ବଲାଙ୍ଗୀର

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ଚର୍ଚ୍ଚା ଜାରି ‌ରହିଛି । ଆଜି କୋଶଲବାଦୀ ସଙ୍ଗଠନ ପକ୍ଷରୁ ଜିଲା…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ନିଶାସକ୍ତ ଅବସ୍ଥାରେ ଲୋକଙ୍କ ଉପରକୁ କାର୍ ଚଢ଼ାଇବା ଅଭିଯୋଗ ହୋଇଛି।…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ ଯୋଗେ ଜଳଯୋଗାଣ ହେଉଛି। ଏହି କ୍ରମରେ ଗ୍ରାମର କଲୋନୀପଡାବାସୀ ଗୋଟିଏ ସପ୍ତାହ ହେବ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା ରୋଗୀ ଏବଂ ତାଙ୍କ ପରିଜନ ପିଇବା ପାଣିକୁ ନେଇ ହଟହଟା ହେଉଛନ୍ତି। ମରାମତି…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର ପ୍ରଭାବରେ ପାନୀୟ ଜଳ ପ୍ରକଳ୍ପରେ ପାଣି ହେଉନାହିଁ। ପ୍ରକଳ୍ପରୁ ଜଳଯୋଗାଣ ଅନିୟମିତ ଦେଖାଦେଇଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ ସହ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ। ପାଟଣାଗଡ଼ ବିଜୁ ଜନତା ଦଳ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ ଓ ଛାତ୍ର ଜନତାଦଳ ପକ୍ଷରୁ ପ୍ରତିବାଦ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଥମେ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ହୋଇଛି। ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିବା ଏକ ଫଟୋ ଓ ଭିଡିଓରେ…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି ମୁନ୍ଦେ ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବା ବେଳେ ଏବେ ସେମାନଙ୍କ…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ଅନ୍ତର୍ଗତ ଟାଙ୍କୁଳପଦର ଛକ…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଟ୍ରକ୍‌ ତଳେ ଚାପି ହୋଇଯାଇଥିବା ହେଲପରକୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?