ବେଲପଡାରେ ଡବଲ ମର୍ଡର: ଗାଁରେ ଉତ୍ତେଜନା, ପୋଲିସ ମୁତୟନ
ବେଲପଡା,୧୧ା୭(ଡି.ଏନ.ଏ.)-ବଲାଙ୍ଗୀର ଜିଲା ବେଲପଡା ଥାନା ଅଧୀନ ମୁଣ୍ଡାଗଁାରେ ଏକ ଡବଲ ମର୍ଡର ଘଟଣା ଘଟିଛି ା ଟଙ୍କା ଦେଣନେଣକୁ କେନ୍ଦ୍ର କରି ଶନିବାର ଅପରାହ୍ନରେ ଏହି ଦୁଃଖଦ ଘଟଣା ଘଟିଛି ା ଦୁଇ ପରିବାର ସଦସ୍ୟଙ୍କ ମଧ୍ୟରେ ହଣାକଟା ପରେ ବାପ…
ପ୍ରେମରେ ପ୍ରତିବନ୍ଧକ ସାଜିବାରୁ ପ୍ରେମିକାର ବାପାକୁ ହତ୍ୟା
ଟିଟିଲାଗଡ଼, ୭ା୭ (ଡି.ଏନ.ଏ.)- ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅନ୍ତର୍ଗତ ଚୋରମରା ଗଁାରେ ଗତ ୨ତାରିଖ ଘଟିଥିବା ବର୍ଜୁ ରଣା (୫୪) ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ହତ୍ୟା ଘଟଣାର ମୁଖ୍ୟ ସୂତ୍ରଧର ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗଁା ଗ୍ରାମର ଆଦିଲ ମହମ୍ମଦ(୨୨)ବୋଲି…
ଅନ୍ୟର ଚାପରେ ଅସହାୟ ମମତା
ବଲାଙ୍ଗୀର ଅଫିସ, ୨୯।୬: ବଲାଙ୍ଗୀର ସଦର ବ୍ଲକ ଚୁଡାପାଲି ଗ୍ରାମର ମମତା ପଣ୍ଡା । ସେ ଜଣେ ଅଙ୍ଗନଓ୍ବାଡି କର୍ମୀ । ହେଲେ ଜନ୍ମରୁ ଦିବ୍ୟାଙ୍ଗ ଥିବା ମମତାଙ୍କ ପାଇଁ ଏହି ଶାରୀରିକ ଅସୁସ୍ଥତା ଅସୁମାରୀ ଦୁଃଖ ଆଣିଛି । କେତେଜଣ…
ବଲାଙ୍ଗୀର ରେଳ ଷ୍ଟେଶନରେ ପହଞ୍ଚିଲେ ୧୨୬୩ ପ୍ରବାସୀ
ବଲାଙ୍ଗୀର ଅଫିସ,୨୮ା୬-ସ୍ବତନ୍ତ୍ର ଟ୍ରେନ ଯୋଗେ ତିରୁପତିରୁ ବଲାଙ୍ଗୀର ରେଳ ଷ୍ଟେସନରେ ରବିବାର ୧୨୬୩ ପ୍ରବାସୀ ଶ୍ରମିକ ପହଞ୍ଚିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ସେଠାରେ ପୂର୍ବରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା…
ବର୍ଷେ ପରେ ବି ଘାଇ ମରାମତି ହେଲାନି
ଲୋଇସିଂହା, ୨୮।୬(ଡି.ଏନ.ଏ.) ଗତବର୍ଷ ଲଗାଣ ବର୍ଷାରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଅଗଲାପାଲି ଗ୍ରାମସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଖଜୁରି କଟାଁ ହୁଡାରେ ଘାଇ ହୋଇଥିଲା। ସେତେବେଳେ କଟାଁର ପାଣି ମାଡିଯାଇ ଚାଷଜମି ବାଲିଚର ହେବାରୁ ଚାଷୀମାନେ…
ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର
ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା ମାଝି ଓ ତାଙ୍କ ସ୍ବାମୀ ହେମସାଗର ମାଝି ମା’ବାପା ଭାବେ ଏହି ପ୍ରେମୀଯୁଗଳଙ୍କ…
‘ପରିବର୍ତ୍ତନ ସହ ତାଳଦେଇ ପ୍ରଗତିଶୀଳ ହେବା’
ବଲାଙ୍ଗୀର ଅଫିସ, ୨୩ା୬ ସୋମବାର ଥିଲା ବଲାଙ୍ଗୀର ପାଇଁ ଏକ ଐତିହାସିକ ଦିନ। ବହୁ ପ୍ରତୀକ୍ଷିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଡ. ଦୀପକ କୁମାର ବେହେରା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ବେହେରା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ…
ଜଙ୍ଗଲରେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା
ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ ଲୁହୁରାମୁଣ୍ଡା ଗାଁର ଦେବାର ଜୁଏଡ (୬୧)। ହେଲେ ତାଙ୍କ ସହ ଜଙ୍ଗଲକୁ ଯାଇଥିବା…
୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍ଏସି ଜେଇ
ପାଟଣାପଡ଼, ୨୨।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ…
ବୃତ୍ତି ବଦଳାଇଛି କରୋନା: ଟମାଟୋ ବିକି ପେଟ ପୋଷୁଛନ୍ତି ବାଦ୍ୟ କଳାକାର
ଲାଠୋର, ୨୨ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅନ୍ତର୍ଗତ ଜଲପାଙ୍କେଲ ଗ୍ରାମର ବାଦ୍ୟ କଳାକାର ବିନୋଦ ସୁନା। କରୋନା ତାଙ୍କ ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି। ଲକ୍ଡାଉନ କଟକଣା ଯୋଗୁ କଳାକାର ବୃତ୍ତିରେ ବାଧା ଉପୁଜିଥିବା…
ସ୍ବାମୀଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ସାଏବାନିଙ୍କୁ ମିଳିନି ବିଧବା ଭତ୍ତା
ଭତ୍ତାଲାଠୋର,(ଡି.ଏନ୍.ଏ.):୧୯।୬: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅଧୀନ ଚାଉଲଡିଆ ଗ୍ରାମର ସାଏବାନି ରଣା (୫୫)ଙ୍କୁ ବିଧବା ଭତ୍ତା ମିଳି ନ ଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଦୁଇ ବର୍ଷ ପୂର୍ବେ ସାଏବାନିଙ୍କ ସ୍ବାମୀଙ୍କ ଯକ୍ଷ୍ମାରେ ମୃତ୍ୟୁ ଘଟିଥିଲା। ମାତ୍ର…
ଗତବନ୍ୟାରେ ଘର ଭାଙ୍ଗିଥିଲା, ସହାୟତା ମିଳିନି
ଦେଓଗାଁ,୧୯ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ଆରଆଇ ସର୍କଲ ଅନ୍ତର୍ଗତ ଖଲିଆପାଲିର ମନ୍ଦାର ମଲ୍ଲିକ(୪୬)। ଗତବନ୍ୟାରେ ତାଙ୍କ ମାଟିଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେହିଦିନଠାରୁ ପ୍ରାୟ ୧୦ମାସ ହେଲା ତିନି ପିଲାଙ୍କୁ ଧରି ମନ୍ଦାର ସେହି ଘରେ ରହୁଛନ୍ତି। ୨ବର୍ଷ…
Archives


