ବଲାଙ୍ଗୀର

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।…

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା ଦୁର୍ଜନ ଭୁଏଙ୍କ ପରଲୋକ ହୋଇଯାଇଛି। ବଡଭାଇ ପରିବାର ସହ ବାହାରେ ରହୁଛନ୍ତି। ଏବେ ସେ…

ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା

ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ ବେପାର…

ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ…

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି। ରାୟପୁରରୁ ଡାଲି ଜାତୀୟ ସାମଗ୍ରୀ ନେଇ ବଲାଙ୍ଗୀର ଆସୁଥିବା ଏହି ଟ୍ରକ୍‌ର ଚକ…

ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି

ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା ପାଣିର ବ୍ୟବସ୍ଥା ନାହିଁ। ଏହି ବଜାରରୁ ଭଲ ରାଜସ୍ବ ଆଦାୟ ହେଉଥିବାବେଳେ ଏପରି…

ଗୀତିକାର ନେତ୍ରାନନ୍ଦ ବାରିକଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୬ା୧୨-ବିଶିଷ୍ଟ ଅଭିନେତା ତଥା ବହୁ ଲୋକପ୍ରିୟ ଗୀତର ସ୍ରଷ୍ଟା ନେତ୍ରାନନ୍ଦ ବାରିକ (୬୮)ଙ୍କ ରବିବାର ଅପରାହ୍ନରେ ତାଙ୍କ ବଲାଙ୍ଗୀର ସଦର ବ୍ଲକ ଖୁଜେନ୍‌ପାଲି ବାସଭବନରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ ଖବର…

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ବାଇକ୍‌ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୋଟିଏ…

ଆରପାରିରେ ଶିକ୍ଷାବିତ୍‌ ନୀଳାଚଳ ମିଶ୍ର

ବଲାଙ୍ଗୀର ଅଫିସ/ପାଟଣାଗଡ, ୪ା୧୨ (ଡି.ଏନ୍‌.ଏ.) ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ତଥା ବିଶିଷ୍ଟ ସଂସ୍କୃତି ସଙ୍ଗଠକ ଡ. ନୀଳାଚଳ ମିଶ୍ର (୮୧)ଙ୍କ ଗୁରୁବାର ସକାଳେ ତାଙ୍କ ପାଟଣାଗଡସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କର ଦୁଇପୁଅ, ବୋହୂ, ୩ ଝିଅ, ଜ୍ୱାଇଁ, ନାତିନାତୁଣୀ ଅଛନ୍ତି…

ଆଦର୍ଶ ଗୁହାଳ ନିର୍ମାଣ ଶେଷକିସ୍ତି ଟଙ୍କା ମିଳିନି

ଦେଓଗାଁ, ୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଅନ୍ତର୍ଗତ ଉପରଝର ଓ ଫଟାମୁଣ୍ଡା ଗାଁର ୭ ଜଣ ଆଦର୍ଶ ଗୁହାଳ ହିତାଧିକାରୀଙ୍କୁ ଶେଷକିସ୍ତି ଟଙ୍କା ମିଳିନି। ନିର୍ମାଣ ସରିବାର ୬ମାସ ପରେ ଟଙ୍କା ନ ମିଳିବାରୁ ଗୁରୁବାର ବିଡିଓଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ

ବଲାଙ୍ଗୀର ଅଫିସ, ୪ା୧୨ ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତର କାଲିଝରନ୍‌ ଗଁାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଗୃହ ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୦୨୦-୨୧ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ ହୋଇ ଘର କରିସାରିଥିବା…

ଉନ୍ମୋଚିତ ହେଲା କୋସଲୀ ଲଖିଁପୁରାନ

ବଲାଙ୍ଗୀର ଅଫିସ, ୪ା୧୨ କୋସଲୀ ଭାଷାରେ ଲିଖିତ ଯୁବକବି ଅକ୍ଷୟ ସରାଫଙ୍କ ଲିଖିତ ଲଖିଁପୁରାନ ବଲାଙ୍ଗୀର ଯାଦବ ଭବନଠାରେ ମାଣବସା ଗୁରୁବାର ଦିନ ଉନ୍ମୋଚିତ ହୋଇଯାଇଛି ା ମୁଖ୍ୟଅତିଥି ଗୁରୁଶ୍ରୀ ଡ. ଘାସିରାମ ମିଶ୍ର, ସମ୍ମାନିତ ଅତିଥି ଭାବେ କୋଶଲୀ ଭାଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri