ମିଛ ଖବର ପରିବେଷଣ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଲା
ବଲାଙ୍ଗୀର ଅଫିସ,୨୯ା୪- ବଲାଙ୍ଗୀର ଜିଲାରେ ଏ ପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଜିଲାରେ ଏବେ ଗ୍ରୀନ୍ ଜୋନ୍ରେ ରହିଛି । ଏହାସତ୍ତ୍ୱେ କିଛି ହଟଚମଟକାରୀ ଅସାମାଜିକ ତତ୍ତ୍ୱ କରୋନା ସଂକ୍ରମଣ ସମ୍ପର୍କରେ ମିଛ ଖବର ପରିବେଷଣ କରି…
କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା
ପାଟଣାଗଡ, ୨୯।୪ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ ଘଟିଛି।…
ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ବିଧାୟକ
ଲାଠୋର, ୨୯ା୪(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ ହୋଇଥିବା କୋଭିଡ ୧୯ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ଗୁରୁବାର ପାଟଣାଗଡ ବିଧାୟକ ସରୋଜ ମେହେର ପରିଦର୍ଶନ କରିଥିଲେ। ଅଞ୍ଚଳରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଶିବିରମାନ କିପରି ସ୍ଥିତିରେ…
ଘରକୁ ଫେରିବାବେଳେ ବାଟବଣା ହେଲେ, କ୍ୱାରାଣ୍ଟାଇନ ସେଣ୍ଟରରେ ରହିଲେ ଶ୍ରମିକ
ଖପ୍ରାଖୋଲ, ୨୮ା୪(ଡି.ଏନ.ଏ.): ଲକଡାଉନ୍ ଯୋଗୁଁ ସବୁଠୁ ବେଶୀ ପ୍ରଭାବିତ ହୋଇଛନ୍ତି ଦାଦନ ଶ୍ରମିକ । ଖାଲି ରାଜ୍ୟ ବାହାରେ ନୁହଁ ରାଜ୍ୟ ଭିତରେ ବି ଭୋଗୁଛନ୍ତି ସମସ୍ୟା । ଫଳରେ କାମ ଅଭାବରେ ଶ୍ରମିକମାନେ ହେଉଛନ୍ତି ଘରମୁହଁା । ହେଲେ କେତେବେଳେ…
ସହାୟତା ଦାବିରେ କାମ ବନ୍ଦ କଲେ ଟ୍ରକ୍ ଡ୍ରାଇଭର
ବଲାଙ୍ଗୀର ଅଫିସ,୨୮ା୪-ଲକ୍ଡାଉନ୍ ସମୟରେ ଟ୍ରକ୍ ଡ୍ରାଇଭରମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ଦାବି କରି ମଙ୍ଗଳବାର ସଂଘର ସମସ୍ତ ଡ୍ରାଇଭର କାମ ବନ୍ଦ କରିଥିଲେ । ଫଳରେ ବଲାଙ୍ଗୀର ରେଳଷ୍ଟେଶନ୍ରୁ ପଶ୍ଚିମବଙ୍ଗ ମାଲଦାକୁ ଯିବାକୁ ଥିବା ଚାଉଳ ରେକ୍କୁ ଯାଇପାରିନାହିଁ ।…
କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ସଂକ୍ରମଣ ନିରୋଧୀ ୩ ଶହ ପିପିଇ ପ୍ରଦାନ
ବଲାଙ୍ଗୀର ଅଫିସ,୨୮ା୪- ବଲାଙ୍ଗୀର ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାର୍ଯ୍ୟ କରିବାକୁ ଥିବା ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍ଙ୍କ ସକାଶେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ୩ ଶହଟି ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁଭମେଣ୍ଟ (ପିପିଇ) ପ୍ରଦାନ କରାଯାଇଛି । ରିଜିଓନାଲ ସେଣ୍ଟର ଫର୍…
ଲକ୍ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା
ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ପଞ୍ଚାୟତ ନୋଲାଡ ଅଫିସର ମିନିକେତନ ବରିହା ଓ ଲାଠୋର…
ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ
ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ…
ବଲାଙ୍ଗୀର ଜିଲା: ମେ ୧୦ରୁ ରବିଧାନ କିଣା
ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ଜିଲାରେ ରବି ଧାନକ୍ରୟ ପ୍ରକ୍ରିୟା ଆସନ୍ତା ୧୦ତାରିଖଠାରୁ ଆରମ୍ଭ ହେବ। ଜିଲାସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ…
ରାଧାରାଣୀପଡା ଶୀତଳଷଷ୍ଠୀ ଥାଳଉଠା ଉଠିଲା
ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ରାଧାରାଣୀପଡା ଶୀତଳଷଷ୍ଠୀ ପୂଜା କମିଟି ପକ୍ଷରୁ ଚଳିତବର୍ଷ ଶୀତଳଷଷ୍ଠୀ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୀତଳଷଷ୍ଠୀ ଥାଳଉଠା କାର୍ଯ୍ୟକ୍ରମ ରବିବାର ସମ୍ପନ୍ନ ହୋଇଛି। କମିଟି ସଭାପତି…
କରୋନା ସାଙ୍ଗକୁ କାଳବୈଶାଖୀ: ବ୍ୟାପକ ଫସଲ ନଷ୍ଟ
ଖପ୍ରାଖୋଲ, ୨୭ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଗତଦୁଇ ଦିନ ତଳେ ହୋଇଥିବା କାଳବୈଶାଖୀ ସହ କୁଆପଥର ମାଡ ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି। ଲକ୍ଡାଉନ୍ ଯୋଗୁ ପନିପରିବା ବିକ୍ରି ହୋଇ ପାରୁ ନ ଥିବାବେଳେ ଏବେ କାଳବୈଶାଖୀ…
ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ
ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା ପୋଲିସ…
Archives


