ମଧ୍ୟସ୍ଥ ଆଗରେ, ପ୍ରଶାସନ ପଛରେ
ବଲାଙ୍ଗୀର ଅଫିସ, ୨ା୧୨: ବଲାଙ୍ଗୀର ଜିଲାରେ ଗତ ନଭେମ୍ବର ୧୮ରୁ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲାସ୍ତରୀୟ ଧାନକ୍ରୟ କମିଟି (ଡିଏଲ୍ପିସି) ବୈଠକରେ ଜିଲାର ଚାଷୀମାନେ ମଣ୍ଡି ଓ ଏସ୍ଏଚ୍ଜି ଜରିଆରେ ଧାନର ଉଚିତ ମୂଲ୍ୟ ଯେପରି ପାଇପାରିବେ, ସେ ନେଇ…
ତେଲନଦୀକୁ ଡେଇଁ ଦିବ୍ୟାଙ୍ଗ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ
ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍ ସମ୍ପକ୍ତ ଯୁବକଙ୍କୁ ନଦୀରୁ ଉଦ୍ଧାର କରିଛି। ପ୍ରେମରେ ବିଫଳ ପରେ ସେ ଏପରି ପଦକ୍ଷେପ ଗ୍ରହଣ…
ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ ଆକ୍ରମଣ
ପାଟଣାଗଡ଼,୨୬।୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ତମିଆଁ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳେ ଭରତବାହାଲ ଗ୍ରାମରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ତମିଆଁ ଗ୍ରାମର ଔଷଧ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଯୋଗ୍ୟ, ସକାଳେ ପ୍ରଧାନ…
ନାବାଳିକା ଝିଅକୁ ପୋଡିଦେଲେ ବାପା
ପାଟଣାଗଡ, ୨୩।୧୧ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…
ଝୋଲାଛାପ୍ ୱେବ୍ ସିରିଜ୍ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର
ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା ତାଙ୍କ ନିର୍ଦ୍ଦେଶିତ ୱେବ୍ ସିରିଜ୍ ଝୋଲାଛାପ୍ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ଝୋଲାଛାପ୍…
୧୦ବର୍ଷର ଆକ୍ରୋଶରୁ ଗଣହତ୍ୟା
ବଲାଙ୍ଗୀର ଅଫିସ/ପାଟଣାଗଡ଼, ୧୯ା୧୧(ଡି.ଏନ୍.ଏ.):ପାଟଣାଗଡ଼ ସହଁରାପଡାରେ ଗତ ୧୦ ତାରିଖ ରାତିରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ୮ ଦିନ ପରେ ବଲାଙ୍ଗୀର ପୋଲିସ ଏହି ଗଣହତ୍ୟାର ପର୍ଦ୍ଦାଫାଶ କରିଛି। ଏସ୍ପି ମାଡକର ସନ୍ଦୀପ…
ଅସ୍ଥାୟୀ କୋଭିଡ କିଓସ୍କ ଉଦ୍ଘାଟିତ
ବଲାଙ୍ଗୀର ଅଫିସ, ୧୮ା୧୧ – ବଲାଙ୍ଗୀର ଭାଗିରଥି ଛକ ନିକଟ ରିଲାଏନ୍ସ ସ୍କାର୍ଟ ସମ୍ମୁଖରେ ଏକ ଅସ୍ଥାୟୀ କୋଭିଡ କିଓସ୍କ ଉଦ୍ଘାଟିତ ହୋଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଓଡିଶା ଜୀବିକା ମିଶନ, ମିଶନ ଶକ୍ତି, ଓରମାସ୍ ଏବଂ ଜିଲା ପ୍ରଶାସନ…
ବିଲୁପ୍ତ ଲୋକକଳା ଉଜ୍ଜୀବିତ ରଖିବା ଉପରେ ଗୁରୁତ୍ୱ
ଦେଓଗାଁ,୧୮୧୧(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳ ଭୀମ ପାହାଡଠାରେ ମଙ୍ଗଳବାର ଜିଲା ମିକ୍ସଚର ରାମଲୀଳା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ସୁଶାନ୍ତ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଲୁପ୍ତ ହେବାକୁ…
ଓଟିଡିସି ପକ୍ଷରୁ ବଲାଙ୍ଗୀରରୁ ହରିଶଙ୍କରକୁ ବସ୍ସେବାର ଶୁଭାରମ୍ଭ
ବଲାଙ୍ଗୀର ଅଫିସ,୧୮ା୧୧ – ବଲାଙ୍ଗୀର ସଦର ମହକୁମାରୁ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡିକୁ ପର୍ଯ୍ୟଟକଙ୍କ ଯିବା ଆସିବାରେ ସୁବିଧା କରିବା ପାଇଁ ସୋମବାର ଏକ ବସ୍ସେବାର ଶୁଭାରମ୍ଭ କରାଯାଇଛି। ୨୫ ସିଟ୍ ବିଶିଷ୍ଟ ଏକ ଶୀତତାପ ନିୟନ୍ତ୍ରିତ ବସ୍ସେବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ…
କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର
ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…
ଭୀମପାହାଡରେ ଗିରିଗୋବର୍ଦ୍ଧନ ପୂଜା
ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମପାହାଡ ପାଦଦେଶରେ ସୋମବାର ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଛି ା ମୁଖ୍ୟ ଅତିଥିଭାବେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ବ୍ଲକ ଅଧକ୍ଷ ଲକ୍ଷ୍ମଣ…
ପରିବା ଦର ଆକାଶ ଛୁଆଁ
ଲାଠୋର, ୧୩।୧୧ (ଡି.ଏନ.ଏ.) ବଲାଙ୍ଗର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଛି । ଫଳରେ ଗରିବ ତଥା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପକ୍ଷେ ପରିବା କିଣି ଖାଇବା ସମ୍ଭବ ହେଉନାହିଁ । କରୋନା କଟକଣା…
Archives


