ବଲାଙ୍ଗୀର

ଫ୍ୟାଶନ୍‌ ମଡେଲିଂରୁ ସରପଞ୍ଚ ପ୍ରାର୍ଥୀ

ବଲାଙ୍ଗୀର ଅଫିସ,୩୧ା୧: ଚଳିତ ପଞ୍ଚାୟତ ନିର୍ବାଚନରେ ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଚୂଡାପାଲି ଗ୍ରାମ ପଞ୍ଚାୟତ ଭିନ୍ନ ଏକ ଦିଗରୁ ଚର୍ଚ୍ଚାର ପରିସରକୁ ଆସିଛି। ଏହି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ଭାବେ ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଫ୍ୟାଶନ୍‌ ମଡେଲ ଦୁନିଆର…

ଭିଜିଲାନ୍ସ ଜାଲରେ ସେକ୍ସନ ଅଧିକାରୀ

ବଲାଙ୍ଗୀର ଅଫିସ,୨୫।୧: ବଲାଙ୍ଗୀର ଜିଲା ଆଗଲପୁର ତହସିଲ ସେକ୍ସନ ଅଧିକାରୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ସକାଳେ ତାଙ୍କ ବଲାଙ୍ଗୀର ଗାନ୍ଧୀନଗରସ୍ଥିତ ଘର ସମେତ…

ଧରାପଡ଼ିଲେ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌

ବଲାଙ୍ଗୀର ଅଫିସ,୨୫ା୧: ନେପାଳ ସୀମାକୁ ଲାଗିଥିବା ବିହାରରୁ ୩୦ଲକ୍ଷ ଟଙ୍କାର ଚୋରି ମୋବାଇଲ ଜବତ କରିବା ସହ ଏକ ଅନ୍ତର୍ଦ୍ଦେଶୀୟ ଲୁଟେରା ଗ୍ୟାଙ୍ଗ୍‌ର ୩ ଲୁଟେରାଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏ ସଂକ୍ରାନ୍ତରେ ବଲାଙ୍ଗୀର ଏସ୍‌ପି ନୀତିନ କୁଶଲକର ସୋମବାର…

୩୫ ଲକ୍ଷ ଟଙ୍କାର ମୋବାଇଲ ଜବତ: ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ରମାଇ ଟକିଜ ନିକଟ ଏକ ମୋବାଇଲ ଦୋକାନରୁ ୧୪ ତାରିଖ ରାତିରେ ୫୦ ଲକ୍ଷ ଟଙ୍କାର ମୋବାଇଲ ଲୁଟ ହୋଇଥିଲା। ବଲାଙ୍ଗୀର ପୋଲିସ ଘଟଣାର ତଦନ୍ତ କରି ବିହାରର ଗୋରାସାହାନରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି…

ଗୋଡ଼େଇ ଗୋଡ଼େଇ ହାଣିଲେ

ବଲାଙ୍ଗୀର ଅଫିସ୍‌, ୨୨।୧: ବଲାଙ୍ଗୀର ସହର ମାଲପଡ଼ାରେ ଶୁକ୍ରବାର ରାତିରେ ପିକୁନ ଦଣ୍ଡସନା ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡ଼ିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା…

ନାମାଙ୍କନପତ୍ର ଦାଖଲ କଲେ ୨ ମହିଳା ପ୍ରାର୍ଥିନୀ

ବଲାଙ୍ଗୀର ଅଫିସ,୨୦ା୧: ବଲାଙ୍ଗୀର ଜିଲା ପରିଷଦ ଜୋନ୍‌ ୨୨ରେ ଜିଲା ପରିଷଦ ପ୍ରାର୍ଥୀ ଭାବେ ଅନାମିକା ହୋତା ଓ ଜୋନ୍‌ ନମ୍ବର ୨୩ରେ ବିଜେଡି ପ୍ରାର୍ଥୀ ଭାବେ ସଙ୍ଗୀତା ସୁନା ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲବେଳେ ବିଜେଡି ନେତା ଅର୍କେଶ…

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡାର ବାସୁଦେବ ମିଶ୍ରଙ୍କ ଘର ସମ୍ମୁଖରେ ଧାରଣାରେ ବସିବା ଘଟଣା ସହର…

ନିର୍ବାଚନ ବର୍ଜନ ଲାଗି ମାଓବାଦୀ ଲଗାଇଲେ ବ୍ୟାନର

ବଲାଙ୍ଗୀର ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ବର୍ଜନ କରିବାକୁ ତୁରେକେଲା ବ୍ଳକ ସମରସିଂ ଗ୍ରାମରେ ମାଓବାଦୀଙ୍କ ପକ୍ଷରୁ ଏକ ବ୍ୟାନର ଲଗାଯାଇଛି। ବ୍ୟାନରରେ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରି ଗାଁରେ ଜନତା ସରକାର ଗଠନ କରିବାକୁ ମାଓବାଦୀମାନେ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ଏପରି…

୪୪ ଲକ୍ଷ ଟଙ୍କାରେ ସରପଞ୍ଚ ପଦ ନିଲାମ

ବଲାଙ୍ଗୀର ଅଫିସ,୧୭ା୧: ଗଣତନ୍ତ୍ରର ସଶକ୍ତିକରଣ, ତୃଣମୂଳସ୍ତରରୁ ଲୋକଙ୍କ ଭାଗିଦାରୀ ଏବଂ ବିକାଶମୂଳକ କାର୍ଯ୍ୟରେ ଜନସାଧାରଣଙ୍କ ସହଭାଗିତାକୁ ସୁଦୃଢ଼ କରୁଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୋଟିଏ ପଞ୍ଚାୟତର ସରପଞ୍ଚ ପଦକୁ ନିଲାମ ପ୍ରକ୍ରିୟାରେ…

ପୁଅର ମୃତଦେହ ଦେଖି ଟଳି ପଡ଼ିଲେ ବାପା

ବଲାଙ୍ଗୀର ଅଫିସ,୧୫ା୧: ପୁଅର ମୃତଦେହ ଦେଖି ଟଳି ପଡିଲେ ବାପା। ଦୁଇ ଜଣଙ୍କୁ ହରାଇବାର ଦୁଃଖରେ କାନ୍ଦ ବୋବାଳିରେ ଫାଟି ପଡିଲା ଘର। ଏଭଳି ଅଭାବନୀୟ ଘଟଣା ଶୁକ୍ରବାର ବରଗଡ ସହରରେ ଦେଖିବାକୁ ମିଳିଛି। ପ୍ରକାଶ ଯେ, ବଲାଙ୍ଗୀର ଅଞ୍ଚଳର କଂଗ୍ରେସ…

ଓମିକ୍ରନ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପାଇଁ ଡୁଙ୍ଗୁରିପାଲିରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ବଲାଙ୍ଗୀର ଅଫିସ,୬ା୧: ରାଜ୍ୟର ପ୍ରଥମ ଓମିକ୍ରନ ମୃତ୍ୟୁ ମାମଲା ବଲାଙ୍ଗୀର ଜିଲାର ବୋଲି ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଆଗଲପୁର ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ ପହଞ୍ଚି କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରିଛନ୍ତି। ଗତ…

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?