ବଲାଙ୍ଗୀର

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲେ ା ସମ୍ପର୍କୀୟ, ବନ୍ଧୁବାନ୍ଧବ ବିବାହ ଭୋଜିର ମଜା ଉଠାଇ ସାରିଥିଲେ…

ଅଭିନେତା, ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୨୨ା୭: ଜଣାଶୁଣା ଚଳଚ୍ଚିତ୍ର ଓ ମଞ୍ଚ ଅଭିନେତା ତଥା ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ (୫୫)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସକାଳେ ସେ ଅସୁସ୍ଥତା ଅନୁଭବ କରି ହଠାତ୍‌ ପଡି ଯାଇଥିଲେ। ତାଙ୍କୁ ତୁରନ୍ତ ଭୀମ ଭୋଇ…

ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ ଷଣ୍ଢ…

କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭:  ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ ଓ ସ୍ବେଚ୍ଛାକୃତ ସେବା ଯୋଗାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହରର ହାତୀଶାଳପଡା…

ଛାତ ପଡ଼ି ଶ୍ରମିକଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ,୧୩ା୭: ବଲାଙ୍ଗୀର ସହର ତୁଲସୀନଗର ପଡ଼ାରେ ଏକ ଅଘଟଣ ଘଟିଛି। ସେଣ୍ଟ୍ରିଂ ଖୋଲୁଥିବା ବେଳେ ଘର ଛାତ ପଡ଼ି ଜଣେ ଶ୍ରମିକଙ୍କ ଜୀବନ ଯାଇଛି। ସୂଚନାଯୋଗ୍ୟ, ତୁଳସୀନଗର ପଡ଼ାର ରବି ନାରାୟଣ ମିଶ୍ରଙ୍କ ପୁରୁଣା ଘର ମୁଖ୍ୟଦ୍ୱାରରେ ଏକ ନୂଆ…

ଭଙ୍ଗା କୁଡ଼ିଆରେ ବିତୁଛି ଦିନ

ଖପ୍ରାଖୋଲ, ୧୩ା୭(ଡି.ଏନ.ଏ.)   ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଜଲିଆବାହାଲ ଗାଁର କୃଷ୍ଣ ଦାସ( ୭୫)। ଗାଁମୁଣ୍ଡରେ ଭଙ୍ଗା ଦଦରା ଘରେ ସ୍ତ୍ରୀ ଲକ୍ଷ୍ମୀ (୭୦) ଓ ଭିନ୍ନକ୍ଷମ ପୁଅ ରଘୁନାଥ (୪୫) ସହ ରୁହନ୍ତି। ଜମିବାଡି କିଛ଼ି…

ବେଲପଡାରେ ଡବଲ ମର୍ଡର: ଗାଁରେ ଉତ୍ତେଜନା, ପୋଲିସ ମୁତୟନ

ବେଲପଡା,୧୧ା୭(ଡି.ଏନ.ଏ.)-ବଲାଙ୍ଗୀର ଜିଲା ବେଲପଡା ଥାନା ଅଧୀନ ମୁଣ୍ଡାଗଁାରେ ଏକ ଡବଲ ମର୍ଡର ଘଟଣା ଘଟିଛି ା ଟଙ୍କା ଦେଣନେଣକୁ କେନ୍ଦ୍ର କରି ଶନିବାର ଅପରାହ୍ନରେ ଏହି ଦୁଃଖଦ ଘଟଣା ଘଟିଛି ା ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ହଣାକଟା ପରେ ବାପ…

ପ୍ରେମରେ ପ୍ରତିବନ୍ଧକ ସାଜିବାରୁ ପ୍ରେମିକାର ବାପାକୁ ହତ୍ୟା

ଟିଟିଲାଗଡ଼, ୭ା୭ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଚୋରମରା ଗଁାରେ ଗତ ୨ତାରିଖ ଘଟିଥିବା ବର୍ଜୁ ରଣା (୫୪) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ହତ୍ୟା ଘଟଣାର ମୁଖ୍ୟ ସୂତ୍ରଧର ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗଁା ଗ୍ରାମର ଆଦିଲ ମହମ୍ମଦ(୨୨)ବୋଲି…

ଅନ୍ୟର ଚାପରେ ଅସହାୟ ମମତା

ବଲାଙ୍ଗୀର ଅଫିସ, ୨୯।୬:  ବଲାଙ୍ଗୀର ସଦର ବ୍ଲକ ଚୁଡାପାଲି ଗ୍ରାମର ମମତା ପଣ୍ଡା । ସେ ଜଣେ ଅଙ୍ଗନଓ୍ବାଡି କର୍ମୀ । ହେଲେ ଜନ୍ମରୁ ଦିବ୍ୟାଙ୍ଗ ଥିବା ମମତାଙ୍କ ପାଇଁ ଏହି ଶାରୀରିକ ଅସୁସ୍ଥତା ଅସୁମାରୀ ଦୁଃଖ ଆଣିଛି । କେତେଜଣ…

ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ

ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା…

ବର୍ଷେ ପରେ ବି ଘାଇ ମରାମତି ହେଲାନି

ଲୋଇସିଂହା, ୨୮।୬(ଡି.ଏନ.ଏ.)  ଗତବର୍ଷ ଲଗାଣ ବର୍ଷାରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଅଗଲାପାଲି ଗ୍ରାମସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଖଜୁରି କଟାଁ ହୁଡାରେ ଘାଇ ହୋଇଥିଲା। ସେତେବେଳେ କଟାଁର ପାଣି ମାଡିଯାଇ ଚାଷଜମି ବାଲିଚର ହେବାରୁ ଚାଷୀମାନେ…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା ମାଝି ଓ ତାଙ୍କ ସ୍ବାମୀ ହେମସାଗର ମାଝି ମା’ବାପା ଭାବେ ଏହି ପ୍ରେମୀଯୁଗଳଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri