ବଲାଙ୍ଗୀର

ପାଣି ପାଇଁ ତାତିଲେ ମହିଳା

ଟିଟିଲାଗଡ଼, ୧୬।୯ (ଡି.ଏନ.ଏ.) – ବଲାଙ୍ଗୀର ଜିଲା ଟିଟିଲାଗଡ ସହର ୱାର୍ଡ ନମ୍ବର ୧ ସର୍ଗିଗୁଡାରେ ପାନୀୟ ଜଳ ସମସ୍ୟା ସଙ୍ଗୀନ ରୂପ ନେଇଛି। ବିଭିନ୍ନ ସମୟରେ ଓ୍ବାର୍ଡବାସୀ ଦାବି କରି ଆସୁଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ।…

ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ

ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍‌ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ ଅଫିସ ଚ୍ୟାମ୍ବର ଭିତରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି…

ସ୍ବାମୀଙ୍କ ମୃତ୍ୟୁର ୧୦ବର୍ଷ ପରେ ମିଳିନି ଭତ୍ତା

କଣ୍ଟାବାଞ୍ଜି, ୨ା୯(ଡି.ଏନ.ଏ.) – ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହିଆଁଲ ପଞ୍ଚାୟତ ଅନ୍ତର୍ଗତ ଦାବିରି ଗାଁର ଭୁଲେଶ୍ୱରୀ ମଲ୍ଲିକ(୪୭)। ୨୦୧୦ରେ ସ୍ବାମୀ ଶ୍ରୀଧର ମଲ୍ଲିକଙ୍କ ମୃତ୍ୟୁ ପରେ ପରିବାର ଭରଣ ପୋଷଣର ବୋଝ ତାଙ୍କ ଉପରେ ପଡିଲା। ସେହିଦିନୁ ପୁଅ, ଦୁଇ…

ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର

ମୁରିବାହାଲ, ୧ା୯(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନଥିଲେ…

ଲୋୟର ସୁକ୍‌ତେଲ ପ୍ରକଳ୍ପ: ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍‌ପିଙ୍କ ଆଲୋଚନା

ବଲାଙ୍ଗୀର ଅଫିସ, ୩୦ା୮:  ଲୋୟର ସୁକ୍‌ତେଲ ପ୍ରକଳ୍ପକୁ ନେଇ ପ୍ରକଳ୍ବ ପ୍ରଭାବିତ ବୁଡି ଅଞ୍ଚଳବାସୀଙ୍କ ସହ ପୂର୍ବତନ ଏମ୍‌ପି କଲିକେଶ ନାରାୟଣ ସିଂଦେଓ ଶନିବାର ଶୈଳଶ୍ରୀ ପ୍ୟାଲେସରେ ଆଲୋଚନା କରିଛନ୍ତି। ବୁଡିଅଞ୍ଚଳ ଅଗ୍ରଗାମୀ ସଂଘ ସଭାପତି ଉପେନ୍ଦ୍ର ସାହୁ, ଦିଲୀପ ନାଏକ…

ଅକ୍ସଫୋର୍ଡ ୟୁନିଭରସିଟିରେ ପିଏଚ୍‌ଡି କରିବେ ବଲାଙ୍ଗୀରର ଶୀତଲ  

ବଲାଙ୍ଗୀର ଅଫିସ, ୨୭ା୮-ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାର ଝିଅ ଶୀତଲ ଜୈନ୍‌ ଏକ ବିରଳ ଗୌରବର ଅଧିକାରୀ ହୋଇଛନ୍ତି ା ଇଂଲଣ୍ଡର ଅକ୍ସଫୋର୍ଡ ୟୁନିଭରସିଟିରେ ଇତିହାସ ବିଷୟରେ ପିଏଚ୍‌ଡି କରିବା ପାଇଁ ସେ ମନୋନୀତ ହୋଇଛନ୍ତି। ଅକ୍ସଫୋର୍ଡ ୟୁନିଭରସିଟିର ଇତିହାସ ବିଭାଗରେ ପିଏଚ୍‌ଡି…

୩୦ଯାଏ ଲୋଇସିଂହା ଶଟ୍‌ଡାଉନ

ଲୋଇସିଂହା,୨୭।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସହରରେ ଦିନକୁ ଦିନ କୋରାନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଚାଲିଛି। ବୁଧବାର ଏଠାରେ ଗୋଟିଏ ଦିନରେ ୯ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଲୋଇସିଂହାବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଲୋଇସିଂହା…

ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ଦାବି କଲେ ଗ୍ରାମବାସୀ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଖୁରୀପାଣି ଗାଁରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏଠାରେ କାର୍ଯ୍ୟରତ କର୍ମୀଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନ ଥିବାରୁ ସେ କାର୍ଯ୍ୟରେ ଅନୁପସ୍ଥିତ…

ବିଦ୍ୟୁତ୍‌ ସଂଯୋଗ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ.) – ଦୀନ୍‌ଦୟାଲ ଉପାଧ୍ୟାୟ ଗ୍ରାମ୍ୟ ଜ୍ୟୋତି ଯୋଜନାରେ ମାଗଣା ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ସଂଯୋଗ ନାଁରେ ଟଙ୍କା ଆଦାୟ କରାଯାଉଥିବା ଅଭିଯୋଗ ଆସିଛି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ।…

ନୂଆଁଖାଇ ପାଳନ ପାଇଁ ବଜାର ସାମାନ୍ୟ ଚଳଚଞ୍ଚଳ, ଚାଲିଛି କିଣାବିକା

ବଲାଙ୍ଗୀର,୨୨ା୮: ଚଳିତବର୍ଷ କରୋନା କଟକଣା ଯୋଗୁ ପଶ୍ଚିମଓଡ଼ିଶାର ଗଣପର୍ବ ନୂଆଁଖାଇରେ ପ୍ରଭାବ ପଡ଼ିଛି। ସହରରେ ବିନା ଗହଳିରେ ସାଧାରଣ ଭାବରେ ନୂଆଁଖାଇ ପାଳନ ପାଇଁ ସହର ବଜାର ସାମାନ୍ୟ ଚଳଚଞ୍ଚଳ ହୋଇଛି। ତିନି ଚାରି ଦିନ ଆଗରୁ ନୂଆଁଖାଇ ପ୍ରସ୍ତୁତି ପାଇଁ…

ବଲାଙ୍ଗୀରରେ ନୂଆଁଖାଇ ଫିକା: ବାଉଁଶ କାରିଗର ଗ୍ରାହକ ଅପେକ୍ଷାରେ

ବଲାଙ୍ଗୀର ଅଫିସ,୨୦।୮: କରୋନା ଯୋଗୁ ଅନେକ କଟକଣା ଲାଗିଛି । କେତେବେଳେ ଶଟ୍‌ଡାଉନ ତ ଆଉ କେତେବେଳେ ଲକ୍‌ଡାଉନ। ତେବେ ଆଉ ୨ ଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ହେବାକୁ ଥିବା ବେଳେ ଏଥର ତାହା ଫିକା…

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ

ଦେଓଗାଁ,୧୯ା୮(ଡି.ଏନ.ଏ.)  – ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ ବିବାହ, ବ୍ରତ ସହିତ ଅନ୍ୟାନ୍ୟ ମାଙ୍ଗଳିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ରୋକ୍‌ ଲାଗିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri