ମୃତ ବ୍ୟକ୍ତିଙ୍କ ନାମରେ ପାଇଖାନା ଟଙ୍କା ଆତ୍ମସାତ: ଖୋଳତାଡ ଆରମ୍ଭ
ବଲାଙ୍ଗୀର ଅଫିସ, ୧୫।୧୨: ବଲାଙ୍ଗୀର ଜିଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ପଡ଼ିଆବାହାଲ ଗ୍ରାମରେ ଜଣେ ମୃତ ବ୍ୟକ୍ତିଙ୍କ ନାମରେ ପାଇଖାନା ଟଙ୍କା ଆତ୍ମସାତ ଅଭିଯୋଗ ଘଟଣାକୁ ନେଇ ଖୋଳତାଡ ଆରମ୍ଭ ହୋଇଛି । ଉପଜିଲାପାଳ ଲମ୍ବୋଦର ଧାରୁଆଙ୍କ ଉପସ୍ଥିତରେ ଗ୍ରାମ୍ୟ ଜଳ…
ଘର ଛାଡି ଚାଲିିଯାଇଥିବା ମହିଳାଙ୍କ ମୃତଦେହ ମିଳିଲା
ଲୋଇସିଂହା,୧୪।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ମାଗୁରବେଡା ଫାଣ୍ଡି ଅଧୀନ ରାଘୁପଦର ଗାଁରୁ ଜଣେ ବିବାହିତ ମହିଳାଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ପୋଲିସ ଜବତ କରିଛି। ମୃତା ହେଲେ ସୀତା ରଣା(୩୦)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମ ଭୋଇ…
ଏସ୍ପି ଅଫିସ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ
ବଲାଙ୍ଗିର ଅଫିସ,୧୪।୧୨: ଓଡ଼ିଶା କଂଗ୍ରେସ ଭବନ ଭିତରେ ପଶି ଛାତ୍ର କଂଗ୍ରେସର କର୍ମକର୍ତ୍ତାଙ୍କୁ ପୋଲିସର ଆକ୍ରମଣ ପ୍ରତିବାଦରେ ମଙ୍ଗଳବାର ବଲାଙ୍ଗିର ଜିଲା ଏସ୍ପି ଅଫିସ ଆଗରେ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ମମିତା ମେହେର ହତ୍ୟା ଘଟଣାରେ…
ବଳାତ୍କାର ପରେ ମହିଳାଙ୍କୁ ଫିଙ୍ଗି ଦେଲେ
ଲୋଇସିଂହା,୧୩।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁବାସ ଭୁଏ(୩୦)ଙ୍କୁ ଗିରଫ କରିଛି ପୋଲିସ। ସୋମବାର ଅଭିଯୁକ୍ତ ଏବଂ ପୀଡିତାଙ୍କ ଡାକ୍ତରୀ ମାଇନା ଲୋଇସିଂହା…
୧୫ରେ ଗୋବିନ୍ଦ ସାହୁଙ୍କ ଜାମିନ ଶୁଣାଣି
କଣ୍ଟାବାଞ୍ଜି,୧୧ା୧୨(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଶୁଣାଣି ଆସନ୍ତା ୧୫ ତାରିଖରେ ହେବ। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଏହି ଶୁଣାଣି ହେବ। ଗୋବିନ୍ଦ ସାହୁଙ୍କ ଓକିଲ କଣ୍ଟାବାଞ୍ଜି…
ହାତୀଦାନ୍ତ ଜବତ, ୨ ଶିକାରୀ ଗିରଫ
ଭୁବନେଶ୍ୱର, (ବ୍ୟୁରୋ)/ ବଲାଙ୍ଗୀର ଅଫିସ,୯।୧୨: କଠୋର ଆଇନ ଓ ବାରମ୍ବାର ଚଢ଼ାଉ ସତ୍ତ୍ୱେ ବନ୍ୟଜନ୍ତୁ ଶିକାର ଏବଂ ଚୋରା ଚାଲାଣ ବନ୍ଦ ହୋଇପାରୁ ନାହିଁ। ନଭେମ୍ବର ୧୪ରେ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ କେନ୍ଦୁଭଟାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ୍ ଫୋର୍ସ (ଏସ୍ଟିଏଫ୍)…
ଜମି ଅନୁମୋଦନ ପ୍ରକ୍ରିୟା ଆଉ ପାଦେ ବଢ଼ିଲା
ବଲାଙ୍ଗୀର ଅଫିସ, ୬ା୧୨: ୭୭ ବର୍ଷ ପୁରୁଣା ପଶ୍ଚିମ ଓଡ଼ିଶାର ସର୍ବପୁରାତନ ଉଚ୍ଚ ଶିକ୍ଷାନୁଷ୍ଠାନ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ଇଞ୍ଚେ ଜମିର ମାଲିକାନା ସ୍ବତ୍ୱ ନାହିଁ। ଏଭଳିକି ବିଶ୍ୱବିଦ୍ୟାଳୟର ଦଖଲଭୁକ୍ତ ଜମିର ମାଲିକାନା ସ୍ବତ୍ୱ ମଧ୍ୟ ଏହି ଶିକ୍ଷାନୁଷ୍ଠାନ ନଁାରେ…
ମମିତା ମେହେର ହତ୍ୟା ମାମଲା: ଘୁଞ୍ଚିଲା ଗୋବିନ୍ଦଙ୍କ ଜାମିନ ଆବେଦନର ଶୁଣାଣି
ବଲାଙ୍ଗୀର ଅଫିସ,୬।୧୨: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି । ସୋମବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୋବିନ୍ଦଙ୍କ ଜାମିନ ଆବେଦନର ଶୁଣାଣି ଥିଲା । ମାତ୍ର କୋର୍ଟ ଜାମିନ…
ଟ୍ରକ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକେ
ବଲାଙ୍ଗୀର ଅଫିସ, ୨।୧୨: ବଲାଙ୍ଗୀର ସହର ଦୁର୍ଗାମନ୍ଦିର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଯୁବକ ଜଣକ ହେଲେ ଚଁଟିଆପଡାର ନିର୍ମଳ…
ଭିଜିଲାନ୍ସ ଜାଲରେ ଥାନାଧିକାରୀ, କାର୍ ସିଟ୍ତଳୁ ବାହାରିଲା ବିଡ଼ା ବିଡ଼ା ଟଙ୍କା
ବଲାଙ୍ଗୀର ଅଫିସ,୧ା୧୨: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନାଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଦୀର୍ଘଦିନ ହେଲା ଭିଜିଲାନ୍ସ ବିଭାଗ ତାଙ୍କ ଉପରେ ନଜର ରଖିଥିଲା। ତେବେ ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଗଠିତ ସ୍ବତନ୍ତ୍ର…
ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା
ଲୋଇସିଂହା,୨୯।୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଭାଲୁପାଲି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ସୋମବାର ସକାଳେ ମୃତ୍ୟୁ ଘଟଛି l ମୃତ ଚାଷୀ ଜଣଙ୍କ ହେଲେ ଗୋପାଳ ପୋଢ଼(୪୮)l ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ…
ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିବେଦନ କଲେ ଅଭୟ
ବଲାଙ୍ଗୀର ଅଫିସ,୨୮ା୧୧: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର ବଲାଙ୍ଗୀର ଗସ୍ତରେ ଆସି ବଲାଙ୍ଗୀର ଜିଲାର ମାଓବାଦୀ ଅପରେଶନ ତଦାରଖ କରିବା ସହ ପୋଲିସ ଗୁଳିରେ ଟଳି ପଡ଼ିଥିବା ବଲାଙ୍ଗୀର-ବରଗଡ଼-ମହାସମୁଦ ଡିଭିଜନର ଏରିଆ କମିଟି ସଦସ୍ୟ ଶଙ୍କରଙ୍କ ସମ୍ପର୍କରେ ସୂଚନା ଦେଇଥିଲେ…

