ବଲାଙ୍ଗୀର

ଅସ୍ଥାୟୀ କୋଭିଡ କିଓସ୍କ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ, ୧୮ା୧୧ – ବଲାଙ୍ଗୀର ଭାଗିରଥି ଛକ ନିକଟ ରିଲାଏନ୍ସ ସ୍କାର୍ଟ ସମ୍ମୁଖରେ ଏକ ଅସ୍ଥାୟୀ କୋଭିଡ କିଓସ୍କ ଉଦ୍‌ଘାଟିତ ହୋଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଓଡିଶା ଜୀବିକା ମିଶନ, ମିଶନ ଶକ୍ତି, ଓରମାସ୍‌ ଏବଂ ଜିଲା ପ୍ରଶାସନ…

ବିଲୁପ୍ତ ଲୋକକଳା ଉଜ୍ଜୀବିତ ରଖିବା ଉପରେ ଗୁରୁତ୍ୱ

ଦେଓଗାଁ,୧୮୧୧(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳ ଭୀମ ପାହାଡଠାରେ ମଙ୍ଗଳବାର ଜିଲା ମିକ୍ସଚର ରାମଲୀଳା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ସୁଶାନ୍ତ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଲୁପ୍ତ ହେବାକୁ…

ଓଟିଡିସି ପକ୍ଷରୁ ବଲାଙ୍ଗୀରରୁ ହରିଶଙ୍କରକୁ ବସ୍‌ସେବାର ଶୁଭାରମ୍ଭ

ବଲାଙ୍ଗୀର ଅଫିସ,୧୮ା୧୧ – ବଲାଙ୍ଗୀର ସଦର ମହକୁମାରୁ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡିକୁ ପର୍ଯ୍ୟଟକଙ୍କ ଯିବା ଆସିବାରେ ସୁବିଧା କରିବା ପାଇଁ ସୋମବାର ଏକ ବସ୍‌ସେବାର ଶୁଭାରମ୍ଭ କରାଯାଇଛି। ୨୫ ସିଟ୍‌ ବିଶିଷ୍ଟ ଏକ ଶୀତତାପ ନିୟନ୍ତ୍ରିତ ବସ୍‌ସେବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ…

କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…

ଭୀମପାହାଡରେ ଗିରିଗୋବର୍ଦ୍ଧନ ପୂଜା

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମପାହାଡ ପାଦଦେଶରେ ସୋମବାର ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଛି ା ମୁଖ୍ୟ ଅତିଥିଭାବେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ବ୍ଲକ ଅଧକ୍ଷ ଲକ୍ଷ୍ମଣ…

ପରିବା ଦର ଆକାଶ ଛୁଆଁ

ଲାଠୋର, ୧୩।୧୧ (ଡି.ଏନ.ଏ.) ବଲାଙ୍ଗର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଛି । ଫଳରେ ଗରିବ ତଥା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପକ୍ଷେ ପରିବା କିଣି ଖାଇବା ସମ୍ଭବ ହେଉନାହିଁ । କରୋନା କଟକଣା…

ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା ଘଟଣା: ୨ ଅଟକ

ପାଟଣାଗଡ଼,୧୨ା୧୧(ଡି.ଏନ୍‌.ଏ.): ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରା ଉଚରା ଜାରି ରଖିଛି। ସୂଚନା ଅନୁସାରେ, ମୃତ ବୁଲୁ ଜାନୀ ୧୦ ବର୍ଷ ତଳେ ଝାଡ଼ଖଣ୍ଡ ରାଜ୍ୟରୁ ଆସି ବଲାଙ୍ଗୀର ଜିଲା ପାଟଣାଗଡ଼…

ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା

ବଲାଙ୍ଗିର,୧୧।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ା କେହି ଆତତାୟୀ ଗୋଟିଏ ପରିବାରର ୬ ଜଣଙ୍କୁ ଟାଙ୍ଗିଆରେ ହାଣି ଅତି ନିର୍ମମଭାବେ ହତ୍ୟା କରିଛନ୍ତି ା ଫଳରେ ଗୋଟିଏ ପରିବାର ମୁଳପୋଛ ହୋଇଯାଇଛି ା ମୃତକମାନେ ହେଲେ…

ଶିଳ୍ପ ବନ୍ଦ କଥା ସରକାରଙ୍କୁ ଅଜଣା

ଯାଜପୁର ଅଫିସ/ବାଲେଶ୍ୱର ଅଫିସ୍‌/ଅନୁଗୋଳ ଅଫିସ୍‌/ବଲାଙ୍ଗୀର ଅଫିସ୍‌/କେନ୍ଦୁଝର ସ୍ବ.ପ୍ର./ ସୁନ୍ଦରଗଡ଼/ଓଡ଼ାପଡ଼ା, ୫।୧୧(ଡି.ଏନ.ଏ.): ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର କହୁଛନ୍ତି। ଏହି କ୍ରମରେ ରାଜ୍ୟ ଏକକ ବାତାୟନ (ସିଙ୍ଗିଲ୍‌…

ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ ନିକଟକୁ ଫେରିବାକୁ ବସିଛି ା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ସୋମବାର ଜନପ୍ରତିନିଧିମାନେ ବ୍ଲକ…

ସରିଲା କାନ୍ଦୁଲବୁଢ଼ା ଯାତ୍ରା

ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ନିକଟସ୍ଥ କାନ୍ଦୁଲବୁଢ଼ା ଦେଶଗୁଡିଖଳା ଡଙ୍ଗରପଡାରେ ତିନିଦିନ ଧରି ଚାଲିଥିବା କାନ୍ଦୁଲବୁଢ଼ା ଯାତ୍ରା ସୋମବାର ଉଦ୍‌ଯାପିତ ହୋଇଯାଇଛି ା ଏହିଦିନ ବରୁଆଙ୍କ ଶରୀରରେ ଦେବତା ଆବିର୍ଭାବ ହେବାପରେ…

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ଅଭିଯୋଗ

ଦେଓଗାଁ, ୩ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବ୍ରାହ୍ଣଣୀଯୋର ପଞ୍ଚାୟତରେ ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି ା ଅର୍ଥ କାରବାର କରି ସ୍ବଚ୍ଛଳ ବର୍ଗର ଲୋକଙ୍କୁ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଗାଁର ମହିଳା ଗୋଷ୍ଠୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri