥ ଅବରୋଧ କରିଥିଲେ। ହେଲେ କୌଣସି ସୁଫଳ ମିଳି ନ…

ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ

ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?