ବଲାଙ୍ଗୀର

ମା’, ପୁଅ ହେଲେ ସମିତି ସଭ୍ୟ

ସଇଁତଳା, ୩ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳ ପ୍ରକାଶ ପାଇଛି। ଘୋଷିତ ତାଲିକାରେ ସମିତି ସଭ୍ୟଭାବେ ମା’ ଓ ପୁଅ ନିର୍ବାଚିତ ହୋଇଛନ୍ତି। ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କ ସ୍ତ୍ରୀ ତଥା ପ୍ରାକ୍ତନ ପଞ୍ଚାୟତ…

୨୫ ଖଣ୍ଡ ଭୋଟରେ ଜିତିଲେ ଖବରକାଗଜ ବିତରକ

ବଲାଙ୍ଗୀର ଅଫିସ,୧।୩: ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ରଣ୍ଡା ପଞ୍ଚାୟତର ସମିତି ସଭ୍ୟ ଭାବେ ସୁଦାମ ନନ୍ଦ ନିର୍ବାଚିତ ହୋଇଛନ୍ତି। ଖବରକାଗଜ ବିତରକ ଭାବେ କାର୍ଯ୍ୟ କରୁଥିବା ସୁଦାମ ଚଳିତ ନିର୍ବାଚନରେ ରଣ୍ଡା ପଞ୍ଚାୟତରୁ ସମିତି ସଭ୍ୟ ପ୍ରାର୍ଥୀ ଭାବେ ରଣାଙ୍ଗନକୁ…

କୁକୁରକୁ ବଳିଦେଇ ରକ୍ତ ପିଇଲେ ୫ଶିଶୁ

ବଲାଙ୍ଗୀର ଅଫିସ,୧।୩: ପରମ୍ପରା ନାଁରେ ପଶୁବଳି ଦିଆଯିବା ଘଟଣା ଶିଶୁ ମାନସିକତା ଉପରେ କିଭଳି କୁପ୍ରଭାବ ପକାଇଥାଏ ତାହା ବଲାଙ୍ଗୀର ଜିଲା ସଦର ଥାନା ଅନ୍ତର୍ଗତ ପଣ୍ଡାରାପିଟା ଗାଁରେ ଘଟିଥିବା ଏକ ଘଟଣାରୁ ଜଣାପଡିଛି। ଖେଳରେ ପଶୁବଳି ଦେଇ ୫ଶିଶୁ ଏକ…

ହେଭିୱେଟ୍‌ଙ୍କ ଗଡ଼ ଭାଙ୍ଗିଦେଲା ବିଜେଡି

ବଲାଙ୍ଗୀର ଅଫିସ,୨୮ା୨: ବଲାଙ୍ଗୀର ଜିଲାର ଦୁଇ ହେଭିୱେଟ୍‌ କଂଗ୍ରେସ ଦଳର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ଭାଜପାର କନକ ବର୍ଦ୍ଧନ ସିଂଦେଓଙ୍କ ଗଡ଼ରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଭାଜପା ପକ୍ଷରୁ ବଲାଙ୍ଗୀରରେ…

ଭୋଟ ଗଣତି କେନ୍ଦ୍ର ସମ୍ମୁଖରେ ଉତ୍ତେଜନା

ଗୁଡ଼ଭେଲା,୨୭ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ କାର୍ଯ୍ୟାଳୟ ପରିସରରେ ରବିବାର ୬ ନମ୍ବର ଜିଲା ପରିଷଦ ଜୋନର ଭୋଟ ଗଣତି ହେଉଥିବା ବେଳେ ସନ୍ଧ୍ୟାରେ ଉତ୍ତେଜନା ପ୍ରକାଶ ପାଇଛି। ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିବା ପ୍ରଚାର ପରେ ଭୋଟ କେନ୍ଦ୍ର ସମ୍ମୁଖରେ…

ବ୍ଳାକ୍‌ମେଲିଂ କରିବାରୁ ହତ୍ୟା କରି ଜାଳି ଦେଲୁ

ବଲାଙ୍ଗୀର ଅଫିସ/ଗୁଡଭେଲା,୨୬ା୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅଧୀନ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ଉଦେର ଗ୍ରାମର ସହକାରୀ ଶିକ୍ଷକ ବାସୁଦେବ ଭୋଇ (୨୫)ଙ୍କ ଅର୍ଦ୍ଧଦଗ୍ଧ…

କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ହେବ ଶୁଣାଣି

ବଲାଙ୍ଗୀର ଅଫିସ, ୨୬ା୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ଶୁଣାଣି ଖୁବ ଶୀଘ୍ର ଆରମ୍ଭ ହେବ। କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟରେ ଏହି ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରୁ ମାମଲାଟିକୁ କଣ୍ଟାବାଞ୍ଜି ଅତିରିକ୍ତ ଦୌରାଜଜ୍‌ କୋର୍ଟକୁ…

ପ୍ରେମ ସମ୍ପର୍କରୁ ଶିକ୍ଷକଙ୍କୁ ହତ୍ୟା, ପ୍ରେମିକା ଅଟକ

ବଲାଙ୍ଗୀର ଅଫିସ,୨୫।୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷରା ଥାନା ବୀରାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କର୍ଲାଖମନ ଗାଁ ନିକଟ ରାହୁଲ ନଦୀ କୂଳରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡିଥିଲା। ଘଟଣାସ୍ଥଳରେ ପହଞ୍ଚତ୍ ବଲାଙ୍ଗୀର ସଦର ଏସ୍‌ଡିପିଓ ତୋଫାନ୍‌ ବାଗ…

ପୋଲିସ ବସ୍‌ ଧକ୍କାରେ ଗଲା ପ୍ରିଜାଉଡିଂ ଅଫିସରଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୫ା୨: ଶେଷ ପର୍ଯ୍ୟାୟ ନିର୍ବାଚନ ସାରି ଘରକୁ ଫେରୁଥିବା ପ୍ରିଜାଇଡିଂ ଅଫିସର ଶିକ୍ଷକ ସୁଦାମ ଚରଣ ପୁରୋହିତ(୫୨)ଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଟିଟିଲାଗଡ଼ ବ୍ଳକ ଖୋଲାନ ନିର୍ବାଚନ ବୁଥରେ ପ୍ରିଜାଇଡିଂ ଅଫିସର ଭାବେ ଦାୟିତ୍ୱ ନିର୍ବାହ କରି…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭୋଟ ଦେବାକୁ ପ୍ରବଳ ଉତ୍ସାହ

ବଲାଙ୍ଗୀର ଅଫିସ,୨୨।୨: ବଲାଙ୍ଗୀର ଜିଲାରେ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ସୁରୁଖୁରୁରେ ଆରମ୍ଭ ହୋଇଛି । ବଲାଙ୍ଗୀର ନିର୍ବାଚନ ମଣ୍ଡଳୀର ବଲାଙ୍ଗୀର ଓ ଦେଓଗାଁ ତଥା ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀର ଗୁଡଭେଲା ବ୍ଳକ ଅନ୍ତର୍ଗତ ୬ଟି ଜିଲା ପରିଷଦ ଜୋନ୍‌, ୬୪…

ସମ୍ମାନ ମିଳିଛି, ସାମ୍ବିଧାନିକ ସ୍ବୀକୃତି ନାହିଁ

ବଲାଙ୍ଗୀର ଅଫିସ, ୨୨ା୨:କୋସଲୀ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଶ୍ୱସ୍ତରରେ ସମ୍ମାନ ଓ ଆଦର ମିଳୁଛି। ବିଭିନ୍ନ ଭାଷାରେ ଅନୁବାଦ କରାଯାଉଛି। ଖୋଦ୍‌ କେନ୍ଦ୍ର ଓ ରାଜ୍ୟ ସରକାର ଏହି ଭାଷାର କବି, ଲୋକଙ୍କୁ ମର୍ଯ୍ୟାଦାଜନକ ସମ୍ମାନରେ ସମ୍ମାନିତ କରୁଛନ୍ତି।…

କୋଶଲୀ ଭାଷାକୁ ସାମ୍ବିଧାନିକ ସ୍ବୀକୃତି ନ ମିଳିଲେ ଆନ୍ଦୋଳନ

ବଲାଙ୍ଗୀର ଅଫିସ,୨୧।୨: କୋଶଲ ସାହିତ୍ୟ ସଂସ୍କୃତି ଏକାଡେମୀ ପକ୍ଷରୁ ବଲାଙ୍ଗୀର ସାମ୍ବାଦିକ ଭବନରେ ସୋମବାର ବିଶ୍ବ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ପଦ୍ମଶ୍ରୀ ବିଦ୍ୟାବାଚସ୍ପତି ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଲୋକକବିରତ୍ନ ପଦ୍ମଶ୍ରୀ ହଳଧର ନାଗ, ପଦ୍ମଶ୍ରୀ ନରସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?