ବଲାଙ୍ଗୀର

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ ସାଗରରରେ ଏବେ କାମ ଚାଲିଛି । ସାଗରର ସୌନ୍ଦର୍ଯ୍ୟକରଣ କାମ ଚାଲିଥିବା ବେଳେ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ ଆଗାମୀ ୪ ଦିନ ଯାଏ ରାଜ୍ୟର ୩ଟି ପ୍ରମୁଖ ଜିଲାକୁ ରେଡ୍‌ ଚେତାବନୀ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାମିଲନାଡୁର ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମ…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର ଛାତ୍ରୀ ପ୍ରତୀକ୍ଷାରାଣୀ ପଧାନ ସମୁଦାୟ ୬୦୦ ମାର୍କରୁ ୫୮୭ (୯୭.୮୩%) ମାର୍କ ରଖି…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି ଜଣକ ହେଲେ ପାର୍ଥ ମୁଗ୍ରୀ (୪୦)। ପରିବାର ଲୋକେ ଥାନାରେ ଅଭିେଯାଗ କରିବା…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ କରିଛନ୍ତି। ବିଶାଖାପାଟଣା – ନୂଆଦିଲ୍ଲୀ ନୂଆ ଟ୍ରେନର ବଲାଙ୍ଗୀର ଷ୍ଟେଶନରେ ରହଣି ନଥିବା…

ବର୍ଷାରେ ଧୋଇଗଲା ମିନି ଷ୍ଟାଡିୟମ ମାଟି: ସ୍ଥାୟିତ୍ୱକୁ ନେଇ ଆଶଙ୍କା

ଲାଠୋର,୨୨ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଞ୍ଚାୟତ ସଦର ଗ୍ରାମରେ ଏକ ମିନି ଷ୍ଟାଡିୟମ ନିର୍ମାଣ ହୋଇ ନିକଟରେ ଉଦ୍‌ଘାଟିତ ହୋଇଛି l ତେବେ ଏହି ଅଞ୍ଚଳରେ ଗତ ୧୩ ତାରିଖରେ ହୋଇଥିବା କାଳବୈଶାଖୀ ବର୍ଷାରେ ଷ୍ଟାଡିୟମର କେତେକ ଜାଗାରୁ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ କର୍ମଚାରୀ ମାନଙ୍କୁ ଅଫିସ ଭିତରେ ତାଲା ପକାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ଉପଭୋକ୍ତାଙ୍କ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ ଟିମ୍ l ସୂଚନା ଅନୁଯାୟୀ ARCS ଅଫିସର ଜଣେ ପୂର୍ବତନ କର୍ମଚାରୀଙ୍କ ବକେୟା…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ ମରିବାକୁ ବସିଛି ା ଭିକାରୀ ମାଝୀ, ଋଷୁ ଧରୁଆ, ରାଜେନ୍ଦ୍ର ସୁନା ଓ…

ବଲାଙ୍ଗୀରରେ ହୋଟେଲ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଟାଉନ ଥାନା ପୋଲିସ…

ବଲାଙ୍ଗୀର,୨୦।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଅଭାବନୀୟ ଘଟଣା । ସହର ମୁଖ୍ୟ ରାସ୍ତା କଡ଼ରେ ଥିବା ହୋଟେଲରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ମଧ୍ୟପ୍ରଦେଶ ଜବଲପୁର ନିବାସୀ ମହମ୍ମଦ ଇସାନ୍ (୨୭)…

ସସ୍ମିତାଙ୍କ ବେକରେ ରହିଛି ଦାଗ, ହତ୍ୟା ଅଭିଯୋଗ ଆଣି ଏସ୍‌ପି ଅଫିସରେ ପହଞ୍ଚିଲେ ପରିବାର ଲୋକେ

ବଲାଙ୍ଗୀର,୨୦ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଗୁଡ଼ତୁଲା ଗ୍ରାମରେ ସସ୍ମିତା ରଣାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବୁଧବାର ପରିବାର ଲୋକେ ନ୍ୟାୟ ଦାବି ନେଇ ବଲାଙ୍ଗୀର ଏସ୍‌ପିଙ୍କ ଅଫିସରେ ପହଞ୍ଚିଛନ୍ତି। ସୂଚନାନୁଯାୟୀ, ଗନ୍ଧର୍ଲା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?