ବଲାଙ୍ଗୀର

ବଲାଙ୍ଗୀର ଛୁଇଁଲା କରୋନା, ୨ ସଂକ୍ରମିତ ଚିହ୍ନଟ

ବଲାଙ୍ଗୀର ଅଫିସ,୧।୫- ବଲାଙ୍ଗୀର ଜିଲାକୁ କରୋନା ଛୁଇଁଛି। ଗୁଡଭେଲା ବ୍ଲକ୍‌ ରୁଷୁଡା ପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗଁାର ଦୁଇଜଣ ଯୁବକଙ୍କ ସ୍ବାବ୍‌ ଟେଷ୍ଟ କରୋନା ପଜିଟିଭ ବାହାରିଛି। ସେହି ଦୁଇ ଯୁବକ ପ୍ରାୟ ଦେଢ଼ମାସ ତଳେ ତାମିଲନାଡୁରୁ ଫେରିଥିଲେ। ଏହି...

ବାଇଗଣ ବୋଝେଇ ଗାଡିରୁ ୩ କୁଇଣ୍ଟାଲ ଗଞ୍ଜେଇ ମିଳିଲା

ଗୁଡଭେଲା,୧।୫(ଡି.ଏନ.ଏ.):କରୋନା ସମୟରେ ଖାଉଟି ସାମଗ୍ରୀ ପରିବହନ ପାଇଁ ଗାଡିମୋଟର ଉପରେ ରାଜ୍ୟ ସରକାର କଟକଣା କରି ନାହାନ୍ତି। ଏଣୁ ଖାଉଟି ସାମଗ୍ରୀ ବୋଝେଇ ଗାଡିର ଅପବ୍ୟବହାର ହେଉଛି। ଗଞ୍ଜେଇ ମାଫିଆମାନେ ଫଇଦା ଉଠାଉଛନ୍ତି। ଶୁକ୍ରବାର ଏପରି ଏକ ଘଟଣା ଦେଖିବାକୁ...

ଆଇନ ଉଲ୍ଲଂଘନ କରି ଦୁଇ ଜୁଏଲାରୀ ଦୋକାନ ସିଲ୍‌: ଦେଲେ ୧୦ ହଜାର ଲେଖାଏ ଫାଇନ

କଣ୍ଟାବାଞ୍ଜି, ୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ସରକାର ମେ’ ୩ ତାରିଖ ଯାଏ ଲକ୍‌ଡାଉନ ଜାରି ରଖିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୌରାଞ୍ଚଳରେ କେତେକ ନିର୍ଦ୍ଧିଷ୍ଟ ଦୋକାନ ଖୋଲିବାର ଆଦେଶ ରହିଛି। ମାତ୍ର ସହରର କେତେକ ଜୁଏଲାରୀ...

ବଲାଙ୍ଗୀର ଛୁଇଁଲା କରୋନା: ଲେଖାରିଆ ଗ୍ରାମରୁ ୨ ଆକ୍ରାନ୍ତ ଚିହ୍ନଟ, ତାମିଲନାଡ଼ୁରୁ ଫେରିଥିଲେ

ଭୁବନେଶ୍ୱର,୧।୫(ବ୍ୟୁରୋ): ବଲାଙ୍ଗୀର ଛୁଇଁଲା କରୋନା। ଶୁକ୍ରବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛି। ଏହାକୁ ମିଶାଇଲେ ଏବେ ରାଜ୍ୟରେ ୧୫ଟି ଜିଲା କରୋନା ସଂକ୍ରମିତ ଜିଲା ତାଲିକାକୁ ଆସିଛି। ପୂର୍ବରୁ ଖୋର୍ଦ୍ଧା, ଯାଜପୁର,...

CORONAVIRUS UPDATE: ଆଉ ଦୁଇ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୪୫

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ବାଲେଶ୍ୱରରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ଆଉ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ବଲାଙ୍ଗୀର ଜିଲା ଲେଖାରିଆ ଗ୍ରାମର ବୋଲି ରାଜ୍ୟ ସୂଚନା...

ସୁକତେଲ୍‌ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ପହଞ୍ଚିଲେ ଦୁଇଜଣିଆ ଉଚ୍ଚସ୍ତରୀୟ ତଦନ୍ତକାରୀ ଟିମ୍‌

ପାଟଣାଗଡ, ୩୦ା୪ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ବ୍ଳକ ଅନ୍ତର୍ଗତ ତମିଆଁ-ମୁଦଲସର ସୁକତେଲ ନଦୀ ବ୍ରିଜ ବୁଧବାର ସକାଳେ ମରାମତି ବେଳେ ଭୁଶୁଡି ପଡିଥିଲା। ଭାଙ୍ଗି ଯାଇଥିବା ବ୍ରିଜ ସ୍ଲାବ ତଳେ ଦୁଇଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।...

ଶେଷରେ ଅସହାୟ ମହିଳାଙ୍କ ଚିକିତ୍ସା ହେଲା

ଲୋଇସିଂହା, ୨୯।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ପନେସରା ଗାଁ। ସେହି ଗାଁର ଅସହାୟ ମହିଳା ହାଡ ସାହୁ। ମୂଲଲାଗି ପରିବାର ଚଳାନ୍ତି। କାମକୁ ନ ଗଲେ ତାଙ୍କ ଘରେ ଚୁଲି ଜଳେନି। ଏପରି ପରିସ୍ଥିତିରେ ଦିନେ ସେ...

ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୮୫୯୦ ଟଙ୍କା, ୮ଟି ବାଇକ, ୧୦ଟି...

ମିଛ ଖବର ପରିବେଷଣ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଲା

ବଲାଙ୍ଗୀର ଅଫିସ,୨୯ା୪- ବଲାଙ୍ଗୀର ଜିଲାରେ ଏ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଜିଲାରେ ଏବେ ଗ୍ରୀନ୍‌ ଜୋନ୍‌ରେ ରହିଛି । ଏହାସତ୍ତ୍ୱେ କିଛି ହଟଚମଟକାରୀ ଅସାମାଜିକ ତତ୍ତ୍ୱ କରୋନା ସଂକ୍ରମଣ ସମ୍ପର୍କରେ ମିଛ ଖବର ପରିବେଷଣ...

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ...

ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ବିଧାୟକ

ଲାଠୋର, ୨୯ା୪(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ ହୋଇଥିବା କୋଭିଡ ୧୯ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ଗୁରୁବାର ପାଟଣାଗଡ ବିଧାୟକ ସରୋଜ ମେହେର ପରିଦର୍ଶନ କରିଥିଲେ। ଅଞ୍ଚଳରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଶିବିରମାନ କିପରି...

ଘରକୁ ଫେରିବାବେଳେ ବାଟବଣା ହେଲେ, କ୍ୱାରାଣ୍ଟାଇନ ସେଣ୍ଟରରେ ରହିଲେ ଶ୍ରମିକ

ଖପ୍ରାଖୋଲ, ୨୮ା୪(ଡି.ଏନ.ଏ.): ଲକଡାଉନ୍‌ ଯୋଗୁଁ ସବୁଠୁ ବେଶୀ ପ୍ରଭାବିତ ହୋଇଛନ୍ତି ଦାଦନ ଶ୍ରମିକ । ଖାଲି ରାଜ୍ୟ ବାହାରେ ନୁହଁ ରାଜ୍ୟ ଭିତରେ ବି ଭୋଗୁଛନ୍ତି ସମସ୍ୟା । ଫଳରେ କାମ ଅଭାବରେ ଶ୍ରମିକମାନେ ହେଉଛନ୍ତି ଘରମୁହଁା । ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri