ଘର ଭିତରେ ପଶିଥିବା ଯୁବକଙ୍କୁ ଧରିଲେ ଗ୍ରାମବାସୀ
ବଲାଙ୍ଗୀର ଅଫିସ,୪।୨: ବଲାଙ୍ଗୀର ସହର ରାଧାରାଣୀପଡ଼ାରେ ରହୁଥିବା ସିଦ୍ଧାର୍ଥୀ ପଟେଲଙ୍କ ଘର ଭିତରକୁ ଶୁକ୍ରବାର ଜଣେ ସନ୍ଦିଗ୍ଧ ଯୁବକ ଜୋରଜବରଦସ୍ତ ପଶି ଯାଇଥିଲେ। ଖବର ପାଇ ପଡ଼ାବାସୀ ଯୁବକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଚୋରି ଉଦ୍ଦେଶ୍ୟରେ ଯୁବକ ଜଣକ…
ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି
ବଲାଙ୍ଗୀର ଅଫିସ,୨।୨: ବଲାଙ୍ଗୀର ମହିଳା ମହାବିଦ୍ୟାଳୟ ଛକ ନିକଟରେ ଥିବା ପତଞ୍ଜଳି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ସ୍ଥାନୀୟ ଟାଉନ ଥାନାରେ ଅଭିଯୋଗ ହୋଇଛି । ଦୋକାନ ମାଲିକ ଶିବରାମ ପଣ୍ଡା ଏ ନେଇ ଅଭିଯୋଗ କରିଛନ୍ତି ।…
କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇଙ୍କ ପରଲୋକ
ବଲାଙ୍ଗୀର ଅଫିସ,୩୧।୧: ବଲାଙ୍ଗୀରର ବିଶିଷ୍ଟ କ୍ରୀଡ଼ା ସଙ୍ଗଠକ ସୁମନ୍ତ ଭୋଇ (୫୬)ଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି । ବଲାଙ୍ଗୀରରେ କ୍ରୀଡ଼ା କ୍ଷେତ୍ରରେ ଉନ୍ନତି ଦିଗରେ ତାଙ୍କର ବିଶେଷ ଅବଦାନ ରହିଥିଲା । ବଲାଙ୍ଗୀର ଘରୋଇ ବସ୍ ମାଲିକ ସଂଘର…
୧୫ମାସ ପରେ ମାଟିତଳୁ କଙ୍କାଳ ଉଦ୍ଧାର
କଣ୍ଟାବାଞ୍ଜି,୩୧ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ପୋଲିସ ଓ ଜିଆରପି ଦୀର୍ଘ ୧ବର୍ଷ ୩ ମାସ ପରେ ଝାରଖଣ୍ଡର ଲତିଫ୍ ଅନସାରୀ (୧୯) ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି। କଣ୍ଟାବାଞ୍ଜି-ତୁରେକେଲା ରେଲୱେ ଜମିରୁ ଜେସିବିରେ ମାଟିଖୋଳି ରବିବାର ମୃତଙ୍କ ହାଡକଙ୍କାଳ ଉଦ୍ଧାର କରାଯିବା…
ଫ୍ୟାଶନ୍ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ
ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଫ୍ୟାଶନ୍ ମଡେଲ ଦୁନିଆର…
ଭିଜିଲାନ୍ସ ଜାଲରେ ସେକ୍ସନ ଅଧିକାରୀ
ବଲାଙ୍ଗୀର ଅଫିସ,୨୫।୧: ବଲାଙ୍ଗୀର ଜିଲା ଆଗଲପୁର ତହସିଲ ସେକ୍ସନ ଅଧିକାରୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ସକାଳେ ତାଙ୍କ ବଲାଙ୍ଗୀର ଗାନ୍ଧୀନଗରସ୍ଥିତ ଘର ସମେତ…
ଧରାପଡ଼ିଲେ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍
ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍ର ୩ ଲୁଟେରାଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏ ସଂକ୍ରାନ୍ତରେ ବଲାଙ୍ଗୀର ଏସ୍ପି ନୀତିନ କୁଶଲକର ସୋମବାର…
୩୫ ଲକ୍ଷ ଟଙ୍କାର ମୋବାଇଲ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ
ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ରମାଇ ଟକିଜ ନିକଟ ଏକ ମୋବାଇଲ ଦୋକାନରୁ ୧୪ ତାରିଖ ରାତିରେ ୫୦ ଲକ୍ଷ ଟଙ୍କାର ମୋବାଇଲ ଲୁଟ ହୋଇଥିଲା। ବଲାଙ୍ଗୀର ପୋଲିସ ଘଟଣାର ତଦନ୍ତ କରି ବିହାରର ଗୋରାସାହାନରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି…
ଗୋଡ଼େଇ ଗୋଡ଼େଇ ହାଣିଲେ
ବଲାଙ୍ଗୀର ଅଫିସ୍, ୨୨।୧: ବଲାଙ୍ଗୀର ସହର ମାଲପଡ଼ାରେ ଶୁକ୍ରବାର ରାତିରେ ପିକୁନ ଦଣ୍ଡସନା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା…
ନାମାଙ୍କନପତ୍ର ଦାଖଲ କଲେ ୨ ମହିଳା ପ୍ରାର୍ଥିନୀ
ବଲାଙ୍ଗୀର ଅଫିସ,୨୦ା୧: ବଲାଙ୍ଗୀର ଜିଲା ପରିଷଦ ଜୋନ୍ ୨୨ରେ ଜିଲା ପରିଷଦ ପ୍ରାର୍ଥୀ ଭାବେ ଅନାମିକା ହୋତା ଓ ଜୋନ୍ ନମ୍ବର ୨୩ରେ ବିଜେଡି ପ୍ରାର୍ଥୀ ଭାବେ ସଙ୍ଗୀତା ସୁନା ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲବେଳେ ବିଜେଡି ନେତା ଅର୍କେଶ…
ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା
ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡାର ବାସୁଦେବ ମିଶ୍ରଙ୍କ ଘର ସମ୍ମୁଖରେ ଧାରଣାରେ ବସିବା ଘଟଣା ସହର…
ନିର୍ବାଚନ ବର୍ଜନ ଲାଗି ମାଓବାଦୀ ଲଗାଇଲେ ବ୍ୟାନର
ବଲାଙ୍ଗୀର ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ ତୁରେକେଲା ବ୍ଳକ ସମରସିଂ ଗ୍ରାମରେ ମାଓବାଦୀଙ୍କ ପକ୍ଷରୁ ଏକ ବ୍ୟାନର ଲଗାଯାଇଛି। ବ୍ୟାନରରେ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରି ଗାଁରେ ଜନତା ସରକାର ଗଠନ କରିବାକୁ ମାଓବାଦୀମାନେ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ଏପରି…

